-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବନ୍ଦ ହୋଇଯିବ ୧୧୩ ବର୍ଷର ଐତିହ୍ୟ ଦଳଗଞ୍ଜନ ପ୍ରେସ ? ସୁରକ୍ଷା ପାଇଁ ଐତିହ୍ୟ ସୁରକ୍ଷା କମିଟି ଆନ୍ଦୋଳନ ଚେତlବନୀ

16-Aug-2025



ବଲାଙ୍ଗିର(ପ୍ରେରଣା ଖବର): ବର୍ତ୍ତମାନ ରାଜ୍ୟ ସରକାର ଓଡିଶା ଅସ୍ମିତା ପାଇଁ ଗୁରୁତ୍ୱବହନ କରୁଥିବା ବେଳେ କିନ୍ତୁ ତତ୍‌କାଳିନ ପାଟଣା ଶାସନ ସମୟରେ ଗଢି ଉଠିଥିବା ଓ ପରବର୍ତ୍ତି ସମୟରେ ଓଡିଶା ଶାସନ ଅଧିନରେ ରହିଗଲା ସ୍ୱାଧିନତା ପୂର୍ବର ପ୍ରଥମ ଦଳଗଞ୍ଜନ ପ୍ରେସ । ଏ ନେଇ ନାନା ଆଶଂକାରେ ପ୍ରକାଶ ପାଇଛି ପ୍ରେସ ପ୍ରିଣ୍ଟିଂ ମେସିନ ଗତ ଏକ ବର୍ଷ ତଳେ କବାଡି ହାତରେ ଟେକି ଦେଇଥିବା ବେଳେ ଏବେ ରାଜ୍ୟ ସରକାର ସମ୍ପୁର୍ଣ୍ଣ ବନ୍ଦ କରିଦେବା ପାଇଁ ଏକ ଚିଠି ରାଜ୍ୟ ସରକାର ଗତ ୦୮.୦୮.୨୦୨୫ ଦିନ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ସଚିବ ପତ୍ର ସଂଖ୍ୟା ୩୨୯୯ ରେ ଲେଖାଯାଇଛି ଯେ ଛତ୍ରପୁର, କଳାହାଣ୍ଡି ଓ ବଲାଙ୍ଗିର, ଦେବଗଡ ପ୍ରେସ କୁ ସମ୍ପୁର୍ଣ୍ଣ ବନ୍ଦ କରିଦେବା ପାଇଁ ଚିଠିରେ ଉଲ୍ଲେଖ ଅଛି ଏବଂ କଟକ କୁ ସ୍ଥାନାନ୍ତରିତ କରିବା ପାଇଁ । ଏ ନେଇ ବଲାଙ୍ଗିର ସହରର ବୁଦ୍ଧିଜିବି ମହଳରେ ଅସନ୍ତୋଷ ପ୍ରକାଶ ପାଇଥିବାରୁ ଆଜି ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟି ଦଳଗଞ୍ଜନ ପ୍ରେସ କୁ ଯାଇ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ । ପ୍ରେସର ଇନ୍‌ଚାର୍ଜ ରଶ୍ମି ରଂଜନ ମହାନ୍ତି ଏବଂ ତାଙ୍କ କର୍ମଚାରୀ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ଆଜି ଦେବାଳୟ ସୁରକ୍ଷା ଓ ଐତିହ୍ୟ କମିଟି ଆଗାମୀ ୭ ଦିନ ମଧ୍ୟରେ ଗାନ୍ଧୀ ପ୍ରତିମୃର୍ତ୍ତିରେ ନିରବ

ପ୍ରତିବାଦ ଓ ଦସ୍ତଖତ ଅଭିଯାନ ଏବଂ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ସହ ଆଲୋଚନା କରିବେ ଏବଂ ଦାବି ଜଣାଇବେ ବୋଲି ନିଷ୍ପତ୍ତି ନିଆଯାଇଛି । ଏ ନେଇ ଗତ ୧୩ ତାରିଖ ଦିନ ନାଗରିକ କମିଟି ଏକ ଲିଖିତ ଭାବେ ମୁଖ୍ୟ ସଚିବଙ୍କୁ ଦାବି ଜଣାଇଥିଲେ । ଏହି ଆଲୋଚନା ରେ ଦେବାଳୟ ସୁରକ୍ଷା କମିଟି ସଭାପତି ଜୟକୃଷ୍ଣ ମିଶ୍ର, ପ୍ରଶାନ୍ତ ମହାକୁର, ବିଏଫ୍ ମଧୁସୁଦନ ନାଏକ, ସନ୍ତୋଷ କୁମାର ନନ୍ଦ, ଆଶିଷ କୁମାର ସମେତ ଅନ୍ୟକର୍ମଚାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like