-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

କଳା, ସଂସ୍କୃତି ଓ ସାମାଜିକ ବାର୍ତା ନେଇ ନୁଆଁଖାଇ ଭେଟଘାଟ

17-Aug-2025



ବଲାଙ୍ଗୀର(ଦେବାଶିଷ ବହିଦାର): ଆଜି ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଷ୍ଟେଜରେ ଅଗ୍ରଣୀ ସ୍ବେଛାସେବୀ ସଂଗଠନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଆମ ଅଞ୍ଚଳର ସିଘା ତଥା ଗଣପର୍ବ ନୁଆଁଖାଇ ଅବସରରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ପଶ୍ଚିମ ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଉଦ୍ଜୀବିତ କରିବା ପାଇଁ ବିଙ୍ଗ ହ୍ୟୁମାନ ତରଫରୁ ପ୍ରତିବର୍ଷ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୁଏ l ତାସହ ସମାଜର ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଏହି କାର୍ଯ୍ୟକ୍ରମ ରେ ସାମିଲ ହୋଇଥାନ୍ତି, ଲୋୟାର ସୁକ୍ତେଲ ବିସ୍ଥାପିତ ହୁଅନ୍ତୁ ଅବା ଅନାଥ ଆଶ୍ରମର କୁନି କୁନି ଶିଶୁ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ପ୍ରଧନ୍ୟ ଦିଆଯାଇଥାଏ l ପଶ୍ଚିମ ଓଡ଼ିଶାର ନାଁକରା କଳାକାର ମାନଙ୍କର ମହାସମାଗମ ମଧ୍ୟ ହୋଇଥାଏl
ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ କାର୍ଯ୍ୟକ୍ରମ ଧୁମଧାମ ରେ ସମସ୍ତଙ୍କୁ ନେଇ କରାଯିବ ବୋଲି ଅନୁଷ୍ଠାନର ମହିଳା ଶାଖାର ଉପଦେଷ୍ଟା ତଥା ପୌରଧକ୍ଷା ଲିକା ସାହୁ କହିଥିଲେ ତାସହ ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ଅନୁଷ୍ଠାନର ପୁରୋଧା ସ୍ୱର୍ଗତ ଲଳିତ ନାୟକ ଙ୍କ ସୃତିରେ ବିଭିନ୍ନ ସୃତି ସମ୍ମାନ ପ୍ରଦାନ କରାଯିବା ନେଇ ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ଲୋଟସ ଷଡ଼ଙ୍ଗୀ କହିଥିଲେ l
ତାସହ ଅନୁଷ୍ଠାନର ପ୍ରତିଷ୍ଠାତା ସୋମନାଥ ମିଶ୍ରଙ୍କ ସଂଯୋଜନରେ ଆୟୋଜିତ ବୈଠକରେ ଉପଦେଷ୍ଟା ଆକାଶ ମିଶ୍ର, ବଦ୍ରି ନାରାୟଣ ମିଶ୍ର, ରଶ୍ମି ରଞ୍ଜନ ପଟ୍ଟନାୟକ, ନବଘନ ଦାସ, ଅମରେଶ ଖେତୀ, ସୁନାଧର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଅନୁଷ୍ଠାନର ମହିଳା ଶାଖା, ସଦର ବ୍ଳକ, ପୁଇଁତଲା ବ୍ଳକ, ଲୋଇସିଂହା ବ୍ଳକ, ଆଗଲପୁର ବ୍ଳକ, ଦେଓଗାଁ ବ୍ଳକ, ସଇଁତଳା ବ୍ଳକ, ଖପ୍ରାଖୋଲ ବ୍ଳକ, ତରଭା ବ୍ଳକ, ଡୁଙ୍ଗୁରିପାଲି ବ୍ଳକ ର ଶତାଧିକ କର୍ମକର୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like