-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଆଜି ଠୁ ଜନସ୍ୱାସ୍ଥ୍ୟ କର୍ମଚାରୀଙ୍କ ଅହୋରାତ୍ର ଗଣଧାରଣା

19-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ଆସନ୍ତା କାଲି ୨୦ ତାରିଖ ଠାରୁ ଶ୍ରୀକ୍ଷେତ୍ର ଜନସ୍ୱାସ୍ଥ୍ୟ ଶ୍ରମିକ କର୍ମଚାରୀ ସଂଘ ଓଡିଶା ପକ୍ଷରୁ ଅହୋରାତ୍ର ଗଣଧାରଣା ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କରାଯିବାକୁ ଘୋଷଣା କରାଯାଇଛି। ଗତ ୧୯୯୩ ଏପ୍ରିଲ ୧୨ ତାରିଖ ପରେ ୩୦ ବର୍ଷରୁ ଉର୍ଦ୍ଧ ସମୟ ଧରି କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି ଦାବୀରେ ଏହି ଅହୋରାତ୍ର ଗଣଧାରଣା ଦିଆଯିବ। ଆସନ୍ତାକାଲି ଦିନ ୧୦ ଟାରେ ଜନସ୍ୱାସ୍ଥ୍ୟ ସର୍ବୋଚ୍ଚ ଯନ୍ତ୍ରୀଙ୍କ ଭୁବନେଶ୍ୱର କାର୍ଯ୍ୟାଳୟ ଆଗରେ ଏହି ଆନ୍ଦୋଳନ କରାଯିବାକୁ ସଂଘ ପକ୍ଷରୁ ଘୋଷଣା କରାଯାଇଛି। ପୂର୍ବରୁ ସଂଘ ସହ ବିଭାଗୀୟ ମନ୍ତ୍ରୀ ଓ ସଚିବ ଆଲୋଚନା କରିବା ପାଇଁ ବାରମ୍ବାର ପ୍ରତିଶୃତି ଦେଇଥିଲେ ହେଁ ତାହା କାର୍ଯ୍ୟକାରୀ ହେଉନାହିଁ। ଫଳରେ ଏହି ଅସ୍ଥାୟୀ କର୍ମଚାରୀଙ୍କ ଚାକିରୀ ଭବିଷ୍ୟତ ଅନ୍ଧକାରକୁ ଠେଲି ହୋଇଯାଇଛି। ସଂଗଠନର ଅଧ୍ୟକ୍ଷ ତଥା ବିଶିଷ୍ଟ ଜନନେତା ଜଗନ୍ନାଥ ପ୍ରଧାନ, ଉପଦେଷ୍ଟା କାଳିପ୍ରସାଦ ମିଶ୍ର, ସଭାପତି ସୁବାଷ ଚନ୍ଦ୍ର ସାହୁ, ସାଧାରଣ ସମ୍ପାଦକ ମାନସ ରଂଜନ ମହାନ୍ତି, ଉପସଭାପତି ପୂର୍ଣ୍ଣଚନ୍ଦ୍ର ଦିକ୍ଷୀତ, ସହ ସମ୍ପାଦକ ବିଜୟ ମଲ୍ଲିକ, କୋଷାଧ୍ୟକ୍ଷ ପ୍ରିୟରଂଜନ ମହାନ୍ତି, କାର୍ଯ୍ୟକାରୀ କମିଟି ସଦସ୍ୟ ବିଭୁ ପ୍ରସାଦ ମିଶ୍ର, ସଚିକାନ୍ତ ମହାନ୍ତି, ଅକ୍ଷୟ ରାଉତ, ଆନନ୍ଦ ହାତୀ ଓ ପ୍ରକାଶ କୁମାର ବେହେରା ପ୍ରମୁଖ ସମସ୍ତ ଅସ୍ଥାୟୀ କର୍ମଚାରୀମାନେ ଏହି ଆନ୍ଦୋଳନରେ ସାମିଲ ହେବେ ବୋଲି ପ୍ରକାଶ କରିଛ୍‌ନ୍ତି। ତୁରନ୍ତ ରାଜ୍ୟ ସରକାର ସହୃଦୟତାର ସହ ଏମାନଙ୍କ ଦାବୀକୁ ପୂରଣ କରିବା ପାଇଁ ସାଧାରଣରେ ଦାବୀ ହେଉଛି। ନଚେତ ଜଳଯୋଗାଣ ପରି ଅତ୍ୟାବଶ୍ୟକ ସେବା ପ୍ରଭାବିତ ହେବାର ଆଶଙ୍କା ରହିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like