-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ମଦ ପାଇଁ ପତ୍ନୀ ପିଟିପିଟି ହତ୍ୟା କଲା ନିଷ୍ଠୁର ସ୍ୱାମୀ

17-Aug-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା)ମଦ ପାଇଁ ପତ୍ନୀ ପିଟିପିଟି ହତ୍ୟା କଲା ନିଷ୍ଠୁର ସ୍ୱାମୀ l ମୃତ ପତ୍ନୀ ଜଣଙ୍କ ହେଲେ ପ୍ରଭାତୀ କୁଞ୍ଜ (୩୮) । ଗ୍ରାମବାସୀ ପକ୍ଷରୁ ଅଭିଯୋଗ ପରେ ଏମଭି-୭୯ ଥାନା ପୋଲିସ ଘଟଣା ସ୍ଥଳେ ପହଞ୍ଚି ଶବ ଜବଦ କରି ଵେବଛେଦ କରିବା ସହ ହତ୍ୟାକାରୀ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି l ଘଟଣାଟି ଘଟିଛି ଗତକାଲି ଅପରାହ୍ନ ୫ଟା ସମୟରେ, ଗ୍ରାମବାସୀଙ୍କ ସୂଚନା ଅନୁଯାଇ, ଭାରତୀ କୁଞ୍ଜଙ୍କ ସ୍ୱାମୀ ଭିମା କୁଞ୍ଜ ସବୁଦିନ ମଦ ପିଇ ପି ବୁଲୁଥିବ କିନ୍ତୁ ଜମିବାଡ଼ି କଥା କିଛି ବି ଚିନ୍ତା ନ କରି ନିଶାଗ୍ରସ୍ତ ହୋଇ ପତ୍ନୀଙ୍କୁ ମାରପିଟି କରୁ ଥିଲା, ପତ୍ନୀ ପ୍ରଭାତୀ ନିଜ ଜମି ଚାଷ କରିବା ପାଇଁ ଲୋକ ମାନଙ୍କୁ ଠିକ କରି ସେମାନଙ୍କୁ ବେଟି ପାଇଁ ଘରେ ମଦ ରାନ୍ଧି ଥିଲେ ସେହି ମଦ କୁ ଦିନ ସାରା ପିଉ ଥିଲେ ସ୍ୱାମୀ ଭିମା ଏହାକୁ ଦୃଷ୍ଟି ରେ ରଖି ପ୍ରଭାତୀ ମଦ ଲୁଚାଇ ରଖିଥିଲା, ଗତ କାଲି ପ୍ରଭାତୀ ତଳି ଉଠାଇବାକୁ ଯାଉଥିଲା ବେଳେ ତାକୁ ମଦ ଦେବାକୁ ମାଗିଥିଲା ସ୍ୱାମୀ ସେ ମନା କରିବାରୁ ତାକୁ ଏକ କୋଦାଳ ବେଣ୍ଟ ରେ ପିଟି

ପିଟି ଘରକୁ ଆଣି ଥିଲା, ଏପରି ପିଟୁଥିବା ଦେଖି ଗ୍ରାମର ଦୁଇ ଝିଅ ବିରୋଧ କରିଥିଲେ, ତାଙ୍କୁ ମାରିବାକୁ ଗୋଡ଼ାଇ ଥିଲେ, ପରେ ଘରେ ପୁରାଇ ନିସ୍ତୁକ ପିଟି ଥିଲେ, ଏହା ସହ ଏଜ କାଠ ପତ୍ନୀ ଙ୍କ ଯୋନି ମଧ୍ୟରେ ପୁରାଇ ଦେଇ ଥିଲେ, ଏଥିରେ ପତ୍ନୀ ପ୍ରଭାତୀ ଙ୍କ ମୃତ୍ୟୁ ଘଟିଥିଲା, ଏହା ଗ୍ରାମ ବାସୀ ଦେଖି ତାକୁ ଧରିବାକୁ ଚେଷ୍ଠା କରିଥିଲେ ସେମାନଙ୍କୁ ହାଣିବାକୁ ଏକ କାତିଧରି ଗୋଡ଼ାଇ ଥିଲେ, ଏହା ସହ କହୁଥିଲେ ଯେ ସାକ୍ଷୀ ଦେବ ତାକୁ ଏହି ପରି ହତ୍ୟା କରିବି, ଯୌଶଳ କ୍ରମେ ଭିମା କୁ ଆୟତ୍ତ କରି ପୋଲିସ କୁ ହସ୍ତାନ୍ତର କରିଥିଲେ, ଥାନାରେ ଯାଇ ଅନେକ ଉତ୍ପାତ କରୁଥିବା ଜଣା ଯାଇଛି, ଏପରି ହତ୍ୟା କାରି କୁ ପୋଲିସ ପକ୍ଷରୁ ଦୃଡ ଭାବରେ କାର୍ଯ୍ୟାନୁଷ୍ଠାନ ନେବାକୁ ଗ୍ରାମ ବାସୀ ମାନେ କହିଛନ୍ତି l ତାଙ୍କର ଦୁଇ ପୁଅ ଏକ ଝିଅ ଥିବା ଜଣା ଯାଇଛି l ଏହି ଘଟଣାଟି ଘଟିଛି ଏମଭି ୭୯ ଥାନା ଭୁବନ ପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ଗିନି ପାଲ୍ଲୀ ଗ୍ରାମରେ, ପ୍ରଭାତୀ ଙ୍କ ମୃତ୍ୟୁ ରେ ପୁଅ ଝିଅ ମାନେ ସମ୍ପୂର୍ଣ ଭାଙ୍ଗି ପଡିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like