-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ରାଜ୍ୟ

ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ଯରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା

26-Jan-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :

ପ୍ରିୟ ଭାଇ ଓ ଭଉଣୀମାନେ,

ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ରମାଦେବୀ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍‌ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ସେହିପରି ସହିଦ୍ ହୋଇଥିବା ଆମର କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ଭାରତ ବହୁ ଭାଷା, ବହୁ ଧର୍ମ ଓ ବହୁ ଜାତିକୁ ବହୁ ମତ, ବହୁ ବର୍ଣ୍ଣ, ବହୁ ବିଶ୍ବାସକୁ ନେଇ ଗଠିତ ହୋଇଛି । ବିଭିନ୍ନ ଅଞ୍ଚଳର ଭୂଗୋଳ ମଧ୍ୟ ଭିନ୍ନ ଭିନ୍ନ । ଏହି ବିବିଧତା ହିଁ ଆମର ସବୁଠାରୁ ବଡ ଶକ୍ତି ।ଏହା ହିଁ  ଆମ ସଂସ୍କୃତିକୁ, ଆମ ସମାଜକୁ, ସମୃଦ୍ଧ କରିଛି।  ଆମ ସମ୍ବିଧାନରେ ଏହା ସୁନ୍ଦର ଭାବରେ ପ୍ରତିଫଳିତ ହୋଇଛି ଏବଂ ସମସ୍ତଙ୍କ ପାଇଁ ବିକାଶର ସମାନ ସୁଯୋଗ ସୃଷ୍ଟି କରିଛି ।

ଆମ ବିବିଧତାର ସୁରକ୍ଷା ସହ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଜାତୀୟ ପ୍ରସଙ୍ଗରେ ସହମତି ପାଇଁ ସମସ୍ତେ କାମ କରିବା ଦରକାର। ଏହା ଆମର ଗଣତନ୍ତ୍ରକୁ ଅଧିକ vibrant  କରିବା ସହ ଦେଶକୁ ଆହୁରି ଶକ୍ତିଶାଳୀ କରିବ ।

ଓଡିଶା ଆଜି ଦେଶର ବିକାଶ ମାନଚିତ୍ରରେ ନିଜର ସ୍ଥିତି ମଜବୁତ କରିପାରିଛି । କୃଷି, ଶିଳ୍ପ ଓ ଭିତ୍ତିଭୂମି ପରି ଅର୍ଥନୀତିର ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରରେ ଓଡିଶା ଆଜି visible (ଦୃଶ୍ୟମାନ) ଉନ୍ନତି କରିପାରିଛି । ରାଜ୍ୟରେ ଜଳସେଚନ କ୍ଷମତା ବଢିଛି । କୃଷି ଉତ୍ପାଦନ ବଢିଛି। ଚାଷୀର ରୋଜଗାର ବଢିଛି । ରାଜ୍ୟକୁ ନୂଆ ନୂଆ ପୁଞ୍ଜି ଆସିଛି । ଭିତ୍ତିଭୂମିର ବିକାଶ ଅର୍ଥନୀତିକୁ ଚଳଚଞ୍ଚଳ କରିବାକୁ ସୁଯୋଗ ସୃଷ୍ଟି କରିଛି ।

ବିଭିନ୍ନ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିବାରେ ଓଡିଶାର ସ୍ଥାନ ସାରା ଦେଶରେ ସ୍ବତନ୍ତ୍ର । ଖାଦ୍ୟ ସୁରକ୍ଷା ଠାରୁ ଆରମ୍ଭ କରି ସାମାଜିକ ସୁରକ୍ଷା ପର୍ଯ୍ୟନ୍ତ ଆମର ସବୁ କଲ୍ୟାଣ କାର୍ଯ୍ୟକ୍ରମ ଲୋକଙ୍କ ମୁହଁରେ ହସ ଆଣିଛି । ଜନଜାତି ବର୍ଗର ବିକାଶ ଓ କଲ୍ୟାଣ ପାଇଁ ଆମର କାର୍ଯ୍ୟକ୍ରମ ସେମାନଙ୍କୁ ସଫଳ ଭାବରେ ବିକାଶର ମୁଖ୍ୟଧାରାରେ ଯୋଡି ପାରିଛି । ମାଲକାନଗିରିର ବିଚ୍ଛିନ୍ନାଞ୍ଚଳରେ ବିକାଶର ସୂର୍ଯ୍ୟ ଲୋକଙ୍କ ମନରେ ନୂଆ ଆଶା ସଂଚାର କରିଛି ।

ଆପଣ ଜାଣନ୍ତି, ଗତ ୧୦ ମାସ ହେଲା ସାରା ବିଶ୍ବ କରୋନା ସହ ଲଢୁଛି । ଓଡିଶା କରୋନା ମହାମାରୀ କୁ ସଫଳତାର ସହ ନିୟନ୍ତ୍ରଣ କରିପାରିଛି  ଏହି ଅବସରରେ ଆମର କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ ଓ ସେବାକୁ ମୁଁ ଶ୍ରଦ୍ଧାର ସହ ସ୍ମରଣ କରୁଛି । ଟୀକା ଆସିଥିଲେ ମଧ୍ୟ କୋଭିଡ ଗାଇଡଲାଇନ୍‌କୁ କଡାକଡି ଭାବରେ ପାଳନ କରିବାକୁ ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ।

ଏକ ସମୃଦ୍ଧ, ସଶକ୍ତ ଓ ସ୍ବଭିମାନୀ ଓଡିଶା ନିର୍ମାଣ ପାଇଁ ଆମେ ଦୃଢ ପ୍ରତିବଦ୍ଧତାର ସହ ଆଗକୁ ବଢୁଛୁ । କଠିନ ପରିଶ୍ରମ, ଗଭୀର ନିଷ୍ଠା ଓ ସମସ୍ତଙ୍କ ସହଯୋଗ ହିଁ ଆମକୁ ଲକ୍ଷ୍ୟ ସ୍ଥଳରେ ପହଞ୍ଚାଇ ପାରିବ । ଏକ ନୂଆ ଓଡିଶା ଗଠନ ଦିଗରେ ଆମର ଉଦ୍ୟମରେ ମୁଁ ସମସ୍ତଙ୍କର ଆଶୀର୍ବାଦ କାମନା କରୁଛି ।

     ଜୟହିଂଦ


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like