-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗନ୍ଧମାର୍ଦ୍ଦନ ଅଂଚଳ ପରିଦର୍ଶନ କରିବାକୁ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ।।

19-Aug-2025



ବରପାଲି (ସୁଦାମ ଦୀପ)
ଗନ୍ଧମାର୍ଦ୍ଦନ ଅଂଚଳ ପରିଦର୍ଶନ କରିବାକୁ ମହାମହିମ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କଲେ ସାଂସଦ ପ୍ରଦୀପ ପୁରୋହିତ । ଆଜି ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟି ନିମନ୍ତ୍ରଣ କଲେ ପ୍ରଦୀପ ପୁରୋହିତ । ଏହାସହ ପର୍ବତରେ ଥିବା ନୃସିଂହନାଥ ମନ୍ଦିର ଆସିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆମନ୍ତ୍ରଣ କଲେ ବରଗଡ଼ ସାଂସଦ । ସାକ୍ଷାତ ସମୟରେ ଗନ୍ଧମାର୍ଦ୍ଦନକୁ ନେଇ ହୋଇଥିବା ଐତିହାସିକ ଆନ୍ଦୋଳନକୁ ନେଇ ଦ୍ରୌପଦୀ ମୁର୍ମୁଙ୍କ ସହ ଆଲୋଚନା କରିଥିଲେ । ଦେଶ ସ୍ୱାଧୀନ ହେବା ପରେ ଉତ୍ତରାଖଣ୍ଡର ଚିପ୍କୋ ଆନ୍ଦୋଳନ ଓ କେରଳର ସାଇଲେଣ୍ଟ ଭାଲି ଆନ୍ଦୋଳନ ପରେ ଗନ୍ଧମାର୍ଦ୍ଦନ ଆନ୍ଦୋଳନ ହେଉଛି ତୃତୀୟ ଜନ ଆନ୍ଦୋଳନ । ଏହି ଆନ୍ଦୋଳନ ଫଳରେ ପରିବେଶ ସହ ଜନଜାତି ମାନଙ୍କୁ ସୁରକ୍ଷା ମିଳିପାରିଥିଲା । ଏହି କ୍ରମରେ ୧୯୮୦ ତତ୍କାଳୀନ କଂଗ୍ରେସ ସରକାର ସମୟରେ ଐତିହାସିକ ବାଲକୋ ଆନ୍ଦୋଳନ ହୋଇଥିଲେ । ଏଥିରେ ୫୦ ହଜାରରୁ ଅଧିକ ଜନଜାତି, ସାଧୁସନ୍ଥ, ବୁଦ୍ଧିଜୀବୀଙ୍କ ସହ ସ୍ଥାନୀୟ ବାସିନ୍ଦା ସାମିଲ ହୋଇଥିଲେ । ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ ବର୍ତ୍ତମାନର ସାଂସଦ ପ୍ରଦୀପ ପୁରୋହିତ । ଆନ୍ଦୋଳନରେ ଗନ୍ଧମାର୍ଦ୍ଦନର ପବିତ୍ରତା ଓ ପରିବେଶ ବଞ୍ଚାଇବାରେ ସେ ଐତିହାସିକ ଭୂମିକା ନେଇଥିଲେ । ଯାହାଫଳରେ ଗନ୍ଧମାର୍ଦ୍ଦନ ଓ ଏଠାକାର ବାସିନ୍ଦାଙ୍କୁ ସୁରକ୍ଷା ଦିଆଯାଇପାରିଥିଲେ । ଆଜି ବି ଗନ୍ଧମାର୍ଦ୍ଦନ ଅଂଚଳ ଓ ଆଖପାଖରେ ୫୦ ହଜାରରୁ ଅଧିକ ଆଦିବାସୀ ଏବଂ ଗ୍ରାମବାସୀ ବସବାସ କରୁଛନ୍ତି । ଯେଉଁମାନଙ୍କର ଜୀବୀକା ଜଙ୍ଗଲ, ଔଷଧୀୟ ବୃକ୍ଷ ଓ ପ୍ରାକୃତିକ ପରିବେଶ ଉପରେ ଆଧାରିତ । ଦୁର୍ଭାଗ୍ୟବଶତଃ ଆଜି ବି ଏମାନେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ବହୁ ପଛରେ ଅଛନ୍ତି । ଯଦି ଏଠାରେ ଆଧ୍ୟାତ୍ମିକ ପର୍ଯ୍ୟଟନ, ପରିବେଶ ପର୍ଯ୍ୟଟନ ଓ ଅଂଚଳର ବିକାଶ ହୋଇପାରିଲେ ଏହି ଅଂଚଳ ନୂଆ ପରିଚୟ ସୃଷ୍ଟି ପାଇପାରିବ ବୋଲି ରାଷ୍ଟ୍ରପତିଙ୍କୁ ଜଣାଇଛନ୍ତି ପ୍ରଦୀପ ପୁରୋହିତ । ଆଦିବାସୀ ସଂସ୍କୃତି ସହ ଗନ୍ଧମାର୍ଦ୍ଦନ ପର୍ବତ ଯୋଡ଼ି ହୋଇ ରହିଥିବାରୁ ଅନୁକୁଳ ସମୟ ଦେଖି ପର୍ବତରେ ଥିବା ନୃସିଂହନାଥ ମନ୍ଦିର ଆଗମନ ପାଇଁ ଦ୍ରେୀପଦୀ ମୁର୍ମୁଙ୍କୁ ବିନମ୍ର ନିବେଦନ କରିଛନ୍ତି ବରଗଡ଼ ସାଂସଦ । ରାଷ୍ଟ୍ରପତିଙ୍କ ଆଗମନ ଏହି ଅଂଚଳ ପାଇଁ ଐତିହାସିକ ଓ ଅବିସ୍ମରଣୀୟ ହେବ ବୋଲି କହିଛନ୍ତି ବରଗଡ଼ ସାଂସଦ । ରାଷ୍ଟ୍ରପତି ଗନ୍ଧମାର୍ଦ୍ଦନ ଆସିବା ନେଇ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି । ରାଷ୍ଟ୍ରପତିଙ୍କୁ ସାକ୍ଷାତ ସମୟରେ ସାଂସଦ ପ୍ରଦୀପ ପୁରୋହିତଙ୍କ ସହ ତାଙ୍କ ଧର୍ମପତ୍ନୀ ପ୍ରତିମା ପୁରୋହିତ, ଦ୍ୱାରିକା ପ୍ରସାଦ ପଣ୍ଡା ଓ ଅନ୍ନପୂର୍ଣ୍ଣା ପଣ୍ଡା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like