-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||     

HOME   ଜିଲ୍ଲା

ଜନ୍ମାଷ୍ଟମୀ ରେ ଜନ୍ମ ନେଲା ବିକାଶମଞ୍ଚ ନର୍ଲା ନାମରେ ଅଣରାଜନୈତିକ ସଂଗଠନ ପଡ଼ି ରହିଥିବା କାର୍ଯ୍ୟ ହେବ ତ୍ୱରାନ୍ୱିତ

16-Aug-2025



(ଚିନ୍ତା ମଣି ନାଏକ)
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ନର୍ଲାରୋଡ ସ୍ଥିତ ହୋଟେଲ ଦିଶା ଠାରେ ଅଗଷ୍ଟ ୧୫ ତାରିଖ ଶୁକ୍ରବାର ୪ ଘଣ୍ଟା ସମୟରେ ପବିତ୍ର ଜନ୍ମାଷ୍ଟମୀ ତିଥିରେ ନର୍ଲା ସର୍ଗିଗୁଡ଼ା ମାଣ୍ଡେଲ୍ ଭଳି ତିନିଗୋଟି ଗ୍ରାମ ପଞ୍ଚାୟତ ର ଶତାଧିକ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ଏହି ବୈଠକ ରେ ନର୍ଲା ଅଞ୍ଚଳର ସର୍ବାଙ୍ଗୀନ ବିକାଶ ଦିଗରେ ନିର୍ବାଚିତ ଜନ ପ୍ରତିନିଧି ମାନଙ୍କ ଆନ୍ତରିକତା ଅଭାବ ଯୋଗୁଁ କୋଟି କୋଟି ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟ ତ୍ୱରାନ୍ୱିତ ହୋଇ ନ ପାରି ବର୍ଷ ବର୍ଷ ପଡି ରହିଥିବା ରୁ ବୈଠକ ରେ ଉଦବେଗ ପ୍ରକାଶ ପାଇଛି ବିଶେଷ କରି ଆଲୋଚନା ରେ କୃଷି ,ଜଳସେଚନ ସ୍ବାସ୍ଥ୍ୟ ସେବା ଗମନାଗମନ , ବୈଷୟିକ ଶିକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ଏବଂ ନର୍ଲା ଅଞ୍ଚଳର ସାମଗ୍ରିକ ବିକାଶ କୁ ତ୍ୱରାନ୍ୱିତ କରିବା ପାଇଁ ଏକ କମିଟି ଗଠନ ପାଇଁ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଦିଆଯାଇଥିଲା ଏବଂ ଏହି ସବୁ କାର୍ଯ୍ୟକୁ ଶୃଙ୍ଖଳିତ ଭାବରେ ପରିଚାଳନା ପାଇଁ ଏକ ଅଣ ରାଜନୈତିକ ବିକାଶ ମଞ୍ଚ ଗଠନ କରାଯାଇଅଛି,ଏହି ମଞ୍ଚରେ ସଭାପତି ଭାବରେ ଶ୍ରୀ ପ୍ରଦୀପ କୁମାର ନାଏକ , ଉପ ସଭାପତି ଜଗନ୍ନାଥ ସାହୁ , ବିମଳ ପ୍ରସାଦ କେଡିଆ ଓ ଦର୍ପଦଳନ ସେନାପତି ମନୋନୀତ ହୋଇଛନ୍ତି ଏବଂ ସାଧାରଣ ସମ୍ପାଦକ ଭାବରେ ଚିରଞ୍ଜିବୀ ଗୌଡିଆ ମନୋନୀତ ହୋଇଥିବା ବେଳେ ସହ ସମ୍ପାଦକ ଭାବରେ ଦିପୁ ପାତ୍ର ମନୋନୀତ ହୋଇଛନ୍ତି ସେହିଭଳି କୋଷାଧ୍ୟକ୍ଷ ପଦବୀ ରେ ଡୋଲେଶ୍ୱର୍ ସାହୁ ମନୋନୀତ ହୋଇଛନ୍ତି ଏହି ବିକାଶ ମଞ୍ଚ ନର୍ଲା ନାମରେ ନାମିତ କରାଯାଇଅଛି ଏହି ମଞ୍ଚ ଜରିଆରେ ନର୍ଲା ଅଞ୍ଚଳର ଅନେକ ଗୁଡ଼ିଏ ଜନହିତକର ଯୋଜନା ତ୍ୱରାନ୍ୱିତ ହୋଇପାରିବ ବୋଲି ବୁଦ୍ଧିଜୀବୀ ମହଲରେ ଆଶା ସଂଚାର ହୋଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026

You Might Also Like