-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ରାଜ୍ୟ

ହାତରେ ଖଣ୍ଡା ଓ ରାଜଧାନୀରେ ଅରାଜକତା…ରେସଲର ଯୋଗେଶ୍ଵର ଦତ୍ତଙ୍କ ପ୍ରଶ୍ନ- କ’ଣ ବାସ୍ତବରେ ଏମାନେ କୃଷକ ?

26-Jan-2021



ନୂଆଦିଲ୍ଲୀ(ପ୍ରେରଣା ଖବର) ସାଧାରଣତନ୍ତ୍ର ଦିବସରେ କୃଷକ ଆନ୍ଦୋଳନ ସମୟରେ ହିଂସାକାଣ୍ଡର ଦୃଶ୍ୟ ପୂରା ଦେଶକୁ ବ୍ୟଥିତ କରିଛି। ଯେଉଁ ଲାଲକିଲ୍ଲା ପ୍ରାଚୀରରୁ ଦେଶର ଜାତୀୟ ପତାକା ଫର ଫର  ହୋଇ ଉଡେ, ସେଠାରେ ସାଧାରଣତନ୍ତ୍ର ଦିବସ ପରି ଦିନରେ କୃଷକ ନିଜର ପତାକା ଉଡାଇ ନାହାନ୍ତି ବରଂ ରାଜଧାନୀର ବିଭିନ୍ନ ଜାଗାରେ ଉତ୍ପାଦ ମଧ୍ୟ କରିଛନ୍ତି। ଏହି ଭୟାନକ ଦୃଶ୍ୟର କିଛି ଫଟୋ ମଲ୍ଲଯୋଦ୍ଧା ଯୋଗେଶ୍ଵର ଦତ୍ତ ନିଜର ଟ୍ଵିଟ୍‌ର ଆକାଉଣ୍ଟରେ ସେୟାର କରିଛନ୍ତି।ଅଲିମ୍ପିକ ପଦକ ଜିତି ଦେଶର ମାନ ସମ୍ମାନ ବଢାଇଥିବା ରେସଲର ଯୋଗେଶ୍ଵର ଦତ୍ତ ଉପଦ୍ରବୀଙ୍କ କୃଷକ ହେବା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ଟ୍ଵିଟ୍ କରିଛନ୍ତି ଯେ, ହାତରେ ଖଣ୍ଡା ଓ ରାଜଧାନୀରେ ଅରାଜକତା କରିବା କଣ ଏହାକୁ କୃଷକ ଆନ୍ଦୋଳନ କୁହାଯିବ ? କଣ କୃଷକ ପୁଲିସ ଉପରେ ଟ୍ରାକ୍ଟର ଚଢାଇ ପାରିବ ? କଣ କୃଷକ ହିଂସା କରି ପାରେ ? କଣ କୃଷକ ତ୍ରିରଙ୍ଗାର ଅପମାନ କରିପାରେ ? ଏବେ ଆପଣଙ୍କୁ ସ୍ଥିର କରିବାକୁ ପଡିବ ଯେ, ଏମାନେ କୃଷକ ନା ଦେଶ ବିରୋଧୀ ଶକ୍ତି।ଉଲ୍ଲେଖନୀୟ ରାଜଧାନୀରେ ପୁଲିସ ପ୍ରଦର୍ଶନକାରୀଙ୍କୁ ଘଉଡାଇବା ପାଇଁ ଲୁହ ବୁହା ଗ୍ୟାସ୍‌ ପ୍ରୟୋଗ କରିଥିଲେ। ଭିଡକୁ ନିୟନ୍ତ୍ରଣ କରିବା ସମୟରେ ପାଞ୍ଚ ଛଅ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଅନ୍ୟପଟେ ବିକ୍ଷୋଭକାରୀଙ୍କ ପକ୍ଷରୁ ପୁଲିସ ଉପରେ ଟ୍ରାକ୍ଟର ଚଢାଇବାକୁ ଉଦ୍ୟମ ହୋଇଛି। ସଂଘର୍ଷ ସମୟରେ ଦୁଇ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଅନେକ ପ୍ରଦର୍ଶନାକାରୀଙ୍କୁ ମଧ୍ୟ ଆଘାତ ଲାଗିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like