-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଗୋଷ୍ଠୀସ୍ଵାସ୍ଥ୍ୟ କେନ୍ଦ୍ରରେ ଡାକ୍ତରଙ୍କୁ ଚାପୁଡ଼ା ମାରି ଯୁବକ ଫେରାର*

17-Aug-2025



ନବରଙ୍ଗପୁର:-( ମିହିର ଶଙ୍କର ପାତ୍ର,)
ଡାବୁଗାଁ ଗୋଷ୍ଠୀସ୍ଵାସ୍ଥ୍ୟ କେନ୍ଦ୍ରରେ ଡାକ୍ତରଙ୍କୁ ଚାପୁଡ଼ା ମାରି ଯୁବକ ଫେରାର। ସୂଚନା ପ୍ରକାରେ ଡାବୁଗାଁ ସ୍ଵାସ୍ଥ୍ୟ କେନ୍ଦ୍ରକୁ ଆସିଥିଲା ଏକ ଆହତ ଯୁବକ, ତାକୁ ସ୍ଵାସ୍ଥ୍ୟ କେନ୍ଦ୍ର ତରଫରୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆ ଯାଉଥିବା ବେଳେ, ମୋର ଆଗ ସ୍ୱାସ୍ଥ୍ୟ ସେବା କରାଅ ବୋଲି କହି ଗଣ୍ଡଗୋଳ କରି ପରିବେଶରେ ଅଶ୍ଲୀଳ ଭାଷାରେ ଗାଳି ଗୁଳଜ କରୁଥିବା ଶୁଣି ସମ୍ପୃକ୍ତ ସ୍ଵାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡାଃ ଶୁଭାଶିଶ ସାହୁ ଘଟଣା ସ୍ଥଳରେ ପହଂଚି ଗଣ୍ଡଗୋଳ ନ କରିବା ପାଇଁ କହିବାରୁ ଆହତ ଜଣକ ଅଧା ଚିକିତ୍ସା ଅବସ୍ତାରେ ଥିବା ସତ୍ତ୍ଵେ ହଠାତ୍ ଡ଼ାକ୍ତର ଙ୍କ ଗାଲକୁ ଶକ୍ତ ଚାପୁଡ଼ା ମାରି ସେଠାରୁ ପଳାଇ ଯାଇଥିଲା l ହେଲେ ଦେହର ଉପର ସ୍ପୋର୍ଟିଂ  ବସ୍ତ୍ର ଛାଡି ଦେଇ ଚାଲି ଯାଇଥିଲା l ଉକ୍ତ ସ୍ପୋର୍ଟିଂ ରେ ଆହତ ଯୁବକ ଜଣକ ବରଦେଇ ଲେଖା ଥିବାରୁ ସେହି ଗ୍ରାମର ଯୁବକ ବୋଲି ସନ୍ଦେହ କରାଯାଉଛି l ତେବେ ଖବର ପାଇ ଡାବୁଗାଁ ପୋଲିସ ପହଂଚି ତଦନ୍ତ ଆରମ୍ଭ କରି ସେହି ଗ୍ରାମକୁ ଯାଇଥିଲେ l ସେହି ଆହତ ଯୁବକ ଘରେ ନ ଥିଲା lଏପରି ଅଘଟଣ ଘଟାଇଥିବା ଉଦ୍ଧତ ଯୁବକ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ପାଇଁ ବୁଦ୍ଧିଜିବୀ, ଜନସାଧାରଣ ଓ ଗଣ ମାଧ୍ୟମ ପ୍ରତିନିଧି ମାନେ ଦୃଢ ଦାବୀ କରିଛନ୍ତି l ପ୍ରକାଶ ଥାଉକି ନାମ ରେଜିଷ୍ଟରରେ ପଞ୍ଜୀକୃତ ନ ହୋଇ ପ୍ରଥମେ ରୋଗୀ ଚିକିତ୍ସା ଆରମ୍ଭ ହୋଇଥିଲା l ମୁଣ୍ଡ ଫାଟି ଯାଇଥିବା ଯୋଗୁଁ ସିଲେଇ ହୋଇଥିଲା, ଇଞେକସନ୍ ଲୋଡ କରୁଥିବା ବେଳେ ଏଭଳି ଅଘଟଣ ଘଟାଇଛି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like