-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||     

HOME   ଜିଲ୍ଲା

ନାଇସ ବାଣିଜ୍ୟ ଓ ବିଜ୍ଞାନ ମହାବିଦ୍ୟାଳୟରେ ଜିଲ୍ଲା ୟୁଥ୍ ରେଡକ୍ରସ ତରଫରୁ ବିଶ୍ଵ ଏଡସ୍ ଦିବସ ପାଳିତ

20-Aug-2025



ବଲାଙ୍ଗୀର (ପ୍ରେରଣା ଖବର): ବୁଧବାର ଦିନ ବଲାଙ୍ଗିରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ନାଇସ ବାଣିଜ୍ୟ ଓ ବିଜ୍ଞାନ କଲେଜରେ ଜିଲ୍ଲା ୟୁଥ୍ ରେଡକ୍ରସ ତରଫରୁ ବିଶ୍ଵ ଏଡସ୍ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯକ୍ରମରେ ଡ଼ା ଦୈତାରୀ ପୂଝାରୀ(ଜିଲ୍ଲା ସଂଯୋଜକ ୟୁଥ୍ ରେଡକ୍ରସ, ବଲାଙ୍ଗିର) ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ସଭା ଆରମ୍ଭରେ ବିଦ୍ୟାଳୟର ଅଧ୍ୟକ୍ଷ କହ୍ନେଇ ଚରଣ ସାହୁ  ଉଦବୋଧନ ଦେଇ ରେଡକ୍ରସର ମହତ୍ତ୍ୱ ଓ ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିଥିଲେ। ମୁଖ୍ୟ ଅତିଥି ଡ଼ା ପୂଝାରୀ ଏଡ୍ସ ର କାରଣ ନିରାକରଣ ଓ ସାବଧାନତା ତଥା ସମାଜରେ ଏଥି ପାଇଁ ଚାଲୁଥିବା କୁପ୍ରଥା ଗୁଡ଼ିକ ବିଷୟରେ ଆଲୋକପାତ କରିଥିଲେ।  ଏହି କାର୍ଯକ୍ରମ ପାଇଁ ପୂର୍ବରୁ କୁଇଜ୍,ବକ୍ତୃତା ଏବଂ ପୋଷ୍ଟର ପେଣ୍ଟିଂ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଯାହାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।ଏହି ସମ୍ପୂର୍ଣ୍ଣ କାର୍ଯକ୍ରମ ତ  ଶେଷଦେବ ସହୁକ (ସଂଯୋଜକ,YRC,CNC)ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ରେ ପରିଚାଳିତ ହୋଇଥିଲା। ଶେଷରେ ଶ୍ରୀମାନ ଶେଷଦେବ ସାହୁ ଉପସ୍ଥିତ ଅତିଥିଙ୍କୁ  ଓ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି କାର୍ଯକ୍ରମରେ ମହାବିଦ୍ୟାଳୟର ଯୁଗ୍ମ ପରିଚାଳକ ଆଶୁତୋଷ ପୁରୋହିତ ଏବଂ  ପ୍ରଦୀପ ସାହୁଙ୍କ ସମେତ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ  ଓ ଅଧ୍ୟାପିକା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026

You Might Also Like