-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

*ସୋନପୁର କଲେଜ ଆଲୁମିନୀ ଏସୋସିଏସନ ପକ୍ଷରୁ ଉଚ୍ଚ ଶିକ୍ଷାମନ୍ତ୍ରୀ ଙ୍କୁ ଦାବୀପତ୍ର ପ୍ରଦାନ*

16-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାକୁ ସ୍ଵାଧୀନତା ଦିବସ  ଅବସରରେ ଗସ୍ତ କରିଥିବା ଉଚ୍ଚ ଶିକ୍ଷାମନ୍ତ୍ରୀ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଙ୍କୁ ସୋନପୁର ମହାବିଦ୍ୟାଳୟ ଆଲୁମିନୀ ଆସୋସିଏସନ ପକ୍ଷରୁ ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ତଥା ସରକାରୀ ମାନ୍ୟତା ପ୍ରଦାନ ଦାବିରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ବିଭିନ୍ନ ସମସ୍ୟା ବିଷୟରେ ଅବଗତ ପରେ ମନ୍ତ୍ରୀ ତୁରନ୍ତ ପ୍ରଥମେ ପିଜି ପାଠ୍ୟକ୍ରମ ଖୋଲିବା, ଗାର୍ଲ୍ସ ହଷ୍ଟେଲ ଓ  ଅଡିଟରିୟମ୍ ପାଇଁ ଆର୍ଥିକ ଅନୁଦାନ ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେବା ସହ ସୋନପୁର କଲେଜ ସରକାରୀ ମାନ୍ୟତା ସରକାର ଙ୍କ ବିଚାରଧୀନ ଅଛି ଏବଂ ରାଜ୍ୟରେ ଆଉ କିଛି କଲେଜ ସହ ସୋନପୁର କଲେଜ ମଧ୍ଯ ସରକାରୀ ମାନ୍ୟତା କରାଯିବା ନେଇ ସୂଚନା ଦେଇଥିଲେ। ଏବଂ ଏ ନେଇ ମନ୍ତ୍ରୀ ସେପ୍ଟେମ୍ୱର ଶେଷ ବେଳକୁ ଆଲୁମିନୀ ସଂଘ କୁ ଭୁବନେଶ୍ୱର ଠାରେ କଲେଜର ସମସ୍ତ ତଥ୍ୟ ସହ ସାକ୍ଷାତ କରିବା ପାଇଁ ନିମନ୍ତ୍ରିତ କରିଛନ୍ତି । ଦାବୀପତ୍ର ପ୍ରଦାନ ତଥା ସାକ୍ଷାତ ଆଲୋଚନା ସମୟରେ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ଆସୋସିଏସନ ର ଉପ-ସଭାପତି ଗତିକୃଷ୍ଣ ମିଶ୍ର ଙ୍କ ନେତୃତ୍ୱରେ ସଂପାଦକ ଭାରତ ଭୁଷଣ ଦାଶ, କୋଷାଧ୍ୟକ୍ଷ ବିଶ୍ଵ ରଞ୍ଜନ ପୂଝାରୀ, ସଂଯୋଜକ ସୁଦାମ ମିଶ୍ର, ଆଶିଷ ଅଗ୍ରୱାଲ, ଯୁଗ୍ମ ସମ୍ପାଦକ ସରୋଜ ପ୍ରଧାନ, ଶ୍ରୀଧର ବାଗ, ସୁଧୀର କୁମାର ପଣ୍ଡା, ନିଶାନ୍ତ ମହାନ୍ତି, ମିଡିଆ ସେଲର ରାଜ କିଶୋର ତ୍ରିପାଠୀ, ରାମ ଶଙ୍କର ଭୋଇ, ଶାଶ୍ୱତ ମିଶ୍ର, ଜ୍ୟୋତିର୍ମୟ ମିଶ୍ର ପ୍ରମୁଖ ଏକ ପ୍ରତିନିଧି ଦଳ ଉପସ୍ଥିତ ଥିଲେ । ପ୍ରକାଶ ଯୋଗ୍ୟ ଯେ ସୋନପୁର ମହାବିଦ୍ୟାଳୟ ୧୯୬୪ ମସିହାରୁ ସ୍ଥାପିତ ହୋଇଥିଲେ ସୁଦ୍ଧା ଅଦ୍ୟାବଧି ସରକାରୀ ମାନ୍ୟତା ପାଇ ପାରିନାହିଁ । ଜିଲ୍ଲାର ସର୍ବପୁରାତନ ସୋନପୁର ମହାବିଦ୍ୟାଳୟ ରାଜ୍ୟ ସରକାରଙ୍କ ଦୃଷ୍ଟି ଆଢୁଆଳରେ ରହିଯାଇଛି । ବର୍ତ୍ତମାନ ମହା ବିଦ୍ୟାଳୟରେ ଯୁକ୍ତ ୨ ଓ ଯୁକ୍ତ ୩ ପର୍ଯ୍ୟନ୍ତ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ମୋଟ ୨୩୦୦ ଜଣ ଛାତ୍ରୀ/ ଛାତ୍ର ଅଧ୍ୟୟନରତ ଅଛନ୍ତି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like