-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଭିନ୍ନକ୍ଷମ ବିଦ୍ୟାଳୟରେ ଲିଖନ ପଠନ ସାମଗ୍ରୀ ବଣ୍ଟନ*

16-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଥାନୀୟ ଭିନ୍ନକ୍ଷମ ବିଦ୍ୟାଳୟ ଠାରେ ପଠନ ଲିଖନ ସାମଗ୍ରୀ ବଣ୍ଟନ କରାଯାଇଥିଲା l ପ୍ରଥମେ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନେ ସଙ୍ଗୀତ ପରିବେଷଣ ଦ୍ଵାରା ଅତିଥି ଓ ବରିଷ୍ଠ ନାଗରିକ ମାନଙ୍କୁ ସ୍ୱାଗତ କରିଥିଲେ l ସଂଘର ସଭାପତି ଡ଼ଃ ଜ୍ୟୋତି ରଞ୍ଜନ ବହିଦାର ଙ୍କ ସଭାପତିତ୍ବରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ସମ୍ପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ ସ୍ୱାଗତ ଭାଷଣ ଦେଇଥିବା ବେଳେ ସଂଘ ଉପଦେଷ୍ଟା ଗୋରେଖ ନାଥ ସାହୁ, ସନ୍ତୋଷ ପାଢ଼ୀ, ଇନ୍ଦୁମତି ପୁରୋହିତ, ବିଦ୍ୟାଳୟ ପ୍ରତିଷ୍ଠାତା ଉତ୍ତମ ଦେହୁରୀ ସଭାରେ ମଞ୍ଚାସୀନ ଥିଲେ l ସମସ୍ତ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ସାମଗ୍ରୀ ବଣ୍ଟନ ସହିତ ବିଭିନ୍ନ ସମସ୍ୟା ଉପରେ ପଚାରି ବୁଝିଥିଲେ l ଏହି ବିଦ୍ୟାଳୟ ରେ ପୁର୍ବରୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ପ୍ରାୟ ୧୨ ବର୍ଷ ହେଲା ବନ୍ଦ ହୋଇଯାଇଥିବା ବିଷୟ ଶୁଣି ନାଗରିକ ସଂଘ ଖୁବ୍ ଉଦବେଗ ପ୍ରକାଶ କରିଥିଲେ ଓ ରାଜ୍ୟରେ ଶିକ୍ଷା ବିଭାଗରେ ହେଉଥିବା କୋଟି କୋଟି ଟଙ୍କାର ମହା ଦୁର୍ନୀତି ସବୁକୁ ସରକାର ରୋକି ନ ପାରି ଏ ଜିଲ୍ଲା ର ନିରୀହ ଭିନ୍ନକ୍ଷମ ପିଲାଙ୍କ ପେଟରେ ଲାତ ମାରି ସ୍ୱଳ୍ପ ମାତ୍ର ଚାଉଳ ଟିକେ  ବଞ୍ଚାଇ ରାଜ୍ୟ ରାଜ କୋଷକୁ ସରକାର କେତେ ମଜଭୁତ କରି ପାରିଛି ସଂଘ ଏହାର ସୁଚନା ମାଗିବ ବୋଲି ପ୍ରକାଶ କରି ସମାଲୋଚନା କରିଛନ୍ତି l ଅନ୍ୟ ମାନଙ୍କ ମଧ୍ୟରେ ବ୍ରଜ ମୋହନ ଦାନୀ, ଶ୍ରୀବତ୍ସ ମଲ୍ଲିକ, ଦେବ କିଶୋର ଦାନୀ, ଆର୍ତ୍ତତ୍ରାଣ ବାବୁ, ହରିହର ଶତପଥି, ଦିଲ୍ଲୀପ ରଥ , ଦୟାନିଧି ସେଠି, ଧୁବେଇ ଦାଶ, ପୂର୍ଣ୍ଣ ଚନ୍ଦ୍ର ଦାଶ, ରାଧାକୃଷ୍ଣ ଅଗ୍ରୱାଲ, ରଘୁମଣି ଦେହୁରୀ, ଯଜ୍ଞେଶ୍ଵର ପୁଜାରୀ ପ୍ରମୁଖ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l *ଅନ୍ଧ କଲ ହେ ପ୍ରଭୂ* ଭଜନ ସଙ୍ଗୀତ ପରିବେଷଣ ମାଧ୍ୟମରେ ପ୍ରଦୀପ ପୁରୋହିତ ଧନ୍ୟବାଦ୍ ଅର୍ପଣ କରିଥିଲା ବେଳେ ତାହା ଉପସ୍ଥିତ ସମସ୍ତଙ୍କୁ ଭାବ ବିହ୍ବଳ କରିଦେଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like