-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବାବୁଫାସଡ଼ ପଂଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

18-Aug-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବାବୁଫାସଡ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସର ସଭା ଗୃହରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଶିବିରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୁଦ୍ରପ୍ରସାଦ ସୁନା ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ, ଡ. ଧୀରେନ୍ଦ୍ର ମେହେର ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ l ତା ସହିତ ସରପଞ୍ଚ ଶ୍ରୀମତୀ ଜୟନ୍ତୀ ସେଠ ଙ୍କ ଅଧ୍ୟକ୍ଷତାରେ ଆଜିର ଜନ ଶୁଣାଣୀ ଶିବିର ପରିଚାଳିତ ହୋଇଥିଲା l ଶିବିର ରେ ସର୍ବମୋଟ 41 ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ ଗାଈ ଓ ଛେଲି ଗୁହାଳ ନିର୍ମାଣ ସକାଶେ 13 ଟି ଅଭିଯୋଗ ହୋଇଥିଲା l 23 ଟି ଅନ୍ୟାନ୍ୟ ଅଭିଯୋଗ ପଞ୍ଜିକରଣ ହୋଇଥିଲା l ମୁଖ୍ୟତଃ ମାଟି ଉନ୍ନତି , ଆବାସ ଗୃହ, ଭତ୍ତା , ଛେଳି , ମେଣ୍ଢା, ଗାଈ ଗୁହାଳ ନିର୍ମାଣ ପାଇଁ ତଥା ବିଭିନ୍ନ ସମସ୍ୟା ଉପରେ ଅଭିଯୋଗ ଆସିଥିଲା l ଏଥିରେ ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ଞାନରଂଜନ ଦାସ ଙ୍କ ତତ୍ତ୍ଵାବଧାନରେ ର ଶିବିର ପରିଚାଳିତ ହୋଇଥିଲା l

ଏହି ଶିବିର ରେ ବ୍ଲକ ର ଗ୍ରାମ ପଞ୍ଚାୟତ ଅଧିକାରୀ ସୌଭାଗ୍ୟ ପଧାନ , ଯୋଗାଣ ଅଧିକାରୀ , ବି ଆର୍ ସି ଅଂଶୁମାନ ଦେବ ବାବୁ ,ଆଲୋକ ମିଶ୍ର , ଧୂବଲ୍ କିଶୋର ମଲ୍ଲିକ ,ଅମିତ୍ ପଟେଲ ସୁନିଲ ସାହୁ  ପ୍ରମୁଖ ବିଭିନ୍ନ ବିଭାଗ ର କର୍ମଚାରୀ ଉପସ୍ଥିତ ରହି ସହଯୋଗ କରି ଥିଲେ l ଏହି ପରି ପଞ୍ଚାୟତ ର ଏ ଡି ଇ ଓ, ୱାର୍ଡ ସଭ୍ୟ, ନାଏବ ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଜନ ଶୁଣାଣୀ ଶିବିର ଟି ଶାନ୍ତିପୂର୍ଣ୍ଣ ଭାବରେ ଦେଖିବାକୁ ମିଳିଥିଲା l  ପଞ୍ଚାୟତ ସ୍ତରରେ ଏ ପ୍ରକାର ଅଭିଯୋଗ ଶୁଣାଣି କାର୍ଯକ୍ରମ ହେଉଥିବାରୁ ଲୋକମାନେ ନିଜ ନିଜ ସମସ୍ୟା ସମ୍ପର୍କରେ ଅଭିଯୋଗ କରି ସୁଫଳ ପାଉଥିବାରୁ ପ୍ରକୃତରେ ସରକାରଙ୍କ ଏହା ଏକ ସୁନ୍ଦର ପଦକ୍ଷେପ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like