-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ସ୍ଵତନ୍ତ୍ର ଶିକ୍ଷକ ଓ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ, ଯୋଗଦେଲେ ଜିଲ୍ଲା ଶିକ୍ଷା ଅଧିକାରୀ

16-Aug-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ ର ସମସ୍ତ ବିଦ୍ୟାଳୟ ରେ "ଆସ ସ୍କୁଲ ଯିବା" ଅଭିଯାନ ନେଇ ସ୍ୱତନ୍ତ୍ର ଶିକ୍ଷକ ଓ ଅଭିଭାବକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଅଛି । ବିଦ୍ୟାଳୟ ବାହାରେ ଥିବା ଓ ଆଦୌ ବିଦ୍ୟାଳୟ ରେ ନାମ ଲେଖାଇ ନଥିବା ୫ବର୍ଷ ରୁ ଉର୍ଦ୍ଧ ଓ ୧୮ବର୍ଷ ରୁ କମ ବୟସ ର ପ୍ରତ୍ୟେକ ପିଲାଙ୍କୁ ଏଵଂ ଡ୍ରପ ଆଉଟ୍ ଥିବା ପ୍ରତ୍ୟେକ ପିଲାଙ୍କୁ ମୂଖ୍ୟ ସ୍ରୋତରେ ସାମିଲ କରିବା ସହ ବୟସ ଅନୁସାରେ  ଉପଯୁକ୍ତ ଶ୍ରେଣୀରେ ନାମ ଲେଖାଇବା ସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ରେ ନାମ ଲେଖାଇବା , ଧନ୍ଦା ମୁଳକ ଶିକ୍ଷା ଅନୁଷ୍ଠାନ କିମ୍ବା ଶିଳ୍ପ ତାଲିମମାନଙ୍କ ରେ ନାମ ଲେଖାଇବା ଏହି କାର୍ଯ୍ଯକ୍ରମ ର ମୁଖ୍ୟ ଉଦ୍ଦେଶ୍ୟ । ଏହି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ପରିଦର୍ଶନ ରେ ଆସିଥିବା ଜିଲା ଶିକ୍ଷାଅଧିକାରୀ ଛତ୍ରପତି ସାହୁ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଘୋଡ଼ା ଖୁଣ୍ଟା ଓ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଚିକିଲି ରେ ଯୋଗ ଦେଇ ପିଲାଙ୍କୁ କିପାରି ଭାବାରେ ଶିକ୍ଷ୍ୟା ଦେଇ ଉଚ୍ଚ ଶିକ୍ଷିତ କରାଇବେ ସେ ନେଇ ଅଭିଭାବକ ମାନଙ୍କ ସହ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ବିଡିଓ ଶରତ ମାଝୀ , ଡାବୁଗାଁ ବ୍ଲକ ଗୋଷ୍ଠୀଶିକ୍ଷ୍ୟା ଅଧିକାରୀ ରଶ୍ମିତା ନେତାମ , ସହକାରୀ ଗୋଷ୍ଠୀ ଶିକ୍ଷ୍ୟା ଅଧିକାରୀ ଭଗବାନ ମାଝୀ , ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ , ସିଆରସିସି ପ୍ରସନ୍ନ କୁମାର ଦଣ୍ଡସେନା ଓ ହେମନ୍ତ କୁମାର ପଣ୍ଡା  ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ସମସ୍ତ ଅଧିକାରୀ ଶିକ୍ଷକ , ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ "ଆସ ସ୍କୁଲ ଯିବା" ଅଭିଯାନକୁ ସଫଳ କରିବା ପାଇଁ ଶପଥ ପାଠ କରିଥିଲେ । ଡାବୁଗାଁ ବ୍ଲକ ରେ ମୋଟ ୧୦୮୨ ଜଣ ଡ୍ରପଆଉଟ୍ ପିଲାଙ୍କ ମଧ୍ୟରୁ ଆଜି ପର୍ଯ୍ୟନ୍ତ ୩୫ଜଣ ପିଲା ବିଦ୍ୟାଳୟ ରେ ନାମ ଲେଖାଇ ସାରିଥିବା ଏହି କାର୍ଯ୍ୟକ୍ରମ ରେ ସୁଚନା ପ୍ରଦାନ କରାଯାଉଛି । ଆଗାମୀ ଦିନରେ ୪୦ଜଣ ପିଲାଙ୍କୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ରେ ନାମ ଲେଖାଇବା ପାଇଁ ଜିଲା ଶିକ୍ଷା ଅଧିକାରୀ ଙ୍କୁ ଅଭିଭାବକ ମାନେ ପ୍ରତିଶ୍ରୁତି କରିଥିଲେ । ଏହା ପରେ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଘୋଡ଼ାଖୁଣ୍ଟା  ଠାରେ ସମସ୍ତ ଅଧିକାରୀ ଓ ଅଭିଭାବକ ମାନେ ବୃକ୍ଷ ରୋପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like