-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ବରଗଡ଼ରେ ଶ୍ରୀରାମ ମନ୍ଦିର ନିଧିସଂଗ୍ରହ ଅଭିଯାନ

26-Jan-2021



 ବରଗଡ଼, (ମୁକୁନ୍ଦ ଦାସ): ବ୍ରହ୍ମବିହାର ବରଗଡ଼ ସ୍ଥିତ ଶ୍ରୀରାମ ମନ୍ଦିରରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମଭୂମି ଅଯୋଧ୍ୟାଠାରେ ଭବ୍ୟ ଶ୍ରୀରାମ ମନ୍ଦିର ନିର୍ମାଣ ସକାଶେ ନିଧିସମର୍ପଣର ଉଦ୍ଘାଟନୀ ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅତାବିରା ବାବା ମଠର ମଠାଧିଶ ତଥା ବିଶ୍ଵହିନ୍ଦୁ ପରିଷଦର କେନ୍ଦ୍ରୀୟ ମାର୍ଗଦର୍ଶକ ସନ୍ଥ ଗିରିମହାରାଜ, ବିଶ୍ଵହିନ୍ଦୁ ପରିଷଦର ପଶ୍ଚିମ ପ୍ରାନ୍ତର ପ୍ରାନ୍ତସଂଗଠନ ମନ୍ତ୍ରୀ ଶ୍ରୀମାନ ଶରତଚନ୍ଦ୍ର ପ୍ରଧାନ, ବିଶ୍ଵ ହିନ୍ଦୁପରିଷଦର ଶ୍ରୀଯୁକ୍ତ ନିଧୁବନ ବିହାରୀ ପ୍ରସାଦ ପଣ୍ଡା ମଞ୍ଚାସୀନ     ଥିଲେ । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ସମ୍ବଲପୁର ବିଭାଗ କାର୍ଯ୍ୟବାହ ଭରତ ଚନ୍ଦ୍ର ମେହେର ଯଜ୍ଞକର୍ତ୍ତା ହୋଇଥିଲେ । ବରଗଡ଼ ନଗରର ଶ୍ରୀରାମ ମନ୍ଦିରଅଭିଯାନ ପ୍ରମୁଖ ପ୍ରତାପ ପଟ୍ଟନାୟକ ମଞ୍ଚପରିଚାଳନା କରିଥିଲେ । ଏହି ଉତ୍ସବରେ ଘର ଘର ବୁଲି ଭିକମାଗୁଥିବା ଜଣେ ମାଉସୀ(ସାମରି    ବାରିକ) ଙ୍କ ସହିତ ଅନ୍ୟ ସଦସ୍ୟମାନେ ମନ୍ଦିର ପାଇଁ ନିଧି ସମର୍ପଣ କରିଥିଲେ । ସନ୍ଧ୍ୟା ସମୟରରେ ଏକ ମୋଟର ସାଇକେଲ ଶୋଭାଯାତ୍ରା ଆଯୋଜୟନକରାଯାଇଥିଲା । ଏହି ଅଭିଯାନ ୨୫.୦୧.୨୦୨୧ ରୁ ୧୦.୦୨.୨୦୨୧ ପର୍ଯ୍ୟନ୍ତ ପାଳନ କରାହେବ । ଏହି ନିଧିସମର୍ପଣରେ ସମସ୍ତେ ସହଯୋଗ କରିବାକୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like