-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗହଃଜ୍ଜ    (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||     

HOME   ଜିଲ୍ଲା

ସି.ଆର୍‌.ପି.ଏଫ୍‌ରେ ଯୋଗ ଦେବେ କର୍ଲାମୁଣ୍ଡାର ଝିଅ ସୌମ୍ୟାରାଣୀ

26-Jan-2021



କର୍ଲାମୁଣ୍ଡା, (ପ୍ରେରଣା ଖବର) :ସି.ଆର୍.ପି.ଏଫ୍‌ରେ ଯୋଗ ଦେବେ କର୍ଲାମୁଣ୍ଡା ଝିଅ ସୌମ୍ୟାରାଣୀ। କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ପାଇଁ ଏହା ନିଶ୍ଚିତ ଖୁସିର ଖବର। କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସି.ଆର.ପି.ଏଫ)ରେ ଯୋଗ ଦେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି ଏଇ ବ୍ଲକର ସରଗୁଲ ଗ୍ରାମର ପ୍ରଭାତ କୁମାର ହୋତା ଓ ଶାନ୍ତିପ୍ରିୟା ହୋତାଙ୍କ ଝିଅ ସୌମ୍ୟାରାଣୀ ହୋତା, ତାଙ୍କ ବୟସ ୨୦ ବର୍ଷ।
 ସେ ଚଳିତ ବର୍ଷ ରିଷିଡା ଜଗନ୍ନାଥ ଡିଗ୍ରୀ କଲେଜରୁ ସ୍ନାତକ ହାସଲ କରିଛନ୍ତି। ଗତକିଛି ବର୍ଷ ହେଲା ନିୟମିତ ଭାବେ ସକାଳ ଓ ସନ୍ଧ୍ୟାରେ ଦୌଡିବା ସହ ଯବାନ ହେବା ପାଇଁ କଠିନ ପରିଶ୍ରମ ଜାରି ରଖିଥିଲେ। ଏଥର ସେ ସି.ଆର.ପି.ଏଫ ଯବାନ ହେବା ପାଇଁ ପରୀକ୍ଷାରେ ଉର୍ତ୍ତୀର୍ଣ୍ଣ ହୋଇଛନ୍ତି। କର୍ଲାମୁଣ୍ଡା ବ୍ଲକର ପ୍ରଥମ ମହିଳା ଯିଏ ସି.ଆର୍‌.ପି.ଏଫ୍‌ରେ ଯୋଗ ଦେବେ।  ଏଥିପାଇଁ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗହଃଜ୍ଜ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026

You Might Also Like

  ଜିଲ୍ଲା  

ଜଗହଃଜ୍ଜ