-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ସମିତି ବୈଠକ

16-Aug-2025



ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପୁଇଁନ୍ତଲା ବ୍ଲକର ପ୍ରାଥମିକ ଠାରୁ ଆରମ୍ଭ କରି ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ପ୍ରତ୍ୟେକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ୨୦୨୫-୨୬ ର ସ୍ଵତନ୍ତ୍ର ଅଭିଭାବକ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି ଯେଉଁଥିରେ କି ,”ଆସ ସ୍କୁଲ ଯିବା” ଅଭିଯାନ ସମ୍ପର୍କରେ ଆଲୋଚନା କରାଯାଇଛି । ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପଟେଲଙ୍କ ଆବାହକତ୍ୱରେ ବିଦ୍ୟାଳୟ ପରିଚାଳନା ସମିତି ସଭାପତି ନନ୍ଦଳାଲ ସେଠଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲ ଯୋଗଦେଇ, ରାଜ୍ୟରେ ଜନ୍ମରୁ ୧୮ ବର୍ଷ ବୟସର ପିଲାମାନଙ୍କୁ ଚିହ୍ନଟ କରିବା ଓ ବିଦ୍ୟାଳୟ ବାହାରେ ଥିବା ପିଲାମାନଙ୍କୁ ବିଦ୍ୟାଳୟର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଘରକୁ ଘର ବୁଲି ଶିକ୍ଷକ ମାନଙ୍କ ଦ୍ଵାରା ରାଜ୍ୟସରକାରଙ୍କ ତରଫରୁ ସର୍ବେକ୍ଷଣ ସମ୍ପାଦିତ ହୋଇଥିବା ଓ ଶିକ୍ଷାନୀତି ୨୦୨୦କୁ ଆଧାର କରି ରାଜ୍ୟ ସରକାର ସମସ୍ତ ପିଲାମାନଙ୍କୁ ବିଦ୍ୟାଳୟରେ ନାମ ଲେଖାଇ ବିକଶିତ ଓଡିଶା ଗଢିବାରେ ସଂକଳ୍ପ ନେଇଥିବା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଏହି କ୍ରମରେ ଶ୍ରୀ ପଟେଲ ଅଭିଭାବକମାନଙ୍କୁ ଅଧାରୁ ପାଠ ଛାଡୁଥିବା, ଆଦୌ ନାମ ଲେଖାଇନଥିବା, ବିଦ୍ୟାଳୟ ବାହାରେ ଥିବା ପିଲାମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଅଭିଯାନ, ଅଭିଭାବକମାନଙ୍କ ଠାରୁ ବିଦ୍ୟାଳୟ ଶିକ୍ଷାର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଗଠନମୂଳକ ପ୍ରସ୍ତାବ ଉପରେ ଆଲୋକପାତ କରିବା ସହ ଅଭିଭାବକମାନେ ନିୟମିତ ବ୍ୟବଧାନରେ ବିଦ୍ୟାଳୟ ପରିଦର୍ଶନରେ ଆସି ଶିଶୁର ଶୈକ୍ଷିକ ଅଗ୍ରଗତି ସଂପର୍କରେ ପଚାରି ବୁଝିବାକୁ ପରାମର୍ଶ ଦେଇଥିଲେ । ଅଭିଭାବକ, ଅଭିଭାବିକା, ଏସ୍‌ଏମ୍‌ସି ସଦସ୍ୟ-ସଦସ୍ୟା ଓ ଅଙ୍ଗନବ୍ୱାଡୀ କର୍ମୀ ମାନେ ମଧ୍ୟଯୋଗ ଦେଇ ବୈଠକରେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶିକ୍ଷୟିତ୍ରୀ ରଞ୍ଜିତା ଜେନା, କଳ୍ପନା ରାଣୀ ପଟେଲ, ଇତିଶ୍ରୀ ଦାଶ ସହଯୋଗ କରିଥିବା ବେଳେ ଶିକ୍ଷକ କାହ୍ନା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like