-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||     

HOME   ଜିଲ୍ଲା

ଅଧ୍ୟକ୍ଷା ପ୍ରେମଶିଳା ନାଗ କଲେ ପତାକା ଉତ୍ତୋଳନ ଓ ପ୍ୟାରେଡର ଅଭିବାଦନ ଗ୍ରହଣ

15-Aug-2025



ବୋଡ଼େନ (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ଏସ ଏସ ଡି ଖେଳ ପଡିଆ ଠାରେ ବି ଡି ଓ ସୁଶାନ୍ତ କୁମାର ରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ୭୯ ତମ ସ୍ବାଧିନତା ଦିବସ ପାଳନ ଅବସରରେ ସାମୁହିକ  ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡରେ ମୁଖ୍ୟ ଅତିଥି ରୂପେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।ମୁଖ୍ୟ ବକ୍ତା ଭାବରେ ବି ପି ଏଚ ଏସ ଏସ ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡ ଓ ବିଶିଷ୍ଟ ଅତିଥି ଭାବେ ତହସିଲଦାର ସରିତା ଗୁପ୍ତା ଏବଂ ସମ୍ମାନିତ ଅତିଥି ରୂପେ ଡି ଏସ ପି ଗୋବିନ୍ଦ ଚନ୍ଦ୍ର ମାଝୀ,ବରିଷ୍ଠ ନାଗରିକ ପର୍ଶୁରାମ ସେଠି,ବି ଇ ଓ ରୁଦ୍ରେଶର ମେହେର,ଏମ ଓ ଡ଼ା ସଞ୍ଜୀବ କୁମାର ନାଏକ,ଅତିରିକ୍ତ ତହସିଲଦାର ଅନସୂୟା ବାଗଦେବୀ, ଡବ୍ଲୁ ଇ ଓ କ୍ଷଣ ପ୍ରଭା ପାଣିଗ୍ରାହୀ,ସି ଡି ପି ଓ ଅର୍ଚ୍ଚନା ରାଉତ,ସମାଜ ସେବୀ ଫାରୁକ୍ ମହମ୍ମଦ,ଅତିନ୍ଦ୍ର ଜିତ୍ ସିଂ ମଲ୍ଲିକ, ରାଜ କୁମାର ନାଗ,ସୌଦାଗର ସାହୁ,ବି ଏଲ ସି ସୁନିତା ସୁନା ପ୍ରମୁଖ ମଞ୍ଚାସିନ ଥିଲେ ।ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ସମସ୍ତ ଅତିଥିଙ୍କ ଦ୍ଵାରା ଟ୍ରଫି ଓ ମାନ ପତ୍ର ପ୍ରଦାନ କରି ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଲୋକ ପ୍ରତିନିଧି, ସ୍ୱେଚ୍ଛା ସେବୀ ଅନୁଷ୍ଠାନ,ଆୟୋଜକ କମିଟି , ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀ,ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି,ବୋଡ଼େନ ବ୍ଲକର ଭଦ୍ର ବ୍ୟକ୍ତି ତଥା ସାଧାରଣ ଜନତା ଉପସ୍ଥିତ ଥିଲେ ।ଶିକ୍ଷକ ବୈଷ୍ଣବ ଦୂରିଆ ମଞ୍ଚ ପରିଚାଳନା କରିଥିବାବେଳେ ଅଧ୍ୟାପକ ଡଃ କିଶୋର କୁମାର କର୍ଣ୍ଣ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026

You Might Also Like