-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

ସାଇଟ କଲେଜ ରେ ୭୯ ତମ ସ୍ୱାଧିନତା ଦିବସ ପାଳିତ

15-Aug-2025



ବଲାଙ୍ଗିର- ସଦାଇପାଲି ସାଇଟ କଲେଜ, ପଲ୍ଲିଶ୍ରୀ ଷ୍ଟଡିୟମ ଠାରେ ୭୯ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ସୁଶ୍ରୀ ଶିକ୍ଷାନୁଷ୍ଠାନ ସମୂହ ସାଇଟ ଡିପ୍ଲୋମା ଇଂଜିନିୟରିଂ, ସାଇଟ-ଏମ୍‌.ଏସ୍‌.ସି, ବି.ଏସ.ସି, ଜି.ଏନ.ଏମ, ଏ..ଏନ.ଏମ ନର୍ସିଂ, ସୁଶ୍ରୀ ଆଇ.ଟି.ସି, ସୁଶ୍ରୂୀ ଡି.ଏମ୍‌.ଏଲ୍‌.ଟି/ଡି.ଏମ୍‌.ଆର୍‌.ଟି, ପଲ୍ଲିଶ୍ରୀ ହାଇସ୍‌କୁଲ, ସୁଲୋଚନା ଦେବୀ ଶୀଶୁ ମନ୍ଦିର ର ଛାତ୍ରୀଛାତ୍ର ବୃନ୍ଦ ପ୍ୟାରେଡ ରେ ଅଂଶଗ୍ରହଣ କରିଥିଲେ । ସାଇଟ ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର ମୁଖ୍ୟ ଅତିଥି ରୁପେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ ଏବଂ ପ୍ୟରେଡ ଅଭିବାଦନ ଗ୍ରହଣ କରିଥିଲେ । ଡ. ମିଶ୍ର ଭାଷଣ ପ୍ରଦାନ ପୂର୍ବକ ଛାତ୍ରୀ ଛାତ୍ର ଙ୍କ ଉଜ୍ୱଳ ଭବିଷ୍ୟତ କାମନା କରି ନିଜେ ଚାଲିବା ଏବଂ ଅନ୍ୟମାନଙ୍କୁ ହାତ ଧରି ଚଲାଇବା ଏକ ବାର୍ତ୍ତା ମଧ୍ୟ ଦେଇଥିଲେ । ପଲ୍ଲିଶ୍ରୀ ହାଇସ୍କୁଲ ପ୍ରଧାନ ଶିକ୍ଷକ ବୃନ୍ଦାବନ ମହାକୁର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଆଜିର ସମ୍ମାନୀତ ଅତିଥି ଅଧ୍ୟାପକ ତୁଷାର ରଂଜନ ବାରିକ ସହ ସାଇଟ ଡିପ୍ଲୋମା ଇଂଜିନିୟରିଂ ଅଧ୍ୟକ୍ଷା ନମିତା ପଟେଲ, ସାଇଟ ନର୍ସିଂ ପ୍ରିନସିପାଲ ସ୍ନିଗ୍ଧାମିନତି ଦାନୀ, ସୁଶ୍ରୀ ଆବ.ଟି.ସି. ପ୍ରିନସିପାଲ ଇଂ.ସନ୍ତୋଷ କୁମାର ବ୍ରହ୍ମା, ସୁଲୋଚନା ଦେବୀ ଶିଶୁ ମନ୍ଦିର ପ୍ରଧାନ ଗୁରୁଜୀ ପ୍ରଫୁଲ୍ଲ କୁମାର ମିଶ୍ର , ଗରୁଡଧ୍ୱଜ ସାଏ, ସାଇଟ ଡିପ୍ଲୋମା ଇଂଜିନିୟରିଂ ଭାଇସ-ପ୍ରିନସିପାଲ ଶ୍ରୀ ଦୁଖିଶ୍ୟାମ ପଣ୍ଡା ପ୍ରମୁଖ ମନ୍‌ଚାସିନ ଥିଲେ । ସ୍ୱାଧିନତା ଦିବସ ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ର କୃତ୍ରୀ ଛାତ୍ରୀଛାତ ଙ୍କୁ ଟ୍ରଫି ସହ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା । ପରିଶେଷରେ ସାଇଟ ଖେଳ ସଂଯୋଜକ ସୁନିଲ ଚନ୍ଦ୍ର ବିଶ୍ୱାଳ ଧନ୍ୟବାଦ ଦେଇଥିଲେ । ମିଷ୍ଟାନ ବଣ୍ଟନ ସହ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ରାମଜୀ ଯୁବାକ ସଂଘ ସଭ୍ୟସଭ୍ୟା, ସୁଶ୍ରୀ ଷ୍ଠାଫ୍ ସମୂହ ର ସମସ୍ତ କର୍ମଚାରୀ ଏବଂ ଅଭିଭାବକ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like