ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ସାଂପ୍ରତିକ ପରିସ୍ଥିତିରେ ରାଷ୍ଟ୍ରବାଦର ଶିଖାକୁ ପ୍ରଜ୍ଜ୍ଵଳନ କରିବାରେ ‘ରାଷ୍ଟ୍ରଦୀପ’ର ଅତ୍ୟନ୍ତ ଆବଶ୍ୟକତା ଅଛି 

ଭୁବନେଶ୍ୱର(ପ୍ରେରଣା ଖବର): ଆଜି ସ୍ଥାନୀୟ ଜୟଦେବ ଭବନ ଠାରେ ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମ ଅବସରରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ "ରାଷ୍ଟ୍ରଦୀପ" ଓଡିଆ ସମ୍ବାଦପତ୍ର ଜଗତରେ ଏକ ଉଜ୍ୱଳ ଆଲୋକ ବର୍ତ୍ତିକା । ରାଷ୍ଟ୍ରଦୀପ ପରି ରାଷ୍ଟ୍ରୀୟ ବିଚାରଧାରା ପୋଷଣ କରୁଥିବା ଗଣମାଧ୍ୟମଙ୍କ ଭୂମିକା ଆଜିର ସମାଜ ପାଇଁ ଅତ୍ୟନ୍ତ ଗୁରତ୍ୱପୂର୍ଣ୍ଣ। ରାଷ୍ଟ୍ରଦୀପ ପରି ଗଣମାଧ୍ୟମ ଯେତେ ସକ୍ରୀୟ ମୁଖର, ଶକ୍ତିଶାଳୀ ଓ ପ୍ରଭାବଶାଳୀ ହେବ, ତାହା ଦେଶ ଓ ରାଜ୍ୟ ପାଇଁ କଲ୍ୟାଣକାରୀ ହେବ ıମୁଖ୍ୟମନ୍ତ୍ରୀ ଏହା ମଧ୍ଯ କହିଥିଲେ ଯେ ଓଡିଶାରେ ଗଣମାଧ୍ୟମ ଓ ସାମ୍ବାଦିକଙ୍କ ସମସ୍ୟା ପ୍ରତି ମୁଁ ଓ ଆମ ସରକାର ଅବଗତ ଅଛୁ । ଏ ନେଇ ବିଭିନ୍ନ ସାମ୍ବାଦିକ ସଙ୍ଗଠନଙ୍କ ପକ୍ଷରୁ ସରକାରଙ୍କର ଯେଉଁ ଦୃଷ୍ଟି ଆକର୍ଷଣ କରାଯାଇଛି ସେ ଦିଗରେ କ’ଣ କରାଯାଇ ପାରିବ ଏଥିପ୍ରତି ଆମେ ସମ୍ବେଦନଶୀଳ ଅଛୁ ଓ ସମସ୍ୟାର ସମାଧାନ ପାଇଁ ସକ୍ରୀୟତା ପୂର୍ବକ ଚିନ୍ତା କରୁଛୁ। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ  ସାଂପ୍ରତିକ ବିଭେଦମୟ ରାଜନୈତିକ ପରିସ୍ଥିତିରେ

"/>

-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ରାଜ୍ୟ

ରାଷ୍ଟ୍ରଦୀପ" ଓଡିଆ ସମ୍ବାଦପତ୍ର ଜଗତରେ ଏକ ଉଜ୍ୱଳ ଆଲୋକ ବର୍ତ୍ତିକା

17-Aug-2025



ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ସାଂପ୍ରତିକ ପରିସ୍ଥିତିରେ ରାଷ୍ଟ୍ରବାଦର ଶିଖାକୁ ପ୍ରଜ୍ଜ୍ଵଳନ କରିବାରେ ‘ରାଷ୍ଟ୍ରଦୀପ’ର ଅତ୍ୟନ୍ତ ଆବଶ୍ୟକତା ଅଛି 

ଭୁବନେଶ୍ୱର(ପ୍ରେରଣା ଖବର): ଆଜି ସ୍ଥାନୀୟ ଜୟଦେବ ଭବନ ଠାରେ ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମ ଅବସରରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ "ରାଷ୍ଟ୍ରଦୀପ" ଓଡିଆ ସମ୍ବାଦପତ୍ର ଜଗତରେ ଏକ ଉଜ୍ୱଳ ଆଲୋକ ବର୍ତ୍ତିକା । ରାଷ୍ଟ୍ରଦୀପ ପରି ରାଷ୍ଟ୍ରୀୟ ବିଚାରଧାରା ପୋଷଣ କରୁଥିବା ଗଣମାଧ୍ୟମଙ୍କ ଭୂମିକା ଆଜିର ସମାଜ ପାଇଁ ଅତ୍ୟନ୍ତ ଗୁରତ୍ୱପୂର୍ଣ୍ଣ। ରାଷ୍ଟ୍ରଦୀପ ପରି ଗଣମାଧ୍ୟମ ଯେତେ ସକ୍ରୀୟ ମୁଖର, ଶକ୍ତିଶାଳୀ ଓ ପ୍ରଭାବଶାଳୀ ହେବ, ତାହା ଦେଶ ଓ ରାଜ୍ୟ ପାଇଁ କଲ୍ୟାଣକାରୀ ହେବ ıମୁଖ୍ୟମନ୍ତ୍ରୀ ଏହା ମଧ୍ଯ କହିଥିଲେ ଯେ ଓଡିଶାରେ ଗଣମାଧ୍ୟମ ଓ ସାମ୍ବାଦିକଙ୍କ ସମସ୍ୟା ପ୍ରତି ମୁଁ ଓ ଆମ ସରକାର ଅବଗତ ଅଛୁ । ଏ ନେଇ ବିଭିନ୍ନ ସାମ୍ବାଦିକ ସଙ୍ଗଠନଙ୍କ ପକ୍ଷରୁ ସରକାରଙ୍କର ଯେଉଁ ଦୃଷ୍ଟି ଆକର୍ଷଣ କରାଯାଇଛି ସେ ଦିଗରେ କ’ଣ କରାଯାଇ ପାରିବ ଏଥିପ୍ରତି ଆମେ ସମ୍ବେଦନଶୀଳ ଅଛୁ ଓ ସମସ୍ୟାର ସମାଧାନ ପାଇଁ ସକ୍ରୀୟତା ପୂର୍ବକ ଚିନ୍ତା କରୁଛୁ। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ  ସାଂପ୍ରତିକ ବିଭେଦମୟ ରାଜନୈତିକ ପରିସ୍ଥିତିରେ

