-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀସେବା ସଂଘ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ

16-Aug-2025



କଟକ (ପ୍ରେରଣା ଖବର): ପୂର୍ବସୁରି ମାନଙ୍କ ଅସ୍ମିତା କୁ  ସ୍ମରଣ କରି ସେମାନଙ୍କ ତ୍ୟାଗ ତିତିକ୍ଷା ଓ ବଳିଦାନ ରୁ ଆଜିର ଯୁବପିଢି ତଥା ନାରୀମାନେ ଯଦି କିଛି ପ୍ରେରଣା ପାଇ ଦେଶ ପାଇଁ ଉଛର୍ଗିକୃତ ହୋଇ ଦେଶ ପାଇଁ କର୍ମ ଜାରି ରଖିବେ ତେବେ ତାହା ହେବ ସେମାନଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଂଜଳି ଏହା ଅଜି ଦେଶର ୭୯ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଓଡ଼ିଶା ନାରୀ ସେବା ସଙ୍ଘର ସଭାନେତ୍ରୀ ଡ. ପ୍ରତିମା ମହାପାତ୍ର ଜାତୀୟ ପତାକା ଉତ୍ତୋଳନ କରି ତାଙ୍କର ଅଭିଭାଷଣରେ କହିଥିଲେ। ସଂଗଠନ ସଂପାଦିକl ମୀରା ବେଉରା ଓ କମିଟି ସଭ୍ୟା ନମିତl ପଣ୍ଡା ନିଜ ଭିତରେ ଥିବା  ଭେଦଭାବ ଭୁଲି ପରସ୍ପର ଭିତରେ ସ୍ନେହ ସଦିଚ୍ଛା ରଖି ଦେଶ ପ୍ରତି ଆମର କର୍ତ୍ତବ୍ୟ ବିଷୟରେ ସଚେତନ ହେବା ଆବଶ୍ୟକ  ନ ହେଲେ କଷ୍ଟଲବ୍ଧ ସ୍ବାଧିନତା ର ସ୍ଵାଦ ଆମେ ଚାଖି ପରିବା ନାହିଁ ବୋଲି ବକ୍ତବ୍ୟ ରଖିଥିଲେ। ସହ

ସମ୍ପlଦିକl ଇନ୍ଦିରା ଅରୋରା  , ମିନାକ୍ଷୀ ମିଶ୍ର, କୋଷାଧ୍ୟକ୍ଷl ନୟନତାରl ନନ୍ଦ, ଡ ପ୍ରଭାବତୀ ପଣ୍ଡା, କାଉନସିଲର ସରୋଜିନୀ ଓଝା, ଅମ୍ବିକା ରାଣୀ ପଲlଇ ଶାନ୍ତି ଲତା ଦାସ୍, କଲ୍ୟାଣୀ ସାହୁ, ନଳିନୀ ନାୟକ, ପ୍ରମୁଖ ଉପସ୍ଥିତ ଥିଲେ। ଏହି ଉତ୍ସବ ପାଳନ ଉପଲକ୍ଷେ ପୂର୍ବରୁ ସଂଘ ପକ୍ଷରୁ ଆୟୋଜିତ ହେଇଥିବା ବିଭିନ୍ନ ପ୍ରତିଯୋଗିତlର କୃତି ଛlତ୍ର ଛାତ୍ରୀ ମାନଂକୁ ସଂଘ ପକ୍ଷରୁ ପୁରସ୍କାର ପ୍ରଦାନ କରଯାଇଥିଲା। ଶେଷରେ ବସ୍ତି ଅଞ୍ଚଳର ପିଲା ମାନଙ୍କୁ ମିଷ୍ଠlନ୍ନ ବଣ୍ଟନ କରlଯାଇଥିଲା ଛାତ୍ର ଛାତ୍ରୀ ମାନେ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିଥଲେ।
       


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like