-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ମାରୱାଡି ସେବା ସଦନରେ ଜାତୀୟ ପତାକା ଉତ୍ତୋଳନ କଲେ ନରସିଂହ

16-Aug-2025



ବଲାଙ୍ଗିର(ଦେବାଶିଷ ବହିଦାର): ଦେଶ ଆଜି ୭୯ତମ ସ୍ୱାଧିନତା ଦିବସ ପାଳନ କରୁଛି । ଆମେ ପ୍ରତ୍ୟେକେ ଆଜିର ଦିବସକୁ ଉତ୍ସାହ ସହିତ ପାଳନ କରୁଛୁଁ । ଦେଶ ଆଜି ଅନେକ କ୍ଷେତ୍ରରେ ପ୍ରଗତି କରିଛି । ଏ ବର୍ଷର ସ୍ୱାଧିନତା ଯୋଗୁଁ ଗଣତନ୍ତ୍ର ନିଶ୍ଚିତ ଭାବେ ଦେଶରେ  ସୁଦୃଢ ହେବା କଥା କିନ୍ତୁ ଦେଖାଯାଉଛି ଯେ ଧିରେ ଧିରେ ଦେଶରେ ଗଣତନ୍ତ୍ର ବୋଲି ଆଉ କିଛି ନାହିଁ । ସମ୍ବିଧାନ ପ୍ରଣେତାମାନେ ସମ୍ବିଧାନରେ ସମସ୍ତଙ୍କ ପାଇଁ ସମାନ ଅଧିକାର ରଖିଛନ୍ତି କିନ୍ତୁ ବର୍ତ୍ତମାନ ଦେଶ ଅର୍ଥନୀତି ଏପରି ଢଙ୍ଗରେ ଚାଲିଛି ଯେ ଧନୀକ ଶ୍ରେଣୀ ଧନୀ ହେବାରେ ଲାଗିଛନ୍ତି ଓ ଗରିବ ଗରିବି ଆଡକୁ ଗତି କରୁଛି l

ତେଣୁ ଆଜିର ଦିନରେ ସରକାର ଧନୀ ଗରିବଙ୍କ ମଧ୍ୟରେ ଥିବା ପାର୍ଥକ୍ୟକୁ କମ୍ କରିବା ଲକ୍ଷ୍ୟ କୁ ନେଇ କାମ କରିବା ଉଚିତ ବୋଲିି ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ସ୍ଥାନୀୟ ମାରୱାଡି ସେବା ସଦନରେ ସ୍ୱାଧୀନତା ଦିବସରେ ତ୍ରିରଙ୍ଗା ଉତ୍ତୋଳନ କରି ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିଥିଲେ । ସେ ଏହି ମର୍ମରେ ଆହୁରି କହିଥିଲେ ଯେ ଦେଶର ସିଂହଭାଗ ଅର୍ଥ କିଛି ମୁଷ୍ଟିମେୟ ଲୋକଙ୍କ ହାତରେ ରହିଯାଉଛି ଫଳରେ ସାଧାରଣ ଜନତା ଧିରେ ଧିରେ ଗରିବି ଆଡକୁ ଗତି କରୁଛନ୍ତି । ଏହାକୁ ନେଇ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ମଧ୍ୟ ଆଗାମୀ ଦିନରେ ଏକ ବଡ ଅଘଟନ ହୋଇପାରେ ବୋଲି ଆଶଙ୍କା ବ୍ୟକ୍ତ କରିଛନ୍ତି । ବର୍ତ୍ତମାନର ସରକାରମାନେ ବିଭିନ୍ନ ସମ୍ବିଧାନିକ ସ୍ୱୟଂ ଶାସିତ ସଂସ୍ଥାମାନଙ୍କ ଉପରେ ଅଙ୍କୁଶ ଲଗାଇବାରେ ଚେଷ୍ଟା କରୁଛନ୍ତି । ସେ ସଂସ୍ଥା ଗୁଡିକର ଅପବ୍ୟବହାର ଯୋଗୁଁ ଧିରେ ଧିରେ ଦେଶରେ ଗଣତନ୍ତ୍ର ଘୋର ଦୁର୍ବଳ ହେବାରେ ଲାଗିଛି । ଏପରି ଏକଛତ୍ରବାଦିତା ଭାରତ ଭଳିଆ ଏକ ବିରାଟ ଦେଶର ବିକାଶ ରେ ଘୋର ପ୍ରତିବନ୍ଧକ ସାଜିବ ଓ ଏଥି ପାଇଁ ସାଧାରଣ ଜନତା ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗିବେ ବୋଲି ଶ୍ରୀ ମିଶ୍ର କହିଥିଲେ । ସ୍ୱାଧିନତା ଦିବସ ଅବସରରେ ସମସ୍ତ ଙ୍କୁ ଅଭିନନ୍ଦନ ଜଣାଇବା ସହ ଆଜିର ଦିବସରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତା କୁ ସମସ୍ତେ ପ୍ରଚାର କରନ୍ତୁ ଓ ଦେଶରେ ଗଣତନ୍ତ୍ରକୁ ସୁଦୃଢ କରନ୍ତୁ ବୋଲି ସେ କହିଥିଲେ । ଏ ଅବସରରେ ମାରୱାଡି ସେବା ସଦନ ଠାରେ ମାରୱାଡି ସମାଜର ବରିଷ୍ଠ ନାଗରିକ, ଯୁବା ମଂଚର କର୍ମକର୍ତ୍ତା ଓ ନାରୀ ସମୃଦ୍ଧି ଶାଖାର ମହିଳାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like