-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନୂଆଁଖାଇ ଶୁଭଲଗ୍ନ ସ୍ଥିର ୨୮ରେ ହେବ ମାଁ ସମଲେଶ୍ବରୀ ଙ୍କ ଠାରେ ନବାନ୍ନ ଲାଗି ହେବା ପାଇଁ ସ୍ଥିରୀକୃତ

19-Aug-2025




ସମ୍ବଲପୁର : (ସଂଜୀବ ପାଣିଗ୍ରାହୀ) : ଆଜି ପଶ୍ଚିମ ଓଡ଼ିଶାର କୃଷି ଭିର୍ଭିକ ଗଣପର୍ବ ନୂନୂଆଖାଇ ପାଇଁ ସମ୍ବଲପୁର ଝାଡ଼ୁ ଆପଡା ସ୍ଥିତ ବ୍ରହ୍ମପୁରା ମନ୍ଦିର ଠାରେ ଶୁଭ ଲଗ୍ନ ନିର୍ଦ୍ଧାରିତ ହୋଇଛି । ଆସନ୍ତା ଅଗଷ୍ଟ ୨୮ ତାରିଖ ଗୁରୁବାର ଭାଦ୍ର ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥ୍‌ ସକାଳ ସମୟ ୧୦ଟା ୩୩ ମିନିଟରୁ ୧୦ଟା ୫୫ ମିନିଟ ମଧ୍ୟରେ ସମ୍ବଲପୁରର ଅଧୂ ଷ୍ଠାତ୍ରୀ ଦେବୀ ମା ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ବା ନୂଆ ଚାଉଳର ଭୋଗ ଅର୍ପଣ ହେବ ସମ୍ବଲ ପୁର ବ୍ରହ୍ମ ପୁରା ମନ୍ଦିରରେ ପଣ୍ଡିତ ମହାସଭା ଏହି ଲଗ୍ନ ନିର୍ଣ୍ଣୟ କରିଛନ୍ତି ।
ଆଜି ଅଗଷ୍ଟ ମାସ ୧୬ ତାରିଖ ଅପରାହ୍ନ ୪ଟା.୩୦ ମିନିଟ ସମୟରେ ଝାଡୁଆପଡ଼ାର ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ବୋର୍ଡ ଦ୍ଵାରା ଅହୁତ ବୈଠକରେ ଆମନ୍ତ୍ରିତ ପଣ୍ଡିତଗଣ ମହେଶ୍ଵର ନାୟକ, ଲକ୍ଷ୍ମଣ ବେହେରା, ସୁଧାଂଶୁ ଶେଖର ପାଣିଗ୍ରାହୀ, ଅକ୍ଷୟ ପୁରୋହିତ, ବଂଶୀଧର ଶତପଥୀ, ଗିରିଜା ଶଙ୍କର ପଣ୍ଡା, ଝସକେତନ ହୋତା, ରବିନାରାୟଣ ପଣ୍ଡା, ସଚ୍ଚିଦାନନ୍ଦ ମିଶ୍ର, ପ୍ରଭାକର ତ୍ରିପାଠୀ, ଶଶାଙ୍କ ଶେଖର ମିଶ୍ର, ଦାଶରଥ୍ ପୁରୋହିତ, କୃଷ୍ଣ ଚନ୍ଦ୍ର ପାଣିଗ୍ରାହୀ, ରାକେଶ ମିଶ୍ର, ଚନ୍ଦ୍ର ପାଣିଗ୍ରାହୀ, ବୁଲୁ ପାଢ଼ୀ, ବିନୀତ ପାଣ୍ଡେ, ମନବୋଧ ପାଢ଼ୀ, ଉତ୍ତମ ରଥ ଓ ଜିତେନ୍ଦ୍ର ନନ୍ଦ ଆଦି ପଣ୍ଡିତ ମଣ୍ଡଳୀ ସମୂହ ଭାବରେ ମାଁ ସମଲେଶ୍ଵରୀଙ୍କ ରାଶି ଓ ନକ୍ଷତ୍ର ଅନୁସାରେ ନୂଆଖାଇ ପାଇଁ ଶୁଭ ଲଗ୍ନ ସ୍ଥିରୀକୃତ କରିଥିଲେ ଆସନ୍ତା ଅଗଷ୍ଟ ୨୮ ତାରିଖ ପୂର୍ବାହ୍ନ ୧୦ଟା ୩୩ ରୁ ୧୦ଟା ୫୫ ମିନିଟ ମଧ୍ଯରେ ନବାନ୍ନ ଲାଗି ହେବ ବୋଲି ବୈଠକରେ ସ୍ଥିର ହୋଇଛି । ଏହି ଶୁଭ ଲଗ୍ନ ରେ ସମ୍ବଲପୁର ର ଅଧୂଷ୍ଠାତ୍ରୀ ଦେବୀ ସମଲେଶ୍ୱରୀଙ୍କ ପାଖରେ ନବାନ୍ନ ଚଢାଯିବା ପରେ ସମଗ୍ର ପଶ୍ଚିମ ଓଡିଶାରେ ଏହି ଶୁଭ ଲଗ୍ନ ଅନୁସାରେ ନୂଆଁଖାଇ ପର୍ବ ପାଳନ ହୋଇଥାଏ I ପରେ ଘରେ ଘରେ ଲୋକେ ନୂଆ ଚାଉଳର ଭୋଗ ଖାଇ ନୂଆଖାଇ ପର୍ବ ପାଳନ କରିବେ ।
ପ୍ରତ୍ୟେକ ବର୍ଷ ସମ୍ବଲପୁରରେ ଜନ୍ମାଷ୍ଟମୀ ପର ଦିନ ଅର୍ଥାତ ନନ୍ଦଉତ୍ସବ ଦିନ ନୂଆଖାଇ ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ କରାଯିବାର ପରମ୍ପରା ରହିଛି ଏହି ପରମ୍ପରା ଅନୁଯାୟୀ, ନନ୍ଦୋତ୍ସବରେ ନୂଆଖାଇ ଲଗ୍ନ ସ୍ଥିର କରିଛି ପଣ୍ଡିତ ମହାସଭା ପଶ୍ଚିମ ଓଡ଼ିଶାର ନୁଆଁଖାଇ ଏକ ସ୍ୱତନ୍ତ୍ର ଗଣପର୍ବ ଅଟେ ଏହି ପର୍ବରେ ବର୍ଷର ଅମଳ ପ୍ରାରମ୍ଭରୁ ଉତ୍ପାଦିତ ହେଉଥିବା ଶସ୍ୟ ଧାନରୁ ଯେଉଁ ଅନ୍ନ ବାହାରେ ସେହି ଅନ୍ନକୁ ନିଜ ଇଷ୍ଟ ଦେବଦେବୀଙ୍କୁ ପାରମ୍ପରିକ ରୀତିନୀତିରେ ଅର୍ପଣ କରାଯିବାରଳ ପ୍ରଥା ରହି ଆସିଛି ଏହାପରେ ତାହାକୁ ପ୍ରସାଦ ଭାବେ ନିଜେ ଗ୍ରହଣ କରିଥାନ୍ତି I ନୂଆଁଖାଇ ପଶ୍ଚିମ ଓଡ଼ିଶାର ଏକ କୃଷିଭିଭିକ ମହାନ ଗଣପର୍ବ ହୋଇଥିଲେ ମଧ୍ୟ ଚାଷୀଠୁ ନେଇ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ନୂଆଁଖାଇ ପର୍ବ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି ଏହି ପର୍ବରେ ସାମାଜିକ, ଆଧ୍ୟାତ୍ମିକ ଓ ସାଂସ୍କୃତିକ ଝଲକ ଦେଖ‌ିବାକୁ ମିଳେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like