-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ରାଜସ୍ଵ ଅମଲା ସଂଘ ର ବିଶାଳ ସମାବେଶ*- *ଧମକ ଦ୍ବାରା ନୁହେଁ ଆଲୋଚନା ମାଧ୍ୟମରେ ସମାଧାନ ହେଉ- *ରାଜ୍ୟ ସଭାପତି* *

19-Aug-2025



-   ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ରାଜସ୍ୱ ଅମଲା ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ଏନ୍ ଜି ଓ ସି ସି ହଲ୍ ଠାରେ  ଆନ୍ଦୋଳନ ର ଆଗମୀ କାର୍ଯ୍ଯ ପନ୍ଥା ଓ ରୂପ ରେଖ ଉପରେ ଅମଲା ସଂଘ ର ଏକ ଜିଲ୍ଲା ସମାବେଶ ଅନୁଷ୍ଠିତ ହୋଇ ଯାଇଛି l ରାଜ୍ୟ ସଭାପତି ଶ୍ରୀଯୁକ୍ତ ତ୍ରିପତି ବାଲାଜୀ ସାହୁ ଓ ରାଜ୍ୟ ଏକ୍ସନ କମିଟି ଅଧ୍ୟକ୍ଷ ପ୍ରସନ୍ନ କୁମାର ନାଏକ ଯୋଗ ଦେଇ ଆମ କାର୍ଯ୍ଯ ବନ୍ଦ ଆନ୍ଦୋଳନ ରେ ସାଧାରଣ ଜନତା ଯେଉଁ ହଇରାଣ ହରକତ ହେଉଛନ୍ତି , ସେଥିପାଇଁ ଆମେ ଦୁଃଖିତ କହି ଏଥିପାଇଁ ସରକାର ହିଁ ଦାୟୀ ବୋଲି କହିଥିଲେ l ସରକାର ଙ୍କ ଯୋଜନା ସବୁ କୁ ଯେଉଁ ଅମଲା ତୃଣ ମୂଳ ଯାଏ ପହଞ୍ଚାଇବାରେ ସର୍ବଦା ପ୍ରମୁଖ ଭୂମିକା ନେଇଛି, ସରକାର ଚାହିଁଲେ ତୁରନ୍ତ ସମାଧାନ କରି ପାରିବ ବୋଲି କହି ଥିଲେ l କିନ୍ତୁ ଧମକ ପୂର୍ଣ୍ଣ ଭାବେ ନୁହେଁ ଆଲୋଚନା ମାଧ୍ୟମରେ ସମାଧାନ ହେଉ ବୋଲି ରାଜ୍ୟ କର୍ମ କର୍ତ୍ତା ପ୍ରକାଶ କରିଛନ୍ତି l ଓ ସରକାର ଚାହିଁଲେ ଆମେ ମଧ୍ୟ ଦିନେ ଦୁଇ ଦିନ ଭିତରେ ଯୁଦ୍ଧ କାଳୀନ ଭିତ୍ତିରେ ଏହାର ସମାଧାନ ପାଈଁ ଚେଷ୍ଟିତ ଅଛୁ ବୋଲି ଶ୍ରୀ ସାହୁ ଓ ଶ୍ରୀ ନାଏକ୍ ଆଜି ସାମ୍ୱାଦିକ ସମ୍ମିଳନୀରେ ରେ କହିଛନ୍ତି l  ଆଜିର ର ଏ ସମାବେଶ ରେ ରାଜସ୍ବ ଅମଲା ସଂଘ ର ରାଜ୍ୟ ମୁଖ୍ୟ ପରାମର୍ଶଦାତା ସୁଧାକର ମହାପାତ୍ର, ରାଜ୍ୟ ଉପସଭାପତି ସୁରେନ୍ଦ୍ର ବାବୁ, ରାଜ୍ୟ ଯୁଗ୍ମ ସମ୍ପାଦକ ତଥା ସୁବର୍ଣ୍ଣପୁର ରାଜସ୍ବ ଅମଲା ସଂଘ ଅଧ୍ୟକ୍ଷ ନିଳାମ୍ବର ଶତପଥୀ,ବଲାଙ୍ଗିର ସମ୍ପାଦକ ରତିକାନ୍ତ ପୁରୋହିତ, ନବରଙ୍ଗପୂର୍ ସଭାପତି  କୈଳାଶ ଚନ୍ଦ୍ର ଦାଶ, କୋରାପୁଟ ଅମଲା ସଂଘ ର ସଂପାଦକ ମୋନୋଜ ବାରିକ,  ପ୍ରମୁଖ ରାଜ୍ୟର ବିଭିନ୍ନ ଜିଲ୍ଲା ରୁ ସୁବର୍ଣ୍ଣପୁରର ଜିଲ୍ଲା ର ଏହି ବିଶାଳ ସମାବେଶରେ ଧାରଣା ସ୍ଥଳ ପହଞ୍ଚି  ନିଜ ନିଜ ର ମତ ରଖି ସମସ୍ତେ ଏକାଠି ହୋଇ ଲଢ଼ିବାକୁ ଆହ୍ବାନ କରି ଥିଲେ lସୁବର୍ଣ୍ଣପୁର ଜିଲ୍ଲା ସଭାପତି ଜ୍ୟୋତିରଞ୍ଜନ ଦାନୀ, ସମ୍ପାଦକ ବନମାଳୀ ମେହେର, କାର୍ଯ୍ୟକାରୀ ସଭାପତି ସିତେଶ ପୂଜାହରୀ, ଜିତେନ ଦୀପ, ଶିବଦତ୍ତ ଦାଶ, ଦିନେଶ ମିଶ୍ର, ଗିରିଧାରୀ ହୋତା , ଜ୍ୟୋତିପ୍ରକାଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like