-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଅଧ୍ୟାପକ ବିଶ୍ଵନାଥ ମିଶ୍ର ରାଜୀବ ଗାନ୍ଧୀ ସେବା ସମ୍ମାନରେ ସମ୍ମାନିତ

20-Aug-2025



ବିନିକା(ହିମାଂଶୁ ଶେଖର ପୁଟେଲ)ରେଡକ୍ରସ ତରଫରୁ ଜାରି ରହିଥିବା ବିଭିନ୍ନ ଉଲ୍ଲେଖନୀୟ କାର୍ଯ୍ୟର ସଫଳ ସମ୍ପାଦନା ପାଇଁ ବିନିକା ସିଦ୍ଧାର୍ଥ ଡିଗ୍ରୀ ମହାବିଦ୍ୟାଳୟର ଅର୍ଥନୀତି ବିଭାଗ ଅଧ୍ୟାପକ ତଥା ସୋନପୁର ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ବିଶ୍ବନାଥ ମିଶ୍ରଙ୍କୁ ରାଜୀବ ଗାନ୍ଧୀ ସେବା ସମ୍ମାନରେ ସମ୍ମାନିତ କରାଯାଇଥିବାରୁ ଏ ଅଞ୍ଚଳର ଶିକ୍ଷାପ୍ରେମୀ,ଅଧ୍ୟୟନରତ ଛାତ୍ରଛାତ୍ରୀ ତଥା ସ୍ୱେଚ୍ଛାସେବୀ ମହଲରେ ଖୁସିର ଲହରୀ ଖେଳିଯାଇଛି । ସୂଚନା ଯୋଗ୍ୟ ଯେ ଆଜି ବୁଧବାର ଅର୍ଥାତ ୨୦ଅଗଷ୍ଟ ଭାରତରତ୍ନ ରାଜୀବ ଗାନ୍ଧିଙ୍କ ୮୧ତମ ଜନ୍ମଦିବସ ଅବସରରେ ଭୁବନେଶ୍ବର ସ୍ଥିତ ଜୟଦେବଭବନ ହଲଠାରେ ଆୟୋଜିତ ରାଜ୍ୟସ୍ତରୀୟ ବର୍ଣ୍ଣାଢ଼୍ୟ ସମାରୋହରେ ଅଧ୍ୟାପକ ବିଶ୍ଵନାଥ ମିଶ୍ର ରାଜୀବ ଗାନ୍ଧୀ ସେବା ସମ୍ମାନରେ ସମ୍ମାନିତ ହୋଇଛନ୍ତି ।ଅନୁଷ୍ଠିତ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ | ଏହି ଅବସରରେ ଅବସରପ୍ରାପ୍ତ ଉପ-ମାର୍ଶଲ ଭାରତୀୟ ବାୟୁସେନାର ମହାରାଜା ମହନ୍ତ, ପର୍ଯ୍ୟବେକ୍ଷକ ମୁଖ୍ୟ ସମ୍ପାଦକ ଡ. ପବିତ୍ର ମୋହନ ସାମନ୍ତରାୟ, ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟ,ପୂର୍ବତନ ରାଜ୍ୟସଭା ସଭ୍ୟ ରାମଚନ୍ଦ୍ର ଖୁଣ୍ଟିଆ,ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ,ଫକୀରମୋହନ ବିଶ୍ବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର କୁମାରବର୍ ଦାସ, ଓଡ଼ିଶା ରାଜୀବ ଗାନ୍ଧୀ ଛାତ୍ର ଫୋରମର ସଭାପତି ସତ୍ୟବ୍ରତ ନାୟକ ପ୍ରମୁଖ ଉପସ୍ଥିତ ରହି ର୍ରେଡ଼କ୍ରସର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଅଧ୍ୟାପକ ଶ୍ରୀ ମିଶ୍ରଙ୍କୁ ଟ୍ରଫି,ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ |ଏହି ଖବର ଜାଣିବା ପରେ ବିଶେଷ କରି ବିନିକା ସିଦ୍ଧାର୍ଥ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା,କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କ ଠାରେ ଖୁସି ପ୍ରକଟ ସୃଷ୍ଟି କରିଛି  |


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like