-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାତାଳୀ ଶ୍ରୀକ୍ଷେତ୍ର ଗସ୍ତ

16-Aug-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ କୁ ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା, ଓଡିଆ ଭାଷା, ସାହିତ୍ୟ ସଂସ୍କୃତି ଓ କ୍ରୀଡା ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପରିଦର୍ଶନ କରିଥିଲେ ।ପ୍ରଥମେ ତାଙ୍କୁ ଭବ୍ୟ ସର୍ମଦ୍ଧନା ଜଣାଯାଇଥିଲା ।ତା ପରେ ଛଳିଆ ପାହାରସ୍ଥ ଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବା ସହ ପ୍ରଭୁକୃପା ସାଉଁଟିଥିଲେ ।ଗେଷ୍ଟ ହାଉସରେ ଟ୍ରଷ୍ଟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ ।ତାପରେ ବୈ।ଦ୍ଧିକ ମଣ୍ଡପରେ ଟ୍ରଷ୍ଟି ପୂର୍ଣଚନ୍ଦ୍ର ପାଢ଼ୀ ଙ୍କ ସଂଯୋଜନା ରେ ଆୟୋଜିତ ସଭାରେ ମନ୍ତ୍ରୀ ନିଜେ କ୍ଷେତ୍ରର ମହିମା ଉପରେ ବକ୍ତବ୍ୟ ଦେବା ସହ ଜନସାଧାରଣଙ୍କୁ ସାମଗ୍ରିକ ବିକାଶ ପାଇଁ ପ୍ରତିଶ୍ରୁତି ଦେଇଥିଲେ ।ତା ପରେ ଟ୍ରଷ୍ଟ ତରଫରୁ ୪ଦଫା ନେଇ ଦାବିପତ୍ର ଦିଆଯାଇଥିଲା ।ଘୋଷଯାତ୍ରା ତଥା ଅନାନ୍ୟ ପର୍ବପର୍ବାଣି ରେ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ପ୍ରତି ବର୍ଷ ୫ଲକ୍ଷ ପ୍ରଦାନ,କ୍ଷେତ୍ରରେ ଇଣ୍ଟରପ୍ରିଟେସନ ଓ ମ୍ୟୁଜିୟମ ନିର୍ମାଣ କରାଯିବ,ପୂର୍ତ୍ତ ବିଭାଗ ପକ୍ଷରୁ ଖୁବଶୀଘ୍ର ଡିପିଆର ଦେଲେ କୋଣାର୍କ ମୁକ୍ତ ମଣ୍ଡପ ଭଳି ସାଂସ୍କୃତିକ ମଣ୍ଡପ ନିର୍ମାଣ କରାଯିବ,ପାତାଳୀ ମହୋତ୍ସବ କୁ ରାଜ୍ୟସ୍ତରୀୟ ମହୋତ୍ସବ ଭଳି ସଂସ୍କୃତି ବିଭାଗ ପକ୍ଷରୁ କରାଯିବ ଆଦି ବିଭିନ୍ନ ପ୍ରକାର କ୍ଷେତ୍ରର ବିକାଶ କାର୍ଯ୍ୟ କରାଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଗସ୍ତ ସମୟରେ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା,ଜିଲ୍ଲା ବିଜେପି ସଭାପତି ବେଣୁଧର ଦାଶ,ଜିଲ୍ଲାପାଳ ଡ.ନୃପରାଜ ସାହୁ ଙ୍କ ସହ ଟ୍ରଷ୍ଟ ସଂପାଦକ ଉତ୍ତର କୁମାର ପାତ୍ର, ବୀରମହାରାଜପୁର ବ୍ଲକର ପ୍ରାକ୍ତନ ଅଧ୍ୟକ୍ଷ ସନ୍ତୋଷ ଭୋଇ ଓ ଟ୍ରଷ୍ଟି  ସମସ୍ତ ସଦସ୍ୟ ଓ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like