ଓଡିଶାରେ ଗଣମାଧ୍ୟମ ଓ ସାମ୍ବାଦିକଙ୍କ ସମସ୍ୟାର ସମାଧାନ ପାଇଁ ସକ୍ରୀୟତା ପୂର୍ବକସରକାର ଚିନ୍ତା କରୁଛନ୍ତି - ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରବାଦର ଶିଖାକୁ ପ୍ରଜ୍ଜ୍ଵଳନ କରିବାରେ ‘ରାଷ୍ଟ୍ରଦୀପ’ ପରି ସ୍ଵରର ଅତ୍ୟନ୍ତ ଆବଶ୍ୟକତା ଅଛି। ସମାଜରେ ଜାଗରଣ ଓ ସଚେତନତା ଆଣିବା ଗଣମାଧ୍ୟମର ପ୍ରମୁଖ କାର୍ଯ୍ୟ  ଏବଂ ଗତ ଷାଠିଏ ବର୍ଷ ହେଲା ରାଷ୍ଟ୍ରଦୀପ ଏହି କାର୍ଯ୍ୟ ନିରନ୍ତର କରି ଆସୁଛି।  ଗଣମାଧ୍ୟମ ସମାଜର ଆଖି ଓ କାନ ପରି କାର୍ଯ୍ୟ କରିଥାଏ । ଗଣମାଧ୍ୟମ ଅଧିକରୁ ଅଧିକ ପାଠକ ବା ଦର୍ଶକ ସଂଖ୍ୟା ବୃଦ୍ଧି କରିବା ସହିତ ଅଧିକ ପେସାଦାର ମନୋଭାବ ନେଇ ତଥା ସମାଜ ପ୍ରତି ଦାୟିତ୍ୱବୋଧର ଭାବନା ନେଇ କାର୍ଯ୍ୟ

କଲେ ଏହା ତାଙ୍କ ପାଇଁ ତଥା ସମାଜ ପାଇଁ ମଙ୍ଗଳମୟ ହେବ।
ସମାଜ କ’ଣ ଚାହୁଁଛି, ବିଶେଷକରି ସରକାରଙ୍କ ଠାରୁ ଏହା କ’ଣ ଆଶା କରୁଛି, ଏସବୁ ଗଣମାଧ୍ୟମରେ ପ୍ରତିଫଳିତ ହୋଇଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ତଥା ଲେଖକ ଓ ଚିନ୍ତକ ଏବଂ ଇଣ୍ଡିଆ ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ଡକ୍ଟର ରାମ ମାଧବ କହିଥିଲେ ଯେ ଆଜିର ପରିବର୍ତ୍ତନଶୀଳ ସମାଜରେ ରାଷ୍ଟ୍ରଦୀପ ଭଳି ରାଷ୍ଟ୍ରବାଦୀ ଖବର କାଗଜ ସର୍ବଦା ରାଷ୍ଟ୍ରର ହିତରେ ଏବଂ ରାଷ୍ଟ୍ରୀୟତା ଚେତନାର ପ୍ରଚାରକ ସାଜିଛି। ଉକ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରଦୀପ ର ସଭାପତି ଶ୍ରୀ ଅନୁପ କୁମାର ବୋଷ, ରାଷ୍ଟ୍ରଦୀପ ର ସମ୍ପାଦକ, ଶ୍ରୀ ଚିତ୍ତରଞ୍ଜନ ମହାପାତ୍ର, ରାଷ୍ଟ୍ରଦୀପ ପରିଚାଳନା ସମିତି ର ସମ୍ପାଦକ, ଶ୍ରୀ ସତ୍ୟନାରାୟଣ ମିଶ୍ର ପ୍ରମୁଖ ମଂଚାସୀନ ଥିଲେ ଏବଂ କାର୍ଯ୍ୟକ୍ରମର ପରିଚାଳନା ଶ୍ରୀମତୀ ପ୍ରଜ୍ଞା ପାରମିତା ଆଚାର୍ଯ୍ୟ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like