-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ରାଜ୍ୟ

ହିଞ୍ଜିଳିକାଟୁରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସବିବ, ବିଭିନ୍ନ ସ୍ଥାନ ବୁଲି ନିର୍ବାଚିତ ପ୍ରତିନିଧିଙ୍କ ସହ କଲେ ଆଲୋଚନା

26-Jan-2021



ହିଞ୍ଜିଳିକାଟୁ(ପ୍ରେରଣା ଖବର ବ୍ୟୁରୋ) :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବତନ୍ତ୍ର ସଚିବ ଭିନିଲ୍ କ୍ରୀଷ୍ଣା ଆଜି ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀର ଶେରଗଡ ଓ ହିଞିଳିକାଟୁ ବ୍ଲକର ବିଭିନ୍ନ ଅଞ୍ଚଳ ବୁଲି ସମୀକ୍ଷା କରିଛନ୍ତି। ପ୍ରଥମେ ହିଞିଳିକାଟୁ ବ୍ଲକ କାର୍ଯ୍ୟାଳୟରେ ସମବାୟ ବିଭାଗର ସମସ୍ତ ସଂପାଦକ ଓ ବିଭାଗୀୟ ଅଧିକାରୀ ଓ ବୃନ୍ଦାବନ ବିଦ୍ୟାପୀଠ ପରିଦର୍ଶନ କରି ଶିକ୍ଷକ ଓ ଶିକ୍ଷୟତ୍ରୀ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ।

ଏହା ପରେ ଶେରଗଡ ବ୍ଲକରେ ପହଞ୍ଚି ପଞ୍ଚାୟତର ନିର୍ବାଚିତ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଥିଲେ ।ଏହା ପରେ ଶେରଗଡ ବ୍ଲକର ପିତ୍ତଳ ହାଇସ୍କୁଲରେ ପହଞ୍ଚି ଡିଜିଟାଲ କ୍ଲାସ ରୁମ୍ ବୁଲି ଦେଖିଥିଲେ। ସ୍କୁଲର ଭିତ୍ତିଭୂମି ଓ ପାଠ ପଢା ସଂପର୍କରେ ପିଲାମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲେ। ସରକାରୀ ସ୍କୁଲରେ ଉନ୍ନତମାନର ଶିକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସକୁ ଛାତ୍ରଛାତ୍ରୀ ଶିକ୍ଷକ ଓ ଅଭିଭାବକ ସ୍ବାଗତ କରିଛନ୍ତି। ସ୍ବତନ୍ତ୍ର ସଚିବଙ୍କ ସହିତ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଆସି ତଦାରଖ କରିଥିଲେ। ସଚିବଙ୍କ ଗସ୍ତ ସମୟରେ ସ୍ଥାନୀୟ ବିଡ଼ିଓ ତହସିଲଦାର ପୋଲିସ ପ୍ରଶାସନ ଏବଂ ବ୍ଲକ ଅଧକ୍ଷ ରାଜ ନେତା ନିର୍ବାଚିତ ପ୍ରତିନିଧି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like