-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

*ଚଚା ରାଧାକୃଷ୍ଣ ମନ୍ଦିର ଠାରେ ଯାଦବ ମହାସଭା ତରଫରୁ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ଅନୁଷ୍ଠିତ*

18-Aug-2025



ନବରଙ୍ଗପୁର '-(ମିହିର ଶଙ୍କର ପାତ୍ର,)
ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ କାର୍ଯ୍ୟକ୍ରମ ଝରୀଗାଁ ବ୍ଳକ ସଭାପତି ନନ୍ଦ ଗୈାଡ ଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମ ରେ ଝରିଗାଁ ବିଧାୟକ ଶ୍ରୀଯୁକ୍ତ ନରସିଂହ ଭତ୍ରା, ପୂର୍ବତନ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ,ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମାଝୀ, ଚନ୍ଦାହାଣ୍ଡି ବ୍ଳକ ଉପାଧ୍ୟକ୍ଷ ବାସୁଦେବ ଗୈାଡ,ଜିଲ୍ଲା ପରିଷଦ ସଭ୍ୟା ତ୍ରିମିଳା ପୂଜାରୀ, ବରିଷ୍ଠ ସମାଜସେବୀ ପ୍ରିୟ ରଞ୍ଜନ ଦାଶ,ଜିଲ୍ଲା ଯାଦବ ମହାସଭା ର ସଭାପତି ଜ୍ୟୋତି ରଂଜନ କଂସ ଓ ସମସ୍ତ ଟିମ୍, ଉମରକୋଟ ବ୍ଳକ ସଭାପତି ସତୃଘନ ଗୈାଡ ଏବଂ ସମସ୍ତ ଟିମ୍,ସହ ସମ୍ପାଦକ କମଳ ଲୋଚନ ବାଗ,୨୩ ଗୋଟି ଗ୍ରାମ ପଞ୍ଚାୟତ ର ସରପଞ୍ଚ, ସମିତି ସଭ୍ୟ ଓ ୨୩ ଗୋଟି ଗ୍ରାମ ପଞ୍ଚାୟତ ଯାଦବ ସମାଜ ର ସଭାପତି, କର୍ମକର୍ତ୍ତା ଓ ପ୍ରାୟ ୧୦ ହଜାର ଶ୍ରଦ୍ଧାଳୁ ମାନଙ୍କ ଜନ ସମାଗମ ହୋଇଥିଲା।ପ୍ରଥମେ ଭଗବାନ ଶ୍ରୀକୃଷ୍ଣ ଙ୍କୁ ପୂଜାର୍ଚ୍ଚନା କରି ଚଚା ଗ୍ରାମ ରେ ମାଁ ଭାଉଣୀ ମାନଙ୍କୁ ନେଇ ଏକ ବିରାଟ ୧୦୮ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।
କାର୍ଯ୍ୟକ୍ରମ କୁ ସୁଚାରୁରୂପେ ଆୟୋଜନ କରି ସହଯୋଗ କରିଥିଲେ ଜିଲ୍ଲା ଯାଦବ ମହାସଭା ର ଯୁବ ସଭାପତି ନବ କିଶୋର ଗୈାଡ,ଉପ ସଭାପତି ସୈନିକ ଗୈାଡ,ସହ ସମ୍ପାଦକ ମହାଦେବ ମାଝୀ,ସେବା ସମିତି ଅଧ୍ୟକ୍ଷ ସହଦେବ ଗୈାଡ, ସମ୍ପାଦକ ଚତୁର୍ଭୁଜ ଖର୍ସେଲ,କୋଷାଧ୍ୟକ୍ଷ ତ୍ରିନାଥ ଗୈାଡ,ସହ ସମ୍ପାଦକ ସଗନୁ ଗୈାଡ,ଯୁବ କାର୍ଯ୍ୟକାରୀ ସଭାପତି ଶଙ୍କର ଗୈାଡ, ପଞ୍ଚାୟତ ସଭାପତି ଗଙ୍ଗାଧର ଗୈାଡ,ମକରନ୍ଦ ଗୈାଡ, ଘାସିରାମ ଗୈାଡ, ମୋହନ ଗୈାଡ, ଙ୍କ ସହ ସମସ୍ତ ୨୩ ଗୋଟି ଗ୍ରାମ ପଞ୍ଚାୟତ ର ସଭାପତି, ସମ୍ପାଦକ ଓ ଯୁବ ଯାଦବ ଭାଇ ଭଉଣୀ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like