-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||     

HOME   ଜିଲ୍ଲା

ସୁକାନ୍ତି କଲେଜ ପକ୍ଷରୁ ଏକ କିଲୋମିଟର ବ୍ୟାପି ତ୍ରିରଙ୍ଗା ଯାତ୍ରା*- *କଲେଜ୍ ର ଏ ଅଭିନବ ପ୍ରୟାସ କୁ ପ୍ରଶଂସା କଲେ ବୁଦ୍ଧିଜୀବୀ*-

15-Aug-2025



*ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁକାନ୍ତି ଗୃପ୍ ଅଫ ଇନଷ୍ଚିଚ୍ୟୁସନ୍ ପକ୍ଷରୁ   ପ୍ରାୟ ଏକ କିଲୋମିଟର ଲମ୍ବର ତ୍ରିରଙ୍ଗା ପତାକା ସହ ଛାତ୍ରଛାତ୍ରୀ ଙ୍କ ଏକ ବିଶାଳ ତ୍ରିରଙ୍ଗା ଯାତ୍ରା ସ୍ଥାନୀୟ ବ୍ଲକ ଛକ ରୁ ବାହାରି ଆମ୍ବେଦକର ଛକ,କଚେରୀ ଛକ , ସମଲେଇ ମନ୍ଦିର, ଷ୍ଟେଟ୍ ବ୍ୟାଙ୍କ୍ ବସ ଷ୍ଟାଣ୍ଡ ଦେଇ ନଳିନୀ ଛକ ରେ ପହଞ୍ଚିଥିଲା  l ଏହି କାର୍ଯ୍ୟକ୍ରମ କୁ ସୋନପୁର ବି ଡି ଓ  ଶୁଭ ଉଦ୍ଘାଟନ କରିଥିବା ବେଳେ ସୁକାନ୍ତି ଏକାଡେମି ର ପ୍ରିନ୍ସିପାଲ୍ ଅମିତ୍ କର, ସ୍କୁଲ୍ ଅଧ୍ୟକ୍ଷ ସନ୍ତୋଷ ବାଘ, ଓ ସମ୍ପାଦକ କମଳିନୀ ତ୍ରୀପାଠୀ, ବ୍ଲକ ଛକ ଦୁର୍ଗା ପୂଜା କମିଟି ସଦସ୍ୟ ଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ , ସୋନପୁର କଲେଜ୍ ଏନ୍ ସି ସି   ଓ  ଏକାଡେମି ଛାତ୍ର ଛାତ୍ରୀ ସାମିଲ ଥିଲେ l  ରମେଶ ମିଶ୍ର, ସ୍ୱାଗତ ସାହୁ, କୁନା ପଣ୍ଡା, ରିଙ୍କୁ ପଟେଲ, କଳା କହ୍ନେଇ ମିଶ୍ର, ବାଳ ଗୋପାଳ ଚାନ୍ଦ ସଂଯୋଜନା ରେ ସହଯୋଗ କରିଥିଲେ l  ଆଜି ସହର ପରିକ୍ରମା ବେଳେ ହଜାର ହଜାର ସଂଖ୍ୟାରେ ଲୋକେ ଘର ଓ ଦୋକାନ ମାନଙ୍କ ଆଗରେ, ଛାତ ଉପରେ ଛିଡା ହୋଇ ହାତ ହଲାଇ ପୁଷ୍ପ ବିଞ୍ଚି ଜାତୀୟ ପତାକା କୁ ସ୍ୱାଗତ କରିଥିଲେ l ସମସ୍ତେ ଏ ଅପୂର୍ବ ମନୋରମ ମୂହୁର୍ତ୍ତ କୁ ହାତ ଛଡା ନ କରି କିଏ କେତେ ପ୍ରକାର ଫଟୋ ଭିଡ଼ିଓ ଉତ୍ତୋଳନ କରି ଥିଲେ ମୋବାଇଲ ରେ କଏଦ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026

You Might Also Like