-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଏନ୍ଏସି ଘୋଷଣା ତାଲିକାରେ କଣ୍ଟାମାଳକୁ ଉପେକ୍ଷା କଣ୍ଟାମାଳରେ ତୀବ୍ର ଜନଅସନ୍ତୋଷ

20-Aug-2025



କଣ୍ଟାମାଳ(ଜୟକୁମାର ମହାରଣା): ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଲକର ସଦର କଣ୍ଟାମାଳକୁ ଏନ୍ଏସି ମାନ୍ୟତା ପାଇଁ ଦୀର୍ଘ ଦିନରୁ ଦାବି ହୋଇ ଆସୁଛି l ଫିଜିବିଲିଟି ଦୃଷ୍ଟିରୁ ନୂତନ ଏନଏସି ନିମନ୍ତେ ଜିଲ୍ଲାର କଣ୍ଟାମାଳ ହିଁ ଏକମାତ୍ର ଦାବିଦାର ରହିଆସିଛି l ନୂତନ ଏନଏସି ପାଇଁ ଆବଶ୍ୟକ ସମସ୍ତ ଭିତ୍ତିଭୂମିକୁ ଦୃଷ୍ଟିରେ ରଖି ପୂର୍ବସରକାର କଣ୍ଟାମାଳକୁ ଏନ୍ଏସି ଘୋଷଣା କରିଥିଲେ କଣ୍ଟାମାଳ ଏକ ଏନଏସି ହେବାକୁ ଯାଉ ଥିବା ନେଇ କଣ୍ଟାମାଳବାସୀ ବେସ ଆଶାବାଦୀ ଥିଲେ l  ଏନେଇ କଣ୍ଟାମାଳବାସୀ ଉତ୍ସୁକତାରସହ ଅପେକ୍ଷା କରିଥିଲେ। ବର୍ତ୍ତମାନ ନୂତନ ସରକାର ସମ୍ପ୍ରତି ୧୨ଟି ନୂତନ ଏନ୍ଏସି ତାଲିକା ଘୋଷଣା କରିଥିବା ବେଳେ ସେଥିରେ କଣ୍ଟାମାଳର ନାମ ନ ଥିବାରୁ କଣ୍ଟାମାଳ ଜନସାଧାରଣଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାକୁ ନେଇ କଣ୍ଟାମାଳରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ବରୁ  ନୂତନ ଏନଏସି ତାଲିକାରେ ଭିତ୍ତିଭୂମି ଦୃଷ୍ଟିରୁ ସମଗ୍ର ବୌଦ୍ଧ ଜିଲ୍ଲାରୁ କଣ୍ଟାମାଳକୁ ଏକମାତ୍ର  ଏନ୍ଏସି ଭାବେ ସରକାର ଘୋଷଣା କରିଥିଲେ। ପରବର୍ତ୍ତୀ ସମୟରେ ଜିଲାରୁ ନୂତନ ଏନଏସି ତାଲିକାରେ ଆଉ କେତୋଟି ସାମିଲ ହୋଇଥିଲା l ଗମନାଗମନ ଦୃଷ୍ଟିରୁ କଣ୍ଟାମାଳ ୪ଟି ଜିଲ୍ଲାର ସଂଯୋଗ ସ୍ଥଳ l ଏନଏସି ଗଠନ ପାଇଁ ଆବଶ୍ୟକତା ଠାରୁ ଅଧିକ ଲୋକ ସଂଖ୍ୟା ରହିଛି l ଜିଲ୍ଲାର ତିନୋଟି ବ୍ଲକ ମଧ୍ୟରୁ କଣ୍ଟାମାଳ ଅନ୍ୟତମ l ଏଠାରେ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ,ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ,ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ, କଣ୍ଟାମାଳ ଦେୱାନୀ ଓ ଫୌଜଦାରୀ ଅଦାଲତ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଥାନା, ଓଡିଶା ଆଦର୍ଶ ବିଦ୍ୟାଳୟ, ନାକ ମାନ୍ୟତାପ୍ରାପ୍ତ କଣ୍ଟାମାଳ  କଲେଜ, ଆଇସିଡ଼ିଏସ କାର୍ଯ୍ୟାଳୟ, ସମେତ ପ୍ରାୟ ସମସ୍ତ ବ୍ଲକସ୍ତରୀୟ ସରକାରୀ କାର୍ଯ୍ୟାଳୟ ରହିଛି l କଣ୍ଟାମାଳକୁ ସବଡ଼ିଭିଜନ ମାନ୍ୟତା ପ୍ରଦାନ ପାଇଁ କଣ୍ଟାମାଳ ଓକିଲ ସଂଘ ସହ ବିଭିନ୍ନ ଅନୁଷ୍ଠାନ ଓ ଜନସାଧାରଣ ପକ୍ଷରୁ ଆନ୍ଦୋଳନ କରାଯାଇଛି l ଏପରିକି କଣ୍ଟାମାଳକୁ ସବଡ଼ିଭିଜନ ଘୋଷଣାଏହା ପାଇଁ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି l  ଏହା ଏକ ପ୍ରଧାନ ବାଣିଜ୍ୟ କେନ୍ଦ୍ର। ଏନ୍ ଏ ସି ପାଇଁ ସମସ୍ତ ସାଧନଯୋଗ୍ୟତା ତଥା ସମ୍ଭାବ୍ୟତା ରହିଛି। କଣ୍ଟାମାଳକୁ ଏନଏସି ମାନ୍ୟତା ପାଇଁ ଉଦ୍ଦିଷ୍ଟ ସମସ୍ତ କାଗଜାତ ଓ ତଥ୍ୟ ସ୍ଥାନୀୟ ବୁଦ୍ଧିଜୀବୀ ଓ ଜନସାଧାରଣ କଣ୍ଟାମାଳ ବିଡ଼ିଓ ଙ୍କ ମାଧ୍ୟମରେ ଜିଲ୍ଲାପାଳ ଓ ପରେ ସରକାରଙ୍କୁ ସର୍ବପ୍ରଥମେ ପ୍ରଦାନ କରାଯାଇଥିଲା। ବିଭିନ୍ନ ସମୟରେ ସମସ୍ତ ଭିତ୍ତିଭୂମିକୁ ଦୃଷ୍ଟିରେ ରଖି କଣ୍ଟାମାଳ କୁ ଏନଏସି ଭାବେ ଘୋଷଣା କରିବା ନେଇ ସରକାର ଘୋଷଣା କରିଥିଲେ ହେଁ ଅଗାମୀ ଦିନରେ ସବଡ଼ିଭିଜନ ମାନ୍ୟତା ଅପେକ୍ଷାରେ ଥିବା କଣ୍ଟାମାଳକୁ ନୂତନ ଏନଏସି ତାଲିକାରୁ ବଞ୍ଚିତ କରାଯାଇଥିବାକୁ ନେଇ କଣ୍ଟାମାଳର ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି l ସରକାର ତୁରନ୍ତ ଏହାର ଆବଶ୍ୟକତାକୁ ଉପଲବ୍ଧ କରି ଦ୍ୱିତୀୟ ତାଲିକାରେ କଣ୍ଟାମାଳକୁ ଏନଏସି ଘୋଷଣା ପାଇଁ ସାଧାରଣରେ ଦାବି ହେଉଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like