ଭୁବନେଶ୍ୱର(ପ୍ରେରଣା ଖବର): ସ୍ୱାୟତ୍ତ ଶାସନ ଦିବସ ଅବସରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ରିକ୍ରିଏସନ କ୍ଲବ ପକ୍ଷରୁ ଆଜି ମେୟର ଏକାଦଶ ଓ କମିଶନର ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି ।

କିଟ୍ କ୍ରିକେଟ୍ ଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ମ୍ୟାଚରେ ପ୍ରଥମେ ଟସ୍ ଜିଣି କମିଶନର ଏକାଦଶ ବ୍ୟାଟିଂ ସାଇଡ୍ ନେଇଥିଲା । ପ୍ରଥମେ ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ ବଲ୍ ପକାଇ ଖେଳର ଶୁଭାରମ୍ଭ କରିଥିବା ବେଳେ କମିଶନର ଶ୍ରୀ ଚଞ୍ଚଳ ରାଣା ବ୍ୟାଟିଂର ଶୁଭାରମ୍ଭ କରିଥିଲେ।  ୧୨ ଓଭର ବିଶିଷ୍ଟ ଏହି ମ୍ୟାଚରେ ଓପନର ଭାବେ କମିଶନର ଏକାଦଶର କ୍ୟାପଟେନ ତଥା କମିଶନର ଶ୍ରୀ ଚଞ୍ଚଳ ରାଣା ଓ

"/>

-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ରାଜ୍ୟ

ବିଏମ୍ ସି ମେୟର ଏକାଦଶ ଓ କମିଶନର ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିଟେକ୍ ମ୍ୟାଚ୍ ଅନୁଷ୍ଠିତ

17-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ସ୍ୱାୟତ୍ତ ଶାସନ ଦିବସ ଅବସରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ରିକ୍ରିଏସନ କ୍ଲବ ପକ୍ଷରୁ ଆଜି ମେୟର ଏକାଦଶ ଓ କମିଶନର ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି ।

କିଟ୍ କ୍ରିକେଟ୍ ଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ମ୍ୟାଚରେ ପ୍ରଥମେ ଟସ୍ ଜିଣି କମିଶନର ଏକାଦଶ ବ୍ୟାଟିଂ ସାଇଡ୍ ନେଇଥିଲା । ପ୍ରଥମେ ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ ବଲ୍ ପକାଇ ଖେଳର ଶୁଭାରମ୍ଭ କରିଥିବା ବେଳେ କମିଶନର ଶ୍ରୀ ଚଞ୍ଚଳ ରାଣା ବ୍ୟାଟିଂର ଶୁଭାରମ୍ଭ କରିଥିଲେ।  ୧୨ ଓଭର ବିଶିଷ୍ଟ ଏହି ମ୍ୟାଚରେ ଓପନର ଭାବେ କମିଶନର ଏକାଦଶର କ୍ୟାପଟେନ ତଥା କମିଶନର ଶ୍ରୀ ଚଞ୍ଚଳ ରାଣା ଓ

ଭାଇସ୍ କ୍ୟାପଟେନ ତଥା ଅତିରିକ୍ତ କମିଶନର  କୈଳାସ ଚନ୍ଦ୍ର ଦାସ ପଡିଆକୁ ଓହ୍ଲାଇଥିଲେ । ଅଧିନାୟକ ଶ୍ରୀ ରାଣା ଆକର୍ଷଣୀୟ. ଛକା ମାରି ସମସ୍ତଙ୍କୁ ସମ୍ଭିଭୁତ କରିଥିଲେ ।  ଜୋନାଲ କମିଶନର ରାକେଶ ପାତ୍ର, ଇଂଜିୟର ତାରସ ମାରାଣ୍ଡି, ଜୋନାଲ କମିଶର ମନ୍ମଥ କୁମାର ନାୟକ, ଧନଞ୍ଜୟ ମହାନ୍ତ ପ୍ରମୁଖ ଭଲ ଖେଳ ପ୍ରଦର୍ଶନ କରିଥିଲେ । ୫ ଓ୍ୱିକେଟ୍ ବିନିମୟରେ କମିଶନର ଏକାଦଶକୁ ୧୭୬ ରନରେ ଶାନ୍ତ ହେବାକୁ ପଡିଥିଲା 

