-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

‘ନିଚ୍ଛକ୍‌’ ଖଟିରେ ଜାତୀୟ ପତାକା ଉତ୍ତୋଳନ

17-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ୭୯ତମ ଜାତୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ସ୍ଥାନୀୟ ଜୟଦେବ ଭବନ ସମ୍ମୁଖ ନିଚ୍ଛକ ଖଟିରେ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ ଉପସ୍ଥିତିରେ ବରିଷ୍ଠ ସାମ୍ବାଦିକ ଶ୍ରୀ ରବି ଦାସ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ବିଗତ ସ୍ୱାଧୀନତା ସଂଗ୍ରାମରେ ବରପୁତ୍ର ମାନଙ୍କ ବଳିଦାନ ଓ ସେମାନଙ୍କ ତ୍ୟାଗ ସମ୍ପର୍କରେ ଉଲ୍ଲେଖ କରି କଷ୍ଟଲବ୍ଧ ସ୍ୱାଧୀନତାର ଯେଭଳି ଅପବ୍ୟବହାର ନ ହୁଏ ସେଥିପ୍ରତି ସମସ୍ତେ ସଚେତନ ରହିବାକୁ ଆହ୍ୱାନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ମୁରଲୀଧର ମିଶ୍ର, ‘ପ୍ରିୟ ଖବର’ର ସମ୍ପାଦକ ରାଜକିଶୋର ଦାଶ, ଜାତୀୟ ସମ୍ବାଦପତ୍ର “ଜନମୋର୍ଚ୍ଚା” ର ରାଜ୍ୟ ପ୍ରତିିନିଧି ଶ୍ରୀ ରମେଶ ଚନ୍ଦ୍ର ମହାନ୍ତି, ‘ଡୁମୁଣୀ ଖବରର ସଂସ୍ଥାର ବାର୍ତ୍ତା ସମ୍ପାଦକ ସୀମାଞ୍ଚଳ ପଟ୍ଟନାୟକ, ସାମ୍ବାଦିକ ପ୍ରମୋଦ ସାମନ୍ତରାୟ, ବାମପନ୍ଥୀ ନେତା ବଂଶୀଧର ପରିଡା, ସାମ୍ବାଦିକ ରାଜୁ ମହାପାତ୍ର, ସଞ୍ଜୟ ଚୌଧୁରୀ, ଅଜିତ ଦାଶ, ଟୁଲୁ ବାବୁ, ସୁବ୍ରତ କୁଅଁର, ମଣ୍ଟୁ ପାତ୍ର, ରଥ ବାବୁ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏହି ଉତ୍ସବରେ ଉପସ୍ଥିତ ଥିଲେ। ଶେଷରେ ମିଷ୍ଟାନ୍ନ ଓ ଚା ପାନରେ ଆପ୍ୟାୟିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like