-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଜିଲ୍ଲା

ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

19-Aug-2025



ନବରଙ୍ଗପୁର-(ମିହିର ଶଙ୍କର ପାତ୍ର)
ଡାବୁଗାଁ ସଦର ମହକୁମା ସ୍ଥିତ ଦୁର୍ଗା ପୂଜା ମଣ୍ଡପ ନିକଟରେ ଅପରାହ୍ନ 5 ଘଣ୍ଟା ସମୟରେ ଗ୍ରାମର ଭଦ୍ର ବ୍ୟକ୍ତି ଜି ସାଇ ରାଜୁଙ୍କ ସଭାପତିତ୍ବ ରେ ଡାବୁଗାଁର ଜନସାଧାରଣ ଙ୍କୁ ନେଇ  ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେଲା। ଚଳିତ ବର୍ଷ ପୂଜାକୁ ଆକର୍ଷଣୀୟ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ନେଇ ଆଲୋଚନା ହୋଇଥିଲା । ଦୀର୍ଘ ବର୍ଷରୁ ପାଳିତ ହୋଇ ଆସୁଥିବା ଏହି ପୂଜା ଗ୍ରାମର ସାମାଜିକ ଏକତାକୁ ମଜବୁତ କରିଆସୁଥିବା ବେଳେ ଆଡ଼ମ୍ବର ସହକାରେ ପାଳନ ନେଇ ମତ ପ୍ରକାଶ ପାଇଥିଲା । ଦୁର୍ଗାପୂଜା ପରିଚାଳନା ପାଇଁ ନୂତନ କମିଟି ଗଠନ କରାଯାଇଥିଲା। ସଭାପତି  ଭାବରେ ସୁରେନ୍ଦ୍ର ମିଶ୍ର,ଉପସଭାପତି ଭାବେ ଦିବ୍ୟରଞ୍ଜନ ପାତ୍ର, ସମ୍ପାଦକ ଭାବେ ସନ୍ତସ ପାତ୍ର, କସାଧକ୍ଷ ଭାବେ ଭଗବାନ ପାତ୍ର ଏବଂ ସୁରେଶ ଚନ୍ଦ୍ର ବେହେରାଙ୍କୁ ଚୟନ କରା ଯାଇଥିଲା। ଦୁର୍ଗପୁଜାର ସମସ୍ତ କାର୍ଯ୍ୟର ତଦାରଖ ପାଇଁ ଟୁକୁ ବିଷୟୀ ଙ୍କୁ ଦାଇତ୍ୱ ଦିଆଯାଇଛି। ଏତେଦ ବ୍ୟତୀତ ଚଳିତ ବର୍ଷାର ପୂଜା ନିମନ୍ତେ ଉପଦେଷ୍ଟା ଭାବରେ ଜି ସାଇ ରାଜୁ, ପ୍ରକାଶ ପଣ୍ଡା, ସୂର୍ଯ୍ୟ ନାରାୟଣ ସୁବୁଦ୍ଧି, ଗୁପ୍ତ ବିଷୟୀ, ରାଜେଶ ଅଗ୍ରୱାଲ, ବାବି ଜେନା,କୈଳାସ ବିଷୟୀ ଜଗନାଥ ରେଲି, ଆର ଶଙ୍କର ରାଓ, ସଦାନନ୍ଦ ନାୟକ, ଟି ଜଗନୁ ବାବୁ,ବୁଲୁ ରାୟ, ତାତା ରାଓ,ବିକାଶ ନିଶଙ୍ଖ,ସଭାଗ୍ୟ ବିଶ୍ୱାଳ ଙ୍କୁ ଉପଦେଷ୍ଟା ଭାବେ ଚୟନ କରା ଯାଇଥିଲା। ଏବଂ ଆଜିର ବୈଠକରେ  ଶତାଧିକ ଗ୍ରାମବାସୀ ଉପସ୍ଥିତି ଥିଲେ। ଆଜିର ବୈଠକ କୁ ଆୟୋଜନ କରିଥିଲେ( ଟୁକୁ)ଜଗନ୍ନାଥ ବିଷୟୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like