-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସାକେତ ଶ୍ରୀଭୁଷଣ ସାହୁଙ୍କ ଲିଖିତ କୋଶଲୀ ସାହିତ୍ୟ ଇତିହାସ ଏବଂ ସଂପାଦିତ କୋଶଲ ବାହିର ଜୁଆନ ସୋର୍ ଓ କବି ଗଣେଶ ବାରିକଙ୍କ ପ୍ରଥମ କବିତା ସଂକଳନ ଆକାଶମୁହାଁ ସୁଖ୍ ଉନ୍ମୋଚିତ

18-Aug-2025



ବଲାଙ୍ଗୀର: ସ୍ଥାନୀୟ ବରଗଡ ଅଗ୍ରଗାମୀ ଯୁବକ ସଂଘ ଠାରେ କୋସଲି କ୍ରିୟାନୁଷ୍ଠାନ କମିଟି ତରଫରୁ ଜୁଆନ ସାହିତ୍ୟ ଉଛବ ଆୟୋଜିତ ହୋଇଯାଇଛି ।

ଉତ୍ସବର ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ବରଗଡ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ, ବିଜେପୁର ବିଧାୟକ ସନତ କୁମାର ଗଡତିଆ, ଅତାବିରା ବିଧାୟକ ନିହାର ରଂଜନ ମହାନନ୍ଦ, ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଜୟଦ୍ରଥ ସୁନା ଯୋଗଦେଇ ଥିଲେ । ଏହି ଅଧିବେଶକୁ ଅନୁଷ୍ଠାନର ଆବାହକ ସାକେତ ଶ୍ରୀଭୁଷଣ ସାହୁ ସଂଯୋଜନା କରିଥିଲେ । ଅତିଥିମାନେ ପଶ୍ଚିମ ଓଡିଶାର ଭାଷା ଅଷ୍ଟମ ସୂଚୀରେ ସ୍ଥାନ ପାଇବା ଉଚିତ ବୋଲି ଦୃଢ ମତ ପ୍ରକାଶ କରିଥିଲେ । ଅତିଥି ମାନଙ୍କ ଦ୍ୱାରା ସାକେତ ଶ୍ରୀଭୁଷଣ ସାହୁଙ୍କ ରଚିତ “କୋସଲି ସାହିତ୍ୟର ଇତିହାସ”, ତାଙ୍କ ସଂପାଦିତ ପ୍ରାୟ ୬୦ ଜଣ ନିର୍ବାଚିତ ଯୁବ କବିଙ୍କ ସଂକଲନ “କୋସଲ ବାହିର ଯୁଆନ ସୋର”, ଓ ଗଣେଶ ବାରିକଙ୍କ ପ୍ରଥମ କବିତା ସଂକଲନ “ଆକାଶମୁହାଁ ସୁଖ” ଉନ୍ମୋଚିତ ହୋଇଥିଲା । ଉତ୍ସବର ଦ୍ୱିତୀୟ ଅଧିବେଶନରେ ଚାଷୀନେତା ଲିଂଗରାଜ, ସଂଗୀତା ପଣ୍ଡା ଷଡଂଗୀ ଯୋଗଦେଇଥିବା ବେଲେ ଅଧିବେଶନକୁ ରାଜେଶ ଦଣ୍ଡସନା ସଂଯୋଜନା କରିଥିଲେ । ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଆକାଶ ସାହୁ, ଗୋପବନ୍ଧୁ ମହାନନ୍ଦ, ହେମନ୍ତ ସାହୁ, ଆଶୁତୋଷ ମନୀଷ ମହାପାତ୍ର, ଅର୍ଜୁନ କୁମାର ସାହୁ, ଲକ୍ଷ୍ମୀଧର ବିଭାର, ରମାକାନ୍ତ ନାଏକ, ଗୋବର୍ଦ୍ଧନ ନାଏକ, ସୁରେନ୍ଦ୍ର ପଟେଲ, ନିଳାଦ୍ରୀ ରାଉତ, ରୋଶନ ସାହୁ, କବିତାରାଣୀ ଝାଙ୍କର, ଜ୍ୟୋସ୍ନା ସାହୁ,ଶିବ ପ୍ରସାଦ ସା, ପ୍ରାୟ ୬୦ ଜଣ ଯୁବ କବି ସ୍ୱରଚିତ କବିତା ପାଠ କରିଥିଲେ । ହେମନ୍ତ କୁମାର ଦୀପ, ବଳବନ୍ତ ସାହୁ, ଗୌରାଙ୍ଗ ପାଣ୍ଡେ, ଜୟ ପଧାନ ପ୍ରମୁଖ ସହଯୋଗ କରିଥିବା ବେଳେ ଗଣେଶ ବାରିକ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like