-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାୟାବର୍ହାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୪ ତମ ଜୟନ୍ତୀ ପାଳିତ ।

20-Aug-2025



ଡୁଙ୍ଗୁରିପାଲି, ତା ୨୦/୮:ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ଵରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୪ ତମ ଜୟନ୍ତୀ ପାଳିତ ହୋଇଯାଇଛି।   ସଭାରେ ଗଙ୍ଗାଧର ମେହେର ଉଚ୍ଚ ବିଦ୍ୟାଳୟ ସାଗରପାଲିର ହିନ୍ଦୀ ଶିକ୍ଷକ,ଗୀତିକାର,କବି, ତଥା ଜୁନିଅର ରେଡକ୍ରସ ସାଧନ କର୍ମୀ ଡ. ବନବାସ ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଗଙ୍ଗାଧର ସାହିତ୍ୟ ସହିତ କୋଶଳୀ ଭାଷାରେ ସ୍ଵ ଅନୁବାଦିତ କବିତା କୀଚକ୍ ବଧ ଉପରେ ଆଲୋଚନା କରିଥିଲେ। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଦିବସକୁ ସଂଯୋଜନା କରିବା ସହ ଗଙ୍ଗାଧର ମେହେରଙ୍କ ଜୀବନୀ ଆଲୋଚନା କରିଥିଲେ। ସଭାରେ ସମ୍ମାନିତ ଅତିଥି ଭାବରେ ମୋ ସ୍କୁଲ ଅଭିଯାନ କମିଟି ସଭାପତି ସତ୍ୟନାରାୟଣ ପ୍ରଧାନ, କନ୍ଦାଗାଡ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ସମ୍ପଦ ଖମାରୀ, ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ  ମନୋଜ କୁମାର ପୂଜାରୀ ସମ୍ମାନିତ ଅତିଥି ଭାବରେ ମଞ୍ଚ।ଷିନ ହୋଇଥିଲେ । ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ସ୍ବାଗତ ଭାଷଣ ପ୍ରଦାନ କରିବା  ବେଳେ ଛାତ୍ରୀ ଆୟୁଷୀ, ପାୟାଲ, ପ୍ରୀତି,ଖୁସି, ଜାଗୃତି ଦୀପ୍ତି ସ୍ବାଗତ ନୃତ୍ୟ ପରିବେଷଣ କରିଥିଲେ।
 ଆଜିକାର ସଭାରେ   ଦୀପ୍ତି,  ଜାଗୃତି,ଅନୁପମା, ଶ୍ରିମୟୀ ସୁଲଳିତ କଣ୍ଠରେ ବିଶ୍ଵ ଦେଖା ମଧୁମୟ ସଙ୍ଗୀତ ଆବୃତ୍ତି କରିଥିଲେ। ପରିଚାଳନା କମିଟି ର ପୂର୍ବତନ ସମ୍ପାଦକ ଶାନ୍ତନୁ ପ୍ରଧାନ, ବର୍ତ୍ତମାନ ସଭ୍ୟ ଭୋଳନାଥ ଛତର, ମା ତାରିଣୀ ସ୍ଵୟଂସହାୟକ୍ ଗୋଷ୍ଠୀର ସଦସ୍ୟାବୃନ୍ଦ ଯୋଗଦାନ କରିଥିବା ବେଳେ   ଶିକ୍ଷକ ଚିନ୍ମୟ କୁମାର ଦାସ  ଧନ୍ୟବାଦ୍ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମକୁ ରାଜୁ ମେହେର, ସଞ୍ଜୀବ ପୂଜାରୀ,କିରଣ କୁମାର ପଟେଲ, ସ୍ନିଗ୍ଧା ପ୍ରଧାନ,ନିକିତା ଦୀପ,ମାମିନା ଭୋଇ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କାଠର, ସୋଭାଗିନି ସାହୁ, ସୂର୍ଯ୍ୟକାନ୍ତ କାଣ୍ଡ ପ୍ରଭୁତି   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like