-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଚାଇଲ୍ଡ ହେଲ୍ପ ଲାଇନ ଦ୍ଵାରା ନାବାଳିକା ଉଦ୍ଧାର,ଥାନାରେ ମାମଲା l

20-Aug-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳର ସିଂଘିଯୁବା ଗ୍ରାମର ଜଣେ  ଯୁବତୀ ସକାଳୁ ଘରୁ ବାହାରି ବିନିକା ସହରରେ ଥିବା  ମହାବିଦ୍ୟାଳୟକୁ ପାଠ ପଢିବାକୁ ଯାଇଥିଲା ପାଠ ପଢ଼ି ସାରି ଘରକୁ ଫେରିବା ବେଳେ ବିନିକା ବସଷ୍ଟାଣ୍ଡ ଠାରେ ବସକୁ ଅପେକ୍ଷା କରିଥିଲା ଠିକ ଏହି ସମୟରେ ୩ଜଣ ନାବାଳକ ଯୁବକ ସେଠାରେ ପହଞ୍ଚିଥିଲେ। ସେଥିରୁ ଦୁଇ ନାବାଳକ ଯୁବତୀର ହାତକୁ ଧରି ଦେବାପରେ ଅନ୍ୟ ଜଣେ ଯୁବକ ନାବାଳିକା ଯୁବତୀକୁ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ସହ ମାଡ଼ ମାରିଥିଲା ।ଫଳରେ ନାବାଳିକା ଯୁବତୀ ଲହୁଲୁହାନ ହୋଇଥଲା ।ନିଜ ଜୀବନକୁ ବଞ୍ଚାଇବାକୁ ଯାଇ ଯୁବତୀ ଜଣକ ସେଠାରୁ ଦୌଡ଼ି ଦୌଡ଼ି ବିନିକା ଥାନାକୁ ଯାଇ ପୋଲିସ ଆଗରେ ସବୁ କଥା କହିଥିଲା ।ତତକ୍ଷଣାତ୍ ପୋଲିସ ଘଟଣାସ୍ଥଳକୁ ପହଞ୍ଚିଥିଲା ।ହେଲେ ମାଡ଼ ମାରିଥିବା ଯୁବକ ମାନେ ସେଠାରୁ ଫେରାର ମାରିଥିଲେ।ଫଳରେ ପୋଲିସ ଯୁବତୀକୁ ଧରି ଥାନାକୁ ଆସିଥିଲା ।ହେଲେ ଯୁବତୀ ଜଣକ ମାନସିକ ଚାପରେ ପଡି ବେହୋସ୍ ହୋଇ ଯିବାରୁ ତତକ୍ଷଣାତ୍ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।କିଛି ସମୟ ପରେ ଯୁବତୀର ଚେତା ଆସିଥିଲା। ବାପା ଛେଉଣ୍ଡ ଝିଅ ର ବଡବାପା ଅଧିକାରୀ ଭୋଇ ଶିଶୁ ସୁରକ୍ଷା ଟୋଲ ଫ୍ରି ନଂ ୧୦୯୮କୁ ଫୋନ କରିଥିଲେ । ଶିଶୁ ସୁରକ୍ଷା ସମିତି ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁଜିତ୍ କୁମାର ମିଶ୍ର ଏହି ସମ୍ବେଦନସିଲ ବିଷୟ ଜାଣିବା ପରେ ନିଜର ତତ୍ୱରତା ଦେଖାଇ ଶିଶୁ କଲ୍ୟାଣ ସମିତି କୁ ଫୋନ କରି ଜଣାଇ ସିଡବ୍ଲୁସି କେସ ନଂ ୩୪୭/୨୫ରେ ରୁଜ୍ଜୁ କରିଥିଲେ। ସେହିପରି ବିନିକା ଥାନାରେ ମଧ୍ୟ ଏନେଇ ଥାନା କେସ ନମ୍ବର ୧୬୭/୨୫ରେ ଏକ ମାମଲା ରଜୁ ହୋଇଛି ।ଆଜି ସକାଳେ ଶିଶୁ ସୁରକ୍ଷା ସମିତିର କର୍ମକର୍ତ୍ତା ମାନେ ବିନିକା ଥାନାକୁ ଆସି ଘଟଣାର ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ।ତେବେ ନାବାଳିକା ଯୁବତୀକୁ ମାଡ଼ ମାରିଥିବା ଯୁବକର ସାଥିରେ ଥାଇ ସହଯୋଗ କରିଥିବା ଅନ୍ୟ ଦୁଇ ଜଣ ଯୁବକ କୁ ପୋଲିସ କାହିଁକି ଗିରଫ କରିବାରେ ଅନୁକମ୍ପା ଦେଖାଇଛି ସେନେଇ ଜନସାଧାରଣରେ ପ୍ରଶ୍ନ ବାଚି ସୃଷ୍ଟି କରୁଛି ? ତେବେ ଚାଇଲ୍ଡ ହେଲ୍ପ ଲାଇନ ଏବଂ ସଖୀର ସଦସ୍ୟ ମାନେ ବିନିକା ଥାନାକୁ ଆସି ଏବଂ ପରେ  ନାବାଳିକା ଯୁବତୀର ଘରକୁ ଯାଇ ବୁଝି ନାବାଳିକାକୁ ନିଜ ପରିବାରର ପରାମର୍ଶରେ ତାଙ୍କଠୁ ଆଣି ଶିଶୁକଲ୍ୟାଣ ସମିତିରେ ଉପସ୍ଥାପନ କରିଥିଲେ ଶିଶୁକଲ୍ୟାଣ ସମିତିର ହେମନ୍ତ ଶା ସଦସ୍ୟ ସଖୀରେ ରହିବାକୁ ଅନୁମତି ଦେଇଥିଲେ। ଏହି ସମ୍ବେଦନଶୀଳ ଘଟଣାରେ ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁଜିତ୍ କୁମାର ମିଶ୍ର ଚାଇଲ୍ଡ ହେଲ୍ପ ଲାଇନ, କାଉନସିଲର୍ ସୁଧୀର କୁମାର ଦାସ,ପାୟଲ ମିଶ୍ର ପରିଚାଲିକା ସଖୀ , ସୁପ୍ରଭା ମଞ୍ଜରୀ ସିଂ  ସଖୀ କାଉନ ସିଲର୍ ଉପସ୍ଥିତ ରହି ସହଯୋଗ କରିଥିଲେ।ତେବେ ନାବାଳିକା ଯୁବତୀର ସୁରକ୍ଷା ଏବଂ ଶିକ୍ଷାର ସବୁ ସୁବିଧା କରାଯିବ ବୋଲି ସୁଜିତ୍ ମିଶ୍ର ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like