-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କମିଶନରେଟ ପୋଲିସ ଦ୍ୱାରା ଜଟଣୀ ପ୍ରସିଦ୍ଧ ଗଣେଶ ପୂଜା ପ୍ରସ୍ତୁତି ବୈଠକ

18-Aug-2025



ଭୁବନେଶ୍ୱର/ଜଟଣୀ(ପ୍ରେରଣା ଖବର): ଓଡିଶା ପ୍ରସିଦ୍ଧ ଜଟଣୀ ଗଣେଷ ପୂଜାକୁ ନେଇ ଆଜି କମିଶନରେଟ ପୋଲିସ ଏ.ଡି.ସି.ପି.ଭୁବନେଶ୍ୱର ସଞ୍ଜୟ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅଗ୍ରୱାଲ ଧର୍ମଶାଳା ଠାରେ ଅନୁଷ୍ଠିତ ହୋଇଛି l ଏହି ବୈଠକରେ ଜଟଣୀ ସମସ୍ତ ପ୍ରମୁଖ ପୂଜା କମିଟିର ସଭାପତି, ସମ୍ପାଦକଙ୍କ ସହ ତହସିଲଦାର, ବି. ଡି. ଓ. ମୁନିସିପାଲିଟି କାର୍ଯ୍ୟ ନିର୍ବାହୀ ଅଧିକାରୀ,ଜଟଣୀ ପୌରାଧ୍ୟକ୍ଷ, କାଉନସିଲରଙ୍କ ସହ ଜ଼ିଲ୍ଲାର ବିଭିନ୍ନ ବିଭାଗର ପ୍ରଶାସନିକ  ଅଧିକାରୀ ଉପସ୍ଥିତ ଥିଲେ l ଚଳିତ ବର୍ଷ ଏଇ ପୂଜାକୁ ଜାକଜକମରେ କରିବାକୁ ସମସ୍ତ ପୂଜା ମଣ୍ଡପ ପ୍ରସ୍ତୁତ ଥିବା

ନେଇ କମିଟି ତରଫରୁ କୁହାଯାଇଛି l ସେହିପରି ଜଟଣୀର କିଛି ବଜାରରେ ସମସ୍ୟା ନେଇ ମଧ୍ୟ ମଣ୍ଡପର ସଦସ୍ୟ ମାନେ ଅଭିଯୋଗ କରିଛନ୍ତି l ଉଚ୍ଚତମ ନ୍ୟାୟାଳୟ ନିର୍ଦେଶ ଅନୁଯାଇ ଚଳିତ ବର୍ଷ ପୂଜାକୁ ଶୁଙ୍ଖଳିତ ଭାବେ  କରିବା ସହ ସିସି ଟିଭି  ମଣ୍ଡପରେ  ଲଗେଇବା ଓ ଗଣେଶ ଭଷାଣି ରେ ଡି.ଜେ  କିମ୍ବା କୌଣସି ବକ୍ସ ସାଉଣ୍ଡ ବ୍ୟବହାର ହବନାହିଁ କି ବାଣ ପୁଟିବ ନାହଁ l ପାରମ୍ପରିକ ବାଜା ବ୍ୟବହାର କରିବା ପାଇଁ ଉପସ୍ଥିତ ସମସ୍ତ ପୂଜା କମିଟି କୁ ଏ.ଡି. ସି. ପି  ମହାପାତ୍ର ନିବେଦନ କରିଛନ୍ତି l ଏଇ ବୈଠକରେ ଏ. ସି. ପି.ଜୋନ ୩ ତାପସ ଚନ୍ଦ୍ର ପ୍ରଧାନ,ଆଇ. ଆଇ ସି.ସ୍ଟାଲିନ ବିଶ୍ୱାଳ, ଆର ପି ଏଫ୍, ଇନିସ୍ପେକଟର, ଜି. ଆର. ପି ସହ ଜଟଣୀର ବିଭିନ୍ନ ଅନୁଷ୍ଠାନର କର୍ମକର୍ତା ଉପସ୍ଥିତ ଥିଲେ l ଚଳିତ ବର୍ଷ ସମସ୍ତ ଜନସାଧାରଣ ଓ ପୂଜା ମଣ୍ଡପର ସଭ୍ୟ ମାନଙ୍କୁ ସହଯୋଗ କାମନା କରିଛି କମିଶନରେଟ ପୋଲିସ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like