-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କାଶୀନାଥ ମହାବିଦ୍ୟାଳୟରେ ପ୍ରଥମ ବର୍ଷର ଛାତ୍ର ଛାତ୍ରୀଙ୍କର ସ୍ୱାଗତ ସମାରୋହ

20-Aug-2025



(ପ୍ରେରଣା ଖବର)
 ଡୁଙ୍ଗୁରିପାଲି ବ୍ଲକ ଅଧିନସ୍ଥ କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ପ୍ରଥମ ବର୍ଷର ଛାତ୍ର ଛାତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା.. କାଶୀନାଥ ମହାବିଦ୍ୟାଳୟର ଅଧ୍ୟକ୍ଷା ସାଇସ୍ମିତା ବରାଇଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା.. ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ସମାଜସେବୀ ତଥା ଦୈନିକ ଖବର କାଗଜ ସମାଜର ଡୁଙ୍ଗୁରିପାଲି ପ୍ରତିନିଧି ଶ୍ରୀଯୁକ୍ତ ରତ୍ନାକର ସେଠ.. ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ ଦୈନିକ ଖବର କାଗଜ ଧରିତ୍ରୀର ଡୁଙ୍ଗୁରିପାଲି ବ୍ଲକ ପ୍ରତିନିଧି ଶ୍ରୀଯୁକ୍ତ ଦୀନବନ୍ଧୁ ସୁନା ଓ ଦୈନିକ ଖବର କାଗଜ ପ୍ରତିଦିନର ପ୍ରତିନିଧି ଶ୍ରୀଯୁକ୍ତ ପ୍ରଶାନ୍ତ ସେଠ. ମୁଖ୍ୟବକ୍ତା ଥିଲେ କମଗାଁ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା କାଶୀନାଥ ମହାବିଦ୍ୟାଳୟର ଉପଦେଷ୍ଟା ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲ.. ମଂଚାସୀନ ଥିଲେ କଲେଜର ଇଂରାଜୀ ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ରାମ ଶଙ୍କର ପୁଟେଲ.. ସଭାକୁ ସଂଯୋଜନା କରିଥିଲେ ଛାତ୍ରୀ କୁମାରୀ ପୂଜା ମେହେର. ସମସ୍ତ ଅତିଥି ମାନେ ଗୁରୁ ଶିଷ୍ୟ ପରମ୍ପରା ଉପରେ ଗୁରୁତ୍ୱ ଛାତ୍ର ଛାତ୍ରୀ ମାନେ ଗୁରୁତ୍ୱ ଦିଅନ୍ତୁ ବୋଲି ସଭାରେ ପ୍ରକାଶ କରିଥିଲେ ଓ ସମସ୍ତଙ୍କର ମଙ୍ଗଳ କାମନା କରିଥିଲେ..ଏହିପରିପ୍ରେକ୍ଷିରେ କଲେଜର ଛାତ୍ର ମାନେ ଏକ ଓଡ଼ିଆ ଡ୍ରାମା ସଭେ ପଢ଼ମା, ସଭେ ବଢ଼ମା  ମଞ୍ଚସ୍ଥ କରିଥିଲେ.. ଏହା ସହିତ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଏକ ଓଡ଼ିଆ ରଚନା " ସମାଜ ଗଠନରେ ଖବର କାଗଜର ଭୂମିକା " ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା. ଏଥିରେ ପ୍ରଥମ ସ୍ଥାନ ହାସଲ କରିଥିଲେ  ଶ୍ରୀ ଧୀରଜ ବରିହା,ଦ୍ଵିତୀୟ କୁମାରୀ ରଂଜିତା ବେହେରା ଓ ତୃତୀୟ ଶ୍ରୀ ଶୁଭମ ବହିଦାର.ଏହା ସହିତ ଅଗଷ୍ଟ 15 ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା. ପୁରସ୍କାର ବିତରଣ ଉତ୍ସବକୁ ସଂଯୋଜନା କରିଥିଲେ ଅଧ୍ୟାପକ ଶ୍ରୀଯୁକ୍ତ ରାକେଶ ସାହୁ. ଧନ୍ୟବାଦ ଦେଇଥିଲେ ଅଧ୍ୟାପିକା ଶ୍ରୀମତୀ ଡିଲେଶ୍ୱରୀ ସେଠ. ସ୍ୱାଗତ ସଂଗୀତ ଗାନ କରିଥିଲେ କ୍ରିଷ୍ଣା, ଜାନକୀ, ବିଦୁସ୍ମିତା, ଜାମିନୀ, ମନ୍ଦାକିନୀ.. ଏହା ପରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା..


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like