-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

*ଶ୍ରୀ ଗୋପାଳ ଜି ଯୋଗାଳୟ ଠାରେ ଗଙ୍ଗାଧର ଜୟନ୍ତୀ ପାଳିତ*

17-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଆନୁକୁଲ୍ୟରେ ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ତଡ଼ିତ୍ ମନ୍ତ୍ର ଶ୍ଵାସ ଯୋଗାଳୟ ରେ ଆମ ଓଡ଼ିଶାର ଗର୍ବ ଗୌରବ ସ୍ଵଭାବ କବି  ଗଙ୍ଗାଧର ମେହେର  ଙ୍କର ୧୬୪ ତମ ଜୟନ୍ତୀ ଭାବ ଭକ୍ତିର ସହିତ ପାଳନ କରାଯାଇଅଛି। ବରିଷ୍ଠ ନାଗରିକ ସଂଘର ସଭାପତି ଡ଼ଃ ଜ୍ୟୋତି ରଞ୍ଜନ ବହିଦାର ଙ୍କର ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ସୁବର୍ଣ୍ଣପୁର ପୋଲିସ୍ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ, ମୁଖ୍ୟବକ୍ତା ବିଶିଷ୍ଟ ସାହିତ୍ୟିକ ପ୍ରାଧ୍ୟାପକ ଡ. ସୁଜିତ୍ କୁମାର ପୃଷେଠ୍, ଉପଦେଷ୍ଟା ସାମ୍ବାଦିକ ଗୋରେଖ ନାଥ ସାହୁ, ଡ.ସନ୍ତୋଷ କୁମାର ପାଢ଼ୀ ବିଷୟ ବସ୍ତୁ ଉପରେ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ । ମୁଖ୍ୟବକ୍ତା ଡ.ପୃଷେଠ୍ ସ୍ୱଭାବ କବି ଙ୍କର କାଳଜୟୀ ସୃଜନ ରସ ରତ୍ନାକର ଉପରେ ଅତ୍ୟନ୍ତ ଚିତା କର୍ଷକ ବକ୍ତବ୍ୟ ରଖିବା ସହ ଏହା କେବଳ ଓଡ଼ିଶାରେ ନୁହେଁ ସମଗ୍ର ବିଶ୍ଵରେ ଏକ ଅନନ୍ୟ ସାହିତ୍ୟ ବୋଲି ବର୍ଣ୍ଣନା କରିଥିଲେ ।  ସଂଘର ସମ୍ପାଦକ ଶ୍ରୀମାନ୍  ଜ୍ୟୋତି ରଞ୍ଜନ ପଟ୍ଟନାୟକ ସ୍ୱାଗତ ଭାଷଣ ଦେଇଥିବା ବେଳେ ସଭା ସଂଯୋଜନା କରିଥିଲେ ଶିକ୍ଷାବିତ୍ ପ୍ରଦୀପ ପୁରୋହିତ ଏବଂ ଧନ୍ୟବାଦ୍ ଅର୍ପଣ କରିଥିଲେ ଶିକ୍ଷାବିତ୍ ବ୍ରଜମୋହନ ବାନୀ    । ଶ୍ରୀମତୀ ମଞ୍ଜୁଶ୍ରୀ  ଆବାହନୀ ସଙ୍ଗୀତ ଏବଂ ଶ୍ରୀ ଯଜ୍ଞେଶ୍ଵର ପୂଜାହାରୀ ଉଦ ଯାପନୀ ସଙ୍ଗୀତ ଗାନ କରିଥିଲେ । ବରିଷ୍ଠ ସଦସ୍ୟ ଶିକ୍ଷାବିତ୍ ବ୍ରଜମୋହନ ଦାନୀ ଏବଂ ଆଇନଜ୍ଞ ବ୍ୟୋମୋକେଶ ଦାଶ ଅତିଥି ମାନଙ୍କୁ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧନା ଜ୍ଞାପନ କରି ଥିଲେ । କବି ଆର୍ତ୍ତତ୍ରାଣ ବାବୁ ମଧ୍ୟ ସ୍ବରଚିତ ରଚିତ ୠଷି କବି ଗଙ୍ଗାଧର ଏବଂ ସୁବର୍ଣ୍ଣ ସମ୍ଭାର ପୁସ୍ତକ ଦୁଇଟିକୁ ଅତିଥି ଙ୍କ ହସ୍ତରେ ପ୍ରଦାନ କରିଥିଲେ ।ଏହି କାର୍ଯ୍ୟକ୍ରମରେ କାର୍ଯ୍ୟକର୍ତ୍ତା ହରିହର ଶତପଥୀ, ଶ୍ରୀବତ୍ସ ମଲ୍ଲିକ,ରାଧେଶ୍ୟାମ ମିଶ୍ର , ସତ୍ୟନାରାୟଣ ମିଶ୍ର, ଦିଲ୍ଲୀପ ରଥ ତଥା ଅନ୍ୟାନ୍ୟ ସଭ୍ୟ ବୈକୁଣ୍ଠ ଶତପଥୀ, ବିଘ୍ନରାଜ ପାଣ୍ଡିଆ, , ନବୀନ ଖଟୁଆ, ପୂର୍ଣ୍ଣଚ଼ନ୍ଦ୍ର ଦାସ,ସୁନାଧର ହୋତା,ଦୟାନିଧି ସେଠୀ, ବାସୁଦେବ ମିଶ୍ର, ସୂର୍ଯ୍ୟ ସରାଫ, ଶାନ୍ତିଲତା ସେଠୀ, ନିରଞ୍ଜନ ତ୍ରିପାଠୀ, ପ୍ରଶାନ୍ତ ସାହୁ, ବନମାଳି ପଧାନ , ଭୁବନ୍ ମହୋନ ତ୍ରିପାଠୀ,ସନ୍ତୋଷ ଦାଶ,ଜଗଦୀଶ ମେହେର ପ୍ରମୁଖ ସଂଘର ଶତାଧିକ ସଦସ୍ୟ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like