-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

*ସୋନପୁର ଗଡଜାତ ପାଇଁ ବାହାରିଲା ନୂଆଖାଇ ଲଗ୍ନ* - *ଆସନ୍ତା ୨୮ ତାରିଖ ରେ ପାଳନ ହେବ ନୂଆଁଖାଇ ପର୍ବ*-

16-Aug-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ଗଡ଼ଜାତ ଓ ପଞ୍ଚରା ଅଞ୍ଚଳ ପାଇଁ ନୁଆଁଖାଇ ଲଗ୍ନ ସ୍ଥାନୀୟ ବଡ ଜଗନ୍ନାଥ ମନ୍ଦିର ପରିସରରେ ଥିବା ମୁକ୍ତିମଣ୍ଡପ ରେ ପଣ୍ଡିତ ମହାସଭା ବସି ଲଗ୍ନ ନିର୍ଘଣ୍ଟ ସ୍ଥିର କରାଯାଇଛି। ଏ ନେଇ ସୋନପୁର ମ୍ୟୁନିସିପାଲଟି ଦ୍ବାରା ଆହୂତ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷ ଅଗଷ୍ଟ ୨୮ ତାରିଖ ଗୁରୁବାର ପଞ୍ଚମୀ ଦିନ ଘ.୧୧.୦୯ ମି ରୁ ଘ.୧୧.୨୩ମି ମଧ୍ୟେ ବିଶୁଦ୍ଧ ତୂଳା ଲଗ୍ନ କୁମ୍ଭ ନବାଂଶ ଭୋଗ ସମୟରେ ନୂଆଁଖାଇ ଲଗ୍ନ ସ୍ଥିର ହୋଇଥିବା ବେଳେ ପ୍ରାତଃ ୧୦ ଘଣ୍ଟା  ରୁ ୧୦.୫୦ ମି ମଧ୍ୟେ ସମଲେଶ୍ଵରୀ ମନ୍ଦିର ରୁ ମା ସୁରେଶ୍ୱରୀଙ୍କ ପାଇଁ ପାହୁର ଯାତ୍ରା ବାହାରିବ ଓ ଅଷ୍ଟ ଚଣ୍ଡି, ଅଷ୍ଟ ଶମ୍ଭୁ ଓ ଅଷ୍ଟ ବିଷ୍ଣୁ ଙ୍କ ଠାରେ ନବାହ୍ନ ଲାଗି ହେଲା ପରେ ନିଜ ନିଜ ଇଷ୍ଟ ଦେବୀ ଓ ସାଧାରଣ ଜନତା ନବାହ୍ନ ଭକ୍ଷଣ କରିବେ। ବହୁ ପୂର୍ବରୁ ସୋନପୁର ଗଡ଼ଜାତ ରାଜ୍ୟର ନୁଆଖାଇ ପାଇଁ ଏହି ଲଗ୍ନ ପରମ୍ପରା ଚାଲିଆସି ଥିବା ବେଳେ ପ୍ରତିବର୍ଷ ସୋନପୁରର ବଡ ଜଗନ୍ନାଥ ମନ୍ଦିର ର ମୁକ୍ତି ମଣ୍ଡପରେ ବସି ପଣ୍ଡିତ ମାନେ ଲଗ୍ନ ନିର୍ଘଣ୍ଟ ସ୍ଥିର କରିଥାନ୍ତି । ସୋନପୁରର ଇଷ୍ଟଦେବୀ ମା ସୁରେଶ୍ୱରୀଙ୍କ ନାମ ଜ୍ୟୋତିଷି ଶାସ୍ତ୍ର ଅନୁସାରେ ତିଥି ଓ ଲଗ୍ନ ନିର୍ଘଣ୍ଟ  ଗଣନା କରାଯାଇ ଥାଏ ଚଳିତ ବର୍ଷ ଜ୍ୟୋତିର୍ବିଦ ପଣ୍ତିତ ରାଜେନ୍ଦ୍ର କୁମାର ମହାପାତ୍ର ଲଗ୍ନ ନିର୍ଘଣ୍ଟ କରିଥିଲେ।ଆଜିର ଏହି ଲଗ୍ନ ନିର୍ଘଣ୍ଟ ସଭାରେ ଜିଲ୍ଲାର ବହୁ ବିଶିଷ୍ଟ ପଣ୍ଡିତ ମାନଙ୍କ ସହ ଗୌରୀ ଶଙ୍କର ରଥ ଉପସ୍ଥିତ ଥିଲେ। ବୈଠକରେ ସୋନପୁର ପୌରାଧ୍ୟକ୍ଷା ତାମସୀ ତାମସ୍ମିତା ନାଏକ, ପୌର ପରିଷଦ ନିର୍ବାହୀ ଅଧିକାରୀ ଋଷି ମାଝି, ପୂର୍ବତନ ପୌରାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ସାହୁ, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ରାମ ଗୋପାଳ ପୂଜାରୀ, ମହେଶ ପୂଜାହାରୀ, ଅଚ୍ୟୁତ ପୂଜାରୀ, ଶଶାଙ୍କ ଶେଖର ସିଂଦେଓ, କାଉନସିଲର ରାଜୁ ପାତ୍ର, ତିୱାନୀ ଦାନୀ, ଅଚ୍ୟୁତ ପୂଜାରୀ, ଷଷ୍ଠୀ ବଡମାଳୀ, ଲଡ଼ୁ କିଶୋର ମଲ୍ଲିକ, ଶେଷଦେବ ମେହେର, ତ୍ରିଲୋଚନ ତରିଆ ପ୍ରମୁଖଙ୍କ ସମେତ ସହରର ବହୁ ଅନେକ ବିଦ୍ୱାନ ଓ ବୁଦ୍ଧିଜୀବି ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like