-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ମହା ସମାରୋହରେ ପାଳିତ ହେଲା ୭୯ ତମ ସ୍ବାଧିନତା ଦିବସ*- *ମନ୍ଦିର ମାଳିନୀ ସହର ଓ ଜିଲ୍ଲା ର ବିକାଶ ଲାଗି ମନ୍ତ୍ରୀ ଦେଲେ ପ୍ରତିଶୁତି*-

16-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଶ୍ରୀ ରାମେଶ୍ୱର ଷ୍ଟାଡିୟମ୍ ଠାରେ ଜିଲ୍ଲା ସ୍ତରୀୟ ୭୯ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ ହୋଇ ଯାଇଛି l ଏହି ଉତ୍ସବରେ ଓଡିଶା ଉଚ୍ଚ ଶିକ୍ଷା, ସଂସ୍କୃତି ଓ କ୍ରୀଡ଼ା ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟ ବଂଶୀ ସୁରଜ୍ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ପ୍ୟାରେଡ ଅଭିବାଦନ କରି ଉଦବୋଧନ ଦେଇଥିଲେ l ସ୍ଵାଧୀନତା ସଂଗ୍ରାମୀ ଓ ସହିଦ୍ ବରପୁତ୍ର ମାନଙ୍କୁ ମନେ ପକେଇ ଆଜି ଏ ଜିଲ୍ଲା ର ଗୁରୁବାରି ମେହେର, ଲକ୍ଷଣ ଶତପଥି ଓ ଚତୁର୍ଭୁଜ ମିଶ୍ର ଙ୍କ ଭଳି ସଂଗ୍ରାମୀ ଙ୍କ ପାଈଁ ଆମେ ସ୍ଵାଧୀନତା ପାଇଛୁ ବୋଲି ମତ ରଖି ଏମାନଙ୍କ ବଳିଦାନ ଆଗମୀ ପିଢୀ ଙ୍କୁ ପ୍ରେରିତ କରିବ ବୋଲି କହିଥିଲେ l ଓ ଗଡ ଜାତ ଭାରତ ଛାଡ ଆନ୍ଦୋଳନରେ ଏ ଜିଲ୍ଲା ର ଭୂମିକା ଗୁରୁତ୍ଵପୂର୍ଣ୍ଣ ବୋଲି କହିଥିଲେ l ପାତାଳୀ ଶ୍ରୀକ୍ଷେତ୍ର ଓ ଭୀମଭୋଇ ଙ୍କ ପାଇଁ ଏ ମାଟି ର ଏକ ସ୍ଵତନ୍ତ୍ରତା ଅଛି ଏ ମାଟି ର ମହକ ଅଛି ବୋଲି କହିଥିଲେ l ଏ ମାଟି ସଂସ୍କୃତି ର ଏକ ଜ୍ୱଳନ୍ତ ଉଦାହରଣ ବୋଲି କହି ଆୟୁଷ୍ମାନ ଯୋଜନା, ପି ଏମ୍ ଶ୍ରୀ ଶିକ୍ଷା ଯୋଜନା, ଓ ଖେଲୋ ଇଣ୍ଡିଆ ଭଳି ରାଜ୍ୟ ସରକାର ଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଲୋକ ଙ୍କ ପାଖକୁ ପହଞ୍ଚିଛି ବୋଲି କହିଥିଲେ l

ଏ ଜିଲ୍ଲା ର ଓ ଓଡ଼ିଶା ର ବିକାଶ ହେଲେ ଭାରତ ର ବିକାଶ ହେବ ବୋଲି କହିଥିଲେ l ପରେ ପରେ ଜିଲ୍ଲା ର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନ କୁ ମୁଖ୍ୟ ଅତିଥି ମନ୍ତ୍ରୀ ପୁରସ୍କୃତ କରିଥିଲେ l ପରେ ପରେ ସହର ର ଶିଶୁ ଗୃହ, ଜିଲ୍ଲା କାରାଗାର ର ଅନ୍ତେବାସୀ ଙ୍କ ସହ ମେଡିକାଲ୍ ରୋଗୀ  ଓ ଭିନ୍ନ କ୍ଷମ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କୁ ମନ୍ତ୍ରୀ ମିଷ୍ଟାନ୍ନ ବଣ୍ଟନ କରିଥିଲେ l ମାନ୍ୟବର ମନ୍ତ୍ରୀ ମହିମା ପୀଠ ଖଲିଆପାଲି, ପାତାଳୀ ଶ୍ରୀକ୍ଷେତ୍ର, ଚର୍ଦ୍ଦା ଶୈବ ପୀଠ ପରିଦର୍ଶନ କରି ମନ୍ଦିର କମିଟି ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ l ପରେ ଜାଲୋଇ ଆମ୍ବେଦକର ଖେଳ ପଡିଆ ରେ ଚାଲିଥିବା  ଫୁଟବଲ୍ ଟର୍ଣ୍ଣମେଣ୍ଟ ରେ ଯୋଗ ଦେଇଥିଲେ l ଓ ଜିଲ୍ଲା ରେ କ୍ରୀଡ଼ା ର ଭିତ୍ତିଭୂମି ସୁଦୃଢ କରିବା ସମ୍ପର୍କରେ ଜିଲ୍ଲା ପ୍ରଶାସନ ଓ କ୍ରୀଡ଼ା ସଂଘ ସହ ଆଲୋଚନା କରିଥିଲେ l ସଂନ୍ଧ୍ୟାରେ ସହର ର ନାରାୟଣ ସେବା ରୋଗୀ ଆଶ୍ରମ ରେ ପହଞ୍ଚି ରୋଗୀ ଙ୍କ ସମସ୍ତ ସମସ୍ୟା ବୁଝିଥିଲେ l ଏ ସମସ୍ତ କାର୍ଯ୍ୟ କ୍ରମ ବୀର ମହାରାଜ ପୁର ବିଧାୟକ ଶ୍ରୀ ରଘୁ ଜଗଦଲା, ସୁବର୍ଣ୍ଣପୁର ଜିଲ୍ଲାପାଳ ଡଃ ନୃପ ରାଜ ସାହୁ, ଏସପି ନାରାୟଣ ନାୟକ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like