-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ବଜ୍ରପାତ ରୁ ସୁରକ୍ଷା ଓ ସାପ କାମୁଡାରେ ପ୍ରତିକାର ଆଲୋଚନାଚକ୍ର

19-Aug-2025



ଡୁଙ୍ଗୁରିପାଲି,ତା.୧୯/୮:ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନରେ ବିଦ୍ୟାଳୟରେ ବଜ୍ରପାତ ଓ ସାପ କାମୁଡାର ସଚେତନତା ସଭା ଅନୁଷ୍ଠିତ  ହୋଇଯାଇଛି।   ସଭାରେ କନ୍ଦାଗାଡ ଉଚ୍ଚ ବିଦ୍ୟାଳୟର ପୂର୍ବତନ ସାମାଜିକ ବିଜ୍ଞାନ ଶିକ୍ଷକ ସମ୍ପଦ ଖମାରୀ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ବଜ୍ରପାତର କାରଣ, ନିବାରଣ ଓ  ସତର୍କତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ବଜ୍ରପାତ ସତର୍କତାର ସୋପାନ ଗୁଡ଼ିକ ପ୍ରଦର୍ଶନ କରିଥିଲେ।  ସଂସ୍କୃତ ଶିକ୍ଷକ ରାଜୁ ମେହେର ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ସାପ କାମୁଡ଼ାର ସତର୍କତା ବିଷୟରେ ତଥ୍ୟ ପ୍ରଦାନ କରିଥିଲେ।
 ଆଜିକାର ସଭାରେ   ନବମ ଶ୍ରେଣୀ ଛାତ୍ରୀ ଆଭା ସାହୁ ବଜ୍ରପାତ ସମ୍ବନ୍ଧୀୟ ସତର୍କତାର ସୋପାନ ପ୍ରଦର୍ଶନ କରିଥିବା ବେଳେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ  ଧନ୍ୟବାଦ୍ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମକୁ  ସଞ୍ଜୀବ ପୂଜାରୀ,କିରଣ କୁମାର ପଟେଲ, ସ୍ନିଗ୍ଧା ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କଠାର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like