-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||     

HOME   ଜିଲ୍ଲା

ଲର୍କା ଠାରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ

18-Aug-2025



(ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ଲର୍କା ପଞ୍ଚାୟତରେ ବି ଡି ଓ ସୁଶାନ୍ତ କୁମାର ରଣାଙ୍କ ଅଧ୍ୟକ୍ଷତାରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାବେଳେ ସରପଞ୍ଚ ଜୟଶ୍ରୀ ପଟେଲ,ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆଶୁତୋଷ ରାଉତ, ଜଳ ଓ ପରିମଳ ବିଭାଗ ସହକାରୀ ଯନ୍ତ୍ରୀ ରତିକାନ୍ତ ବାଲମୁଚୁ ,ଏ ପି ଓ ରବି ନାରାୟଣ ରାଉତ,ଜି ପି ଡି ଓ ଭୀଷ୍ମ କୁମାର, ଯୋଗାଣ ନୀରିକ୍ଷକ ଆଲୋକ କୁମାର ପାତ୍ର, ବି ପି ସି ଜ୍ୟୋତି ରଞ୍ଜନ ପଣ୍ଡା,ବି ଏସ ଏସ ଓ
ହିତେଶ କୁମାର ଆଡବାହି,ସି ଆର୍ ସି ସି ଶୁଭେନ୍ଦୁ ଯୋଶୀ,କୃଷି ଅଧିକାରୀ ଭୋଜରାଜ ପଟେଲ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଯଜ୍ଞ ଭାରତୀ ମାଝୀ, ଏ ଡି ଇ ଓ ପବିତ୍ର କଶ୍ୟପ, ପ୍ରାଣୀ ଚିକିତ୍ସା ବିଶେଷଜ୍ଞ କଳ୍ପନା ମଙ୍ଗରାଜ,ମହିଳା ପରି ଦର୍ଷିକା ଅହଲ୍ୟା ଜଗତ,ରାଜସ୍ବ ନୀରିକ୍ଷକ ପୂଜାରୀ  ବି ଏଫ୍ ଟି ଟିକନୁ ତାଣ୍ଡି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।ସମୁଦାୟ ଆଠଟି ଲିଖିତ ଅଭିଯୋଗ ଆସିଥିଲା, କିଛି ଅଭିଯୋଗର ତୁରନ୍ତ ସମାଧାନ ହୋଇଛି ଏବଂ ଅନ୍ୟ ଅଭିଯୋଗ ଗୁଡ଼ିକର ସମାଧାନ କରିବାକୁ ଅଧିକାରୀ ପ୍ରତିଶ୍ରୁତି ଦେଇଛନ୍ତି ।ଆଜି ଏହି ଶିବିରରେ ଅତି ନିରୀହ ବିଧବା ମହିଳା ସୁମିତ୍ରା ପଟ୍ଟନାୟକଙ୍କୁ ତିନି ମାସର ବିଧବା ଭତ୍ତା ପ୍ରଦାନ କରିଛନ୍ତି ସରପଂଚ ଜୟଶ୍ରୀ ପଟେଲ । ମହିଳାଙ୍କୁ ତୁରନ୍ତ ସରକାରୀ ଯୋଜନା ମାଧ୍ୟମରେ ଘର ତିଆରି କରିବାକୁ ସରକାରୀ ଜମି ଯୋଗାଇଦେବାକୁ ରାଜସ୍ବ ନିରୀକ୍ଷକଙ୍କୁ ବି ଡ଼ି ଓ ଙ୍କ  ନିର୍ଦ୍ଦେଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026

You Might Also Like