-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ବ୍ଲକ୍ ଅଧ୍ୟକ୍ଷ ଙ୍କ କ୍ଷମତା କୁ ସଙ୍କୁଚିତ କରିଥିବା ଅଭିଯୋଗ କରି ବିଡିଓ ଙ୍କ ଜରିଆରେ ଦାବିପତ୍ର ପ୍ରଦାନ କଲେ ବ୍ଲକ ଅଧ୍ୟକ୍ଷା

16-Aug-2025



ଆଗଲପୁର, (ପ୍ରେରଣା ଖବର)  ଆଜି  ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ ବିଡ଼ିଓ ଙ୍କ ଜରିଆରେ ପଞ୍ଚାୟତି ରାଜ ବିଭାଗ କୁ ଏକ ଦାବିପତ୍ର ପ୍ରଦନ କରିଛନ୍ତି। ଏଥିରେ ସେ ଉଲ୍ଲେଖ କରିଛନ୍ତି ଯେ ଅଧ୍ୟକ୍ଷ ମାନଙ୍କ କ୍ଷମତା କୁ ସଙ୍କୁଚିତ କରି ସମ୍ବିଧାନ ର ଅବମାନନା କରିଛନ୍ତି l କିଛିଦିନ ପୂର୍ବରୁ ଓଡିଶା ସରକାର ଘୋଷଣା କଲେ ଯେ କୋଡିଏ ଲକ୍ଷ ରୁ ଉର୍ଦ୍ଧ ଟଙ୍କା ହେଲେ ବ୍ଲକ ଅଧ୍ୟକ୍ଷ ଙ୍କ ଦସ୍ତଖତ ଦରକାର ହେବ ଓ ତାଠୁ କମ୍ ହେଲେ ଦସ୍ତଖତ ଲାଗିବ ନାହିଁ ବୋଲି କରିଥିବା ଘୋଷଣା କୁ ଜିଲ୍ଲା ଅଧ୍ୟକ୍ଷ ସଂଘ ବିରୋଧ କରିଛନ୍ତି l ଯଦି କୋଡିଏ ଲକ୍ଷ ରୁ କମ ହେଲେ ଅଧ୍ୟକ୍ଷ ଙ୍କ ଦସ୍ତଖତ ର ଆବଶ୍ୟକ ହେବନାହିଁ l ସରକାର ଙ୍କ ଏଭଳି ମନ୍ତବ୍ୟ କୁ ବ୍ଲକ ଅଧ୍ୟକ୍ଷ ଙ୍କ ନିନ୍ଦା କରିବା ସହ ବ୍ଲକ ର ଉନ୍ନୟନ କାମ ହେଉଛି ଯେଉଁଟା କି ପାଞ୍ଚ, ତିନି କିମ୍ବା ଦଶ ଲକ୍ଷ ଟଙ୍କା ର ଅଧ୍ୟକ୍ଷ ଙ୍କ ଦସ୍ତଖତ ହେଉଛି l ଏହି ପରିପ୍ରେକ୍ଷୀରେ ବ୍ଲକ ର ଉନ୍ନୟନ କାମରେ  ସମସ୍ୟା ଦେଖାଦେବ ବୋଲି ଅଧ୍ୟକ୍ଷl ଶ୍ରୀମତୀ ଦାସ ଜିଲ୍ଲା ର ସମସ୍ତ ଅଧ୍ୟକ୍ଷ ଘୋର ନିନ୍ଦା କରିବା ସହ ସରକାର ନିଜର ଘୋଷଣା କୁ ଫେରାଇ ନେବାପାଇଁ ଦାବୀ କରିଛନ୍ତି l ଏ ସଂକ୍ରାନ୍ତ ରେ ପୂର୍ବତନ ସାଂସଦ ତଥା ପଶ୍ଚିମ ଓଡିଶା ର ଜଣେ ଟାଣୁଆ ନେତା ଶ୍ରୀ ବାଳଗୋପାଳ ମିଶ୍ର ସରକାର ଙ୍କ ଏଭଳି ନିଷ୍ପତି କୁ ତୀବ୍ର ନିନ୍ଦା କରିବା ସହ ସରକାର ନିଜ ନିଷ୍ପତି କୁ ଫେରାଇ ନେବାପାଇଁ ପ୍ରତିକ୍ରିୟା ରଖିଛନ୍ତି l ନୋଟିଫିକେସନ ନମ୍ୱର 20747/PR and DW ତାରିଖ 31-7-25 ପଞ୍ଚାୟତ ସମିତି ହିସାବ ପ୍ରକ୍ରିୟା ବିଧି 2002 ନିୟମ 16 ର ପ୍ରଥମ ପ୍ରତି ସୋର ର ସବ୍ ନିୟମ ରେ ସଂଶୋଧନ ସମ୍ଭ ନ୍ଦୀୟ ଆପତ୍ତି ପ୍ରସ୍ତାବ ଆଗତ କରିଥିଲେ। ଏହି ନିୟମ ଅନୁଯାୟୀ ସରକାରଙ୍କୁ ସେମାନେ ଦାବିପତ୍ର ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like