-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ରାଜ୍ୟ

ବିଶିଷ୍ଠ ଶିକ୍ଷାବିତ, ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ଼ଃ ଗୋକୁଳାନନ୍ଦ ଦାସଙ୍କ ବିୟୋଗ

17-Aug-2025



ବରୀ(ରଞ୍ଜିତ ମହାନ୍ତି):  ରାଜ୍ୟର ଅନ୍ୟତମ ବିଶିଷ୍ଠ ଶିକ୍ଷାବିତ, ଉତ୍କଳ ବିଶ୍ଵବିଦ୍ୟାଳୟର ପ୍ରାକ୍ତନ କୁଳପତି ପ୍ରଫେସର ଡ଼ଃ ଗୋକୁଳାନନ୍ଦ ଦାସଙ୍କର ଆଜି ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଆଜି ସେ ତାଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ହୃଦଘାତ କାରଣରୁ ତାଙ୍କ ଦେହାନ୍ତ ହୋଇଥିବା ପରିବାର ସୂତ୍ରରୁ ପ୍ରକାଶ । ଯାଜପୁର ଜିଲ୍ଲା ବରୀ ବ୍ଲକ ନେଉଳା ଗ୍ରାମରେ ସେ ଜନ୍ମ ଗ୍ରହଣ କରିଥିଲେ । ପିଲାବେଳୁ ଜଣେ ମେଧାବୀ ଛାତ୍ର ଭାବେ ତାଙ୍କ ପରିଚୟ ସୃଷ୍ଟି କରିଥିଲେ । ଜଣେ ବିଶିଷ୍ଠ ଗଣିତଜ୍ଞ ଭାବେ ସାରା ଦେଶରେ ତାଙ୍କ ଭିନ୍ନ ପରିଚୟ ଥିଲା । ତାଙ୍କ ଦେହାନ୍ତରେ ସାରା ରାଜ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି । ବିଶେଷ କରି ତାଙ୍କ ଜନ୍ମସ୍ଥାନ ବରୀ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ତାଙ୍କ ଦେହାନ୍ତରେ ପୂର୍ବତନ ଅର୍ଥମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ, ପୂର୍ବତନ ମନ୍ତ୍ରୀ ଅମର ପ୍ରସାଦ ଶତପଥୀ, ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ, ବରୀ ବିଜେପି ନେତା ଉମେଶ ଜେନା, ଅବସରପ୍ରାପ୍ତ ନୌସେନା ଅଧିକାରୀ ଡ଼ଃ ବିନୟ ଭାନୁ ଦାସ, ଲାଲ ବିହାରୀ ମହାନ୍ତି, ଡାକ୍ତର ରାଜକିଶୋର ପଣ୍ଡା, ଡାକ୍ତର କିଶୋର ଚନ୍ଦ୍ର ବେହେରା, ବିନୋଜ ଜେନା, ବିଜେପି ଜିଲ୍ଲା ସମ୍ପାଦକ ସୁରଜ ଲାଲ ସାମଲ, ବିଶିଷ୍ଠ ଶିଳ୍ପୀ ଅକ୍ଷୟ କୁମାର ବେଉରିଆ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସୁଲଭ ବେଉରିଆ, ସାମ୍ବାଦିକ ଆଦିତ୍ୟ ମେକାପ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like