୧୭୭ରନ୍ ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇଥିବା ମେୟର ଏକାଦଶର କ୍ୟାପଟେନ ମହିର କୁମାର ରାଉତ ଓ ତାଙ୍କ ଟିମ୍ । ଅଲ ରାଉଣ୍ଡର ଶେକ୍ ନୁର୍ ହାସନ ଛକା ଚୌକାର ବର୍ଷା କରି ଦଳକୁ ୧୫୧ରନରେ ପହଞ୍ଚାଇ ଦେଇଥିଲେ । ସେ ବ୍ୟକ୍ତିଗତ ଭାବେ ଏକାକି ୭୦ ରନ୍ କରି ମ୍ୟାନ୍ ଅଫ ଦି ମ୍ୟାଚ୍ ହୋଇଛନ୍ତି । ମେୟର ଏକାଦଶ ପକ୍ଷରୁ ବିରଞ୍ଚି ନାରାୟଣ ମହାସୂପକାର, ରାମଚନ୍ଦ୍ର ରଣସିଂହ, ଅଜିତ୍ ବେହେରା, ନୃପେଶ କୁମାର ନାୟକ, କୁମାରେନ୍ଦ୍ର ମହାପାତ୍ର, ଶୁଭ୍ରାଂଶୁ ଶେଖର ପଟ୍ଟନାୟକ  ପ୍ରମୁଖ ଏଥିରେ ଭଲ ଖେଳ ପ୍ରଦର୍ଶନ କରିଥିଲେ ।   

ବେଶ ଆନନ୍ଦ ଉଲ୍ଲାସର ସହ ଆଜିର ଏହି ବନ୍ଧୁତାପୂର୍ଣ୍ଣ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଅଧିକାରୀ ଓ ଲୋକ ପ୍ରତିନିଧିଙ୍କ ମଧ୍ୟରେ ସଂପର୍କକୁ ନିବିଡ କରିବା ସହ ପରସ୍ପର ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ଏହି ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚର ଉଦେଶ୍ୟ । କେବଳ ସେତିକି ନୁହେଁ, ଅଧିକାରୀ ଓ କର୍ମଚାରୀମାନେ ବର୍ଷସାରା କାର୍ଯ୍ୟରେ ନିମଗ୍ନ ରହୁଛନ୍ତି । ସେମାନଙ୍କ ମନରେ ଟିକିଏ ଆନନ୍ଦ ଦେବାରେ ଏହି ମ୍ୟାଚ୍ ବେଶ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ମାନନୀୟା ମେୟର ଶ୍ରୀମତୀ ଦାସ । 

କର୍ମକ୍ଲାନ୍ତ ଜୀବନରେ ଟିକିଏ ଅପନୋଦନ ସହ ପରସ୍ପର ମଧ୍ୟରେ ସଂପର୍କକୁ ସୁଦୃଢ କରିବା ପାଇଁ ପ୍ରଶାସକ ଓ ଲୋକ ପ୍ରତିନିଧିଙ୍କ ମଧ୍ୟରେ ଏପରି ସୌହାର୍ଦ୍ଦ୍ୟପୂର୍ଣ୍ଣ ମ୍ୟାଚ୍ ପ୍ରତିବର୍ଷ ଅନୁଷ୍ଠିତ ହେବା ଦରକାର । ଏହା ଦ୍ୱାରା ପରସ୍ପର ମଧ୍ୟରେ ଥିବା ସମସ୍ତ ମନୋମାଳିନ୍ୟ ଦୂର ହୋଇଥାଏ ବୋଲି କହିଛନ୍ତି ବିଏମ୍ ସି କମିଶନର ଶ୍ରୀ ରାଣା । ଅନ୍ୟମାନଙ୍କ ମଧ୍ୟରେ ଡେପୁଟି ମେୟର ଶ୍ରୀମତୀ ମଂଜୁଲତା କହଁର, ଅତିରିକ୍ତ କମିଶନର  ରତ୍ନାକର ସାହୁଙ୍କ ସହ ବହୁ କର୍ପୋରେଟର, ବିଏମ୍ ସି ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ବିଏମ୍ ସି ରିକ୍ରିଏସ କ୍ଲବର ସାଧାରଣ ସଂପାଦକ ଶୁଭକାନ୍ତ ପାଢୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like