-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ବିଶେଷ

ବଲାଙ୍ଗୀରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ, ମନ୍ତ୍ରୀଙ୍କ ଭାଷଣ ବେଳେ ସରକାରୀ ମାଇକ୍ ଫେଲ୍ 

26-Jan-2021



ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର)-ଆଜି ବଲାଙ୍ଗୀର ମନୋହରପୁର ପଡିଆ ଠାରେ ମହାସମାରୋହରେ ତଥା କୋଭିଡ କଟକଣାକୁ ପାଳନ କରି ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଯୋଗ ଦେଇ ବିଜେଡି ସରକାର ରାଜ୍ୟରେ ଶିକ୍ଷାର ଗୁଣାତ୍ମକ ଶିକ୍ଷାର ବିକାଶ ଦିଗରେ ନେଇଥିବା ପଦକ୍ଷେପ ସଂପର୍କରେ ଭାଷଣ ଦେଇଥିଲେ । ତେବେ ଭାଷଣ ଚାଲିଥିବା ସମୟରେ ବିଦ୍ୟୁତ ସରୋବରାହ ବନ୍ଦ ହେବା ଫଳରେ ହଠାତ୍ ସରକାରୀ ମାଇକ୍ ଅଚଳ ହୋଇପଡିଥିଲା । ବହୁ କଷ୍ଟରେ ମନ୍ତ୍ରୀ ମହୋଦୟ ସମାବେତ ଜନତା, କୋଭିଡ ଯୋଦ୍ଧା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ବିନା ମାଇକ୍‌ରେ ଉଦ୍‌ବୋଧନ ଦେଇ ଜେଣତେଣ ପ୍ରକାରେଣ ଭାଷଣ ସମାପ୍ତ କରିଥିଲା । ତେବେ ବଡ କଥା ହେଲା ସାଉଣ୍ଡ ସିଷ୍ଟମର ସୁବନ୍ଦୋବସ୍ତ କରିବା ହେଉଛି ଜିଲ୍ଲା ସୂଚନା ଓ ଲୋକ ସଂପକ ବିଭାଗରର ଦାୟିତ୍ୱା । ତବେ ଶାସକ ଦଳର ଜଣେ ମନ୍ତ୍ରୀଙ୍କ ଉପସ୍ଥିତିରେ ଏପରି ଅବ୍ୟବସ୍ଥାକୁ ଆଜି ସମସ୍ତେ ଦେଖି ହତବାକ୍ ହୋଇଯାଇଥିଲେ । ସାଉଣ୍ଡ ସିଷ୍ଟମ ସହ ଜରୁରୀ ପରିସ୍ଥିତ ପାଇଁ ବେଟେରୀ କିମ୍ବା ଜେନେରରେଟର ର ବ୍ୟବସ୍ଥା କରିବା କଥା । ଏଠାରେ ବେଟେରି କିମ୍ବା ଜେନେରେଟର କୌଣସି ବ୍ୟବସ୍ଥା ନଥିଲା, ଯାହା ପାଇଁ ମନ୍ତ୍ରୀ ତଥା ଉପସ୍ଥିତ ଜିଲ୍ଲାପାଳ, ଏସ୍‌ପି ଓ ଅନ୍ୟ ଅଧିକାରୀ ମାନଙ୍କୁ ଅପଦସ୍ଥ ହେବାକୁ ପଡିଥିଲା । ଏପରି ଦାୟିତ୍ୱହୀନତା ପଛରେ ଯାହାର ହାତ ଥାଉନା କାହିଁକି, ସେମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରିବା ଉଚିତ ବୋଲି ଜନମତ ପ୍ରକାଶ ପାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like