-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଶାନ୍ତପୂର୍ ଗ୍ରାମ ପଞ୍ଚାୟତ ରେ ଗ୍ରାମ ସଭାରେ ପୂର୍ବ ପ୍ରସ୍ତାବିତ ଯୋଜନା କାର୍ଯ୍ୟକାରୀ ହୋଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି

16-Aug-2025



(ଚିନ୍ତା ମଣି ନାଏକ)
ନର୍ଲା ବ୍ଲକ ଅନ୍ତର୍ଗତ ସାନ୍ତପୂର୍ ଗ୍ରାମ ପଞ୍ଚାୟତ ରେ ୨୦୨୫-୨୬ ଗ୍ରାମ ସଭା ଅନୁଷ୍ଠିତ ହୋଇଯାଇଛି କିନ୍ତୁ ଉକ୍ତ ଗ୍ରାମ ସଭାରେ ୨୦୨୪-୨୫ ମସିହାରେ ଦିଆଯାଇଥିବା କାର୍ଯ୍ୟ ଖସଡ଼ା ମୋଟ ୩୭ ଗୋଟି କାର୍ଯ୍ୟ ମଧ୍ୟରୁ ମାତ୍ର ପାଞ୍ଚ ଗୋଟି କାର୍ଯ୍ୟ ହୋଇଥିବା ବେଳେ ଦୁଇଟି କାର୍ଯ୍ୟ ଚାଲୁ ରହିଛି ଏବଂ ତିରିଶ ଗୋଟି କାର୍ଯ୍ୟ ବିଲକୁଲ ହୋଇ ନ ଥିବା ସୂଚନା ମିଲିଛି ସବୁଠୁ ପରୀତାପ ର ବିଷୟ ସେହି ୭ ଟି କାର୍ଯ୍ୟରେ ଗୋଟେ ବି ମନରେଗା କାର୍ଯ୍ୟ ସ୍ଥାନ ପାଇନଥିବା ଅଭିଯୋଗ ହଇଛି କାରଣ ନର୍ଲା ବ୍ଲକ ଏକ ଦାଦନ ପ୍ରବଣ ଭାବରେ ବେଶ ପରିଚତ ତେଣୁ ଉପସ୍ଥିତ ଗ୍ରାମ ସଭାର ସମସ୍ତ ସଦସ୍ୟ ଅସନ୍ତୋଷ ପ୍ରକାଶ କରିଥିଲେ ଏବଂ ପୂର୍ବରୁ ଦିଆଯାଇଥିବା କାର୍ଯ୍ୟ ଖସଡ଼ା ମାନ କାର୍ଯ୍ୟକାରୀ ନ ହେବା ପର୍ଯ୍ୟନ୍ତ କୌଣସି ପ୍ରକାର ନୂଆ ଏକ୍ସନ୍ ପ୍ଲାନ୍ ଦିଆଯିବ ନାହିଁ ବୋଲି ସ୍ପଷ୍ଟ କରିଥିଲେ ଫଳରେ ଏହି ପ୍ରସ୍ତାବ କୁ ଗ୍ରାମ ସଭାରେ ପ୍ରସ୍ତାବ ନମ୍ବର ୩ ରେ ସ୍ଥାନ ଦିଆଯାଇ ଲିପିବଦ୍ଧ କରାଯାଇଅଛି ଏଣୁ ଏ ଦିଗରେ ଜିଲ୍ଲାପାଳ ସ୍ଵତନ୍ତ୍ର ଧ୍ୟାନ ଦେଇ ନିରୁତ୍ସାହଜନକ କାର୍ଯ୍ୟ କାହିଁକି ହେଉଛି ଏବଂ ଏଥିରେ କେଉଁ ଅଧୀକାରୀ ଙ୍କ ଅବହେଳା ରହିଛି ବୋଲି ଭାରତୀୟ ମଜଦୂର ସଂଘ ର ରାଜ୍ୟ ସମ୍ପାଦକ ବିଶ୍ଵ ରଞ୍ଜନ ସା ଅଭିଯୋଗ ଆଣିଏହାର ତଦନ୍ତ ଦାବି କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like