-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||     

HOME   ଜିଲ୍ଲା

ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ନିଷେଧ ଅଭିଯାନ

16-Aug-2025



ବୋଡ଼େନ )ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ବୋଡ଼େନ,ଖଇରା ଓ ନାଗପଡ଼ା ଠାରେ ଜିଲ୍ଲାପାଳଙ୍କ ଅଭିନବ ପ୍ରୟାସ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ନିଷେଧ ଅଭିଯାନ କାର୍ଯ୍ୟକ୍ରମରେ ବି ଡି ଓ ସୁଶାନ୍ତ କୁମାର ରଣା,ସରପଂଚ ରଶ୍ମିତା ସିହ୍ନା,ସରପଂଚ କୈଳାସ ଚନ୍ଦ୍ର ଦଳ,ସରପଂଚ ଗମ୍ଭୀର ତାଣ୍ଡି,ଡି ଆର୍ ସି ଏସ ଶିବ ପ୍ରସାଦ ସ୍ୱାଇଁ, ଜିଲ୍ଲା ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ହରେକୃଷ୍ଣ ଚାନ୍ଦ ହାଁସଦା,ହସ୍ତ ଶିଳ୍ପ ଉପ ନିର୍ଦ୍ଦେଶକ ପୁଷ୍ପ ରଞ୍ଜନ ସାହୁ,ଆର୍ ଏମ ସି ସେକ୍ରେଟାରୀ ଆର୍ଯ୍ୟ କୁମାର ମୁଦୁଲି,ବି ଆର୍ ସି ହେରାମ୍ୱ ବିଶ୍ଵାଳ,ଜି ପି ଡି ଓ ଭୀଷ୍ମ କୁମାର, ଏ ପି ଓ ରବି ନାରାୟଣ ରାଉତ,କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ସାହୁ,ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୁର୍ଯ୍ଯୁ ହଂସ ଓ କ୍ଷମାନିଧି ସୁନାନି,ଜି ଆର୍ ଏସ ଯୋଗେନ୍ଦ୍ର ମାଝୀ,ମାନିତା ଜଗତ ଓ ନବୀନ ଘିଭେଲା  ଯୋଗଦାନ କରିଥିଲେ ।ଉପରୋକ୍ତ ପଞ୍ଚାୟତ ମାନଙ୍କରେ ପ୍ଲାଷ୍ଟିକ ସଂଗ୍ରହ କରିବା ସହିତ ସଚେତନତା ସଭା  ଆୟୋଜିତ ହୋଇ ଜନସାଧାରଣଙ୍କୁ ପ୍ଲାଷ୍ଟିକର ଅପକାରିତା ବିଷୟରେ ଅବଗତ କରିବା ସହ ପରିବେଶ ପାଇଁ ଗଛର ଆବଶ୍ୟକତା ଉପରେ ଟିପ୍ପଣୀ ପ୍ରଦାନ କରି ସଚେତନ କରାଯାଇଥିଲା ।ଖଇରା ମଦ ଭାଟି ବ୍ରାଞ୍ଚ ମ୍ୟାନେଜରଙ୍କୁ ସାକ୍ଷାତ କରି ଖୋଲା ମଦ ଜରି ଗୁଡ଼ିକ ରାସ୍ତାର ଦୁଇ ପାର୍ଶ୍ଵରେ ପଡ଼ି ରହୁଥିବା ବିଷୟରେ ଅବଗତ କରାଇ ପରବର୍ତ୍ତୀ ସମୟରେ ଏହି ଭୁଲ ନ କରିବାକୁ ତଥା ଡଷ୍ଟ ବିନ ବ୍ୟବହାର କରିବାକୁ ଚେତାବନୀ ଦିଆଯାଇଛି ।ଖଇରା ହାଇସ୍କୁଲରେ ଛାତ୍ର ଛାତ୍ରୀଙ୍କୁ ଏକକ ବ୍ୟବହାର ପ୍ଲାଷ୍ଟିକ ବର୍ଜନ ପାଇଁ ସଚେତନ କରି ଶପଥ ପାଠ କରାଇଥିଲେ। ମିଶନ ଶକ୍ତିର ବିଭିନ୍ନ କ୍ୟାଡ଼ର,ୱାର୍ଡ ମେମ୍ବର,ଏସ ଏଚ୍ ଜି ମହିଳା, ଜନ ସାଧାରଣ ଏହି ଅଭିଯାନ କାର୍ଯ୍ୟକ୍ରମରେ ସାମିଲ ହୋଇ ପ୍ଲାଷ୍ଟିକ ସଂଗ୍ରହ କରିବା ଦେଖିବାକୁ ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026

You Might Also Like