-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ରାଜ୍ୟ

ରାଜ ବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ,ବଲାଙ୍ଗୀରର ନୂଆଖାଇ ଭେଟଘାଟ -୨୦୨୫ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

17-Aug-2025



ବଲାଙ୍ଗୀର(ପ୍ରେରଣା ଖବର): ରାଜ ବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ଭାରତୀ ନୀଡ଼, ଆଦର୍ଶ ପଡା, ବଲାଙ୍ଗୀରର ଚତୁର୍ଥ ବାର୍ଷିକ ଉତ୍ସବ ତଥା ନୂଆଖାଇ ଭେଟଘାଟ -୨୦୨୫ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଅନୁଷ୍ଠାନର ସଭାପତି ଡାକ୍ତର ଚିତ୍ତରଞ୍ଜନ ମିଶ୍ରଙ୍କ  ସଭାପତିତ୍ବ ରେ ଆୟୋଜିତ ବୈଠକରେ ପରିଚାଳନା କମିଟିର ସମସ୍ତ ସଦସ୍ୟ ମାନଙ୍କ ଉପସ୍ଥିତିରେ ଚଳିତ ବର୍ଷ ଉତ୍ସବ ପଞ୍ଚାୟତ ସମିତି ମହାବିଦ୍ୟାଳୟ ବେଲପଡ଼ା ଠାରେ ସେପ୍ଟେମ୍ବର ମାସ ୫ ତାରିଖ ପବିତ୍ର ଗୁରୁ ଦିବସ ଦିନ ଅନୁଷ୍ଠିତ ହେବ । ଅନ୍ୟ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡ଼ିଶାର ବିଭିନ୍ନ ଅଂଚଳର ବିଶିଷ୍ଟ ଶିକ୍ଷାବିତ୍, ସାହିତ୍ୟିକ ଓ ଏ ଅଞ୍ଚଳର ପ୍ରତିଭାବାନ ପୂର୍ବତନ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି କମିଟିର ସର୍ବ ସମ୍ମତି କ୍ରମେ ନିଷ୍ପତ୍ତି ହୋଇଥିଲା । ପବିତ୍ର ଗୁରୁ ଦିବସର ମହତ୍ତ୍ବକୁ ଦୃଷ୍ଟିରେ ରଖି  ବେଲପଡ଼ା ଦୀନରଘୁ ମେହେର ହାଇ ସ୍କୁଲ୍ ର ଅବସରର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶିକ୍ଷାବିତ୍ ସମ୍ମାନନୀୟ ତ୍ରିବିକ୍ରମ ମହାକୁଡ଼ଙ୍କୁ ଚଳିତ ବର୍ଷ ଅନୁଷ୍ଠାନର ସର୍ବ ଶ୍ରେଷ୍ଠ ସମ୍ମାନ-୨୦୨୫ ପ୍ରଦାନ କରାଯିବ। ଏହା ସହିତ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୩୦ ଜଣ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରା ଯିବ ବୋଲି ଅନୁଷ୍ଠାନର ସମ୍ପାଦକ ଡକ୍ଟର ନବକିଶୋର ବେହେରା ତଥା ବେଲପଡ଼ା  ପ୍ରତିଷ୍ଠାତା ନାଟ୍ୟ ସମ୍ପାଦକ କାର୍ଯ୍ୟକ୍ରମ ସଂଯୋଜକ ଏକ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି। ଉପସ୍ଥିତ ସଦସ୍ୟ ମାନଙ୍କ ମଧ୍ୟରେ ବୈଦ୍ୟ ଝସକେତନ ଗୁରୁ,ରମାକାନ୍ତ ସାହୁ,ରଘୁନନ୍ଦନ ସିଂହ,ନରେନ୍ଦ୍ର କୁମାର ବେହେରା,ଅମ୍ବରୀଶ କୁମାର ଦାଶ,ଶାନ୍ତନୁ କୁମାର ପୂଜାହାରୀ,ପ୍ରଭାତ କୁମାର ମିଶ୍ର,ମଧୁସୂଦନ ଦାଶ, ରୁକ୍ମଣ ପୋଡ଼,ଶଙ୍କର ଯୁଏଡ,ସେଠ ବୁଢ଼ା ବାହୁକ,ପ୍ରଦୀପ କୁମାର ମିଶ୍ର ଓ ଦେବେଶ ମିଶ୍ର ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like