-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||     

HOME   ଜିଲ୍ଲା

ଶାନ୍ତିର ବାର୍ତ୍ତା ନେଇ ପୂଜା ପାଇବେ ‘ଶ୍ରୀ ଗଜାନନ’

17-Aug-2025



ଭୁବନେଶ୍ବର (ପ୍ରେରଣା ଖବର): ରାଜଧାନୀର ନୂଆପଲ୍ଳୀ ନୂଆସାହି ଶ୍ରୀ ଶ୍ରୀ ଆଖଣ୍ଡଳମଣୀ ସେବା ସଂସଦ ୪୦ ତମ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ ରାଜ୍ୟକୁ ଶାନ୍ତିର ବାର୍ତ୍ତା ଦେଇ ଓଡିଶାର ସର୍ବବୃହତ୍ତମ ଶ୍ରୀ ଗଜାନନ ମୂର୍ତ୍ତି ଚଳିତ ବର୍ଷ ଶ୍ରୀ ଗଣେଷ ଚତୁର୍ଥୀ ଅବସରରେ ପୂଜା ପାଇବେ ବୋଲି ସଂସଦ ପକ୍ଷରୁ କୁହାଯାଇଛି। ଅନୁଷ୍ଠାନର ସଂଯୋଜକ ମିଲନ କୁମାର ପାଇକରାୟଙ୍କ ଅଧ୍ୟକ୍ଷତାରେ ସହ ସଂଯୋଜକ ଦେବବ୍ରତ ମହାନ୍ତି କହିଥିଲେ ଯେ, ଓଡିଶାରେ ସାମାଜିକ ଚଳଣୀ, ସଂସ୍କୃତି ଓ ଭାଇଚାରାକୁ ନେଇ ଶ୍ରୀ ଶ୍ରୀଆଖଣ୍ଡଳମଣୀ ସେବା ସଂସଦ ତାର କାର୍ଯ୍ୟକ୍ରମ ଜାରୀ ରଖିଛି। ତେବେ ଆସନ୍ତା ବିଘ୍ନରାଜ ପୂଜା କେବଳ ପୂଜାରେ ସୀମିତ ନ ରହି ଏହି ଅବସରରେ ବୃକ୍ଷରୋପଣ, ରକ୍ତଦାନ ଶିବିର ଅସହାୟଙ୍କୁ ରିଲିଫ୍ ବଣ୍ଟନ ଏବଂ ଗତ ମହାମାରୀ ସମୟରେ ସଂଗଠନର ସଦସ୍ୟମାନେ ନିସ୍ୱାର୍ଥପର ଭାବେ ପୀଡିତାଙ୍କ ସୁଖ ଦୁଃଖରେ ସାମିଲ କଲେ ତାହା ପ୍ରଶଂସନୀୟ। ୍ରଅନୁଷ୍ଠାନର ସଭାପତି ଶ୍ରୀ ହିଂମାଶୁ ପ୍ରଧାନ, ଓ ଉପସଭାପତି ପ୍ରଭାତ ପ୍ରଧାନ ନୂଆସାହିର ‘ ଶ୍ରୀ ଗଣେଷ ମହୋତ୍ସବ’ ଗତ ୨୦୧୯ ମସିହାରୁ ଆରମ୍ଭ ହୋଇ କିପରି ଓଡିଶାର ସର୍ବବୃହତ୍ତମ ଶ୍ରୀ ଗଜାନନ ଭାବେ ପୂଜା ପାଇବା ଅଭୂଲା ଇତିହାସ ରଚିିଛି। ଚଳିତ ବର୍ଷ ମଧ୍ୟ ସମାଜକୁ ଶାନ୍ତିର ବାର୍ତ୍ତା ଦେବା ପାଇଁ ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଅବିକଳ ଢାଞ୍ଚାରେ ଗଜାନନଙ୍କ ପ୍ରତିମା ଭକ୍ତଙ୍କ ମନରେ ଦେଶପ୍ରେମ, ଭାଇଚାରା ଓ ସନାତନ ଧାର୍ମିକ ପ୍ରଭାବ ଅଧିକ ରୁଦ୍ଧିମନ୍ତ ହେବ। ସାଂଗଠନିକ ସମ୍ପାଦକ ସାଗର ବଳବନ୍ତରାୟ ଏହି ଉତ୍ସବ ୭ଦିନ ଧରି ଚାଲିବା ସହ ମୀନା ବଜାର, ସୁନାମଧନ କଣ୍ଠଶିଳ୍ପୀଙ୍କ ଦ୍ୱାରା ସଂଗୀତ ପରିବେଷଣ, ପ୍ରସାଦ ସେବନ ବ୍ୟବସ୍ଥା, ବିଭିନ୍ନ ପାରମ୍ପାରିକ ବାଦ୍ୟ ଓ ଆଧୁନିକ ରୋଷଣୀରେ ଭସାଣୀ ଉତ୍ସବ ସମାପନ ହେବ। ଉପସଭାପତି ସୁମନ୍ତ ସାମନ୍ତରାୟ, କାର୍ଯ୍ୟକାରୀ ସଭାପତି ପ୍ରଶାନ୍ତ ବଡଜେନା ଓ ଯୁବ ସଦସ୍ୟ ଉମାଶଙ୍କର ଶତପଥୀ ପ୍ରମୁଖ ପୂଜାର ବଜେଟ୍ ପ୍ରାୟ ୩୦ ଲକ୍ଷ ଟଙ୍କା ଥିବା ସହ ଆକର୍ଷଣୀୟ ତୋରଣ ସମେତ ଚତୁଃପାଶ୍ୱର୍ ଆଲୋକମାଳାରେ ସୁଶୋଜ୍ଜିତ କରାଯିବ। ଭାଇଚାରା ଓ ବିଶ୍ୱ କୁ ଶାନ୍ତି ଦେବା ଉଦ୍ଦେଶ୍ୟ ସହ ଭିଡରେ ମହିଳାଙ୍କ ସୁରକ୍ଷା ପାଇଁ ଜୀବନ ଜ୍ୟୋତି ଟିମ୍ ର ସହାୟତା ନିଆଯିବ। ଏହାର ସଫଳତା ନେଇ ସେମାନେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026

You Might Also